-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ସମ୍ମାନ,ସମାନତା ଓ ଅଧିକାରର ସୁରକ୍ଷା ନେଇ ଶପଥପାଠ

15-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ଜନଜାତିୟ ଗୌରବ ଦିବସ ପାଳିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷା ରେଖା ପ୍ରଧାନ ସଭାପତିତ୍ୱ କରି ବିର୍ସା ମୁଣ୍ଡାଙ୍କ ସଂଗ୍ରାମୀ ଜୀବନର ବାର୍ତ୍ତା ଉପରେ ସୁଚନା ଦେଇଥିଲେ ।ମୁଖ୍ୟବକ୍ତା ଅଧ୍ୟାପକ ବିଶ୍ଵମୟ ଗୁରୁ ଜୟନ୍ତୀ ପାଳନ ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ।ସମ୍ମାନିତ ଅତିଥି ଖେଲ ଶିକ୍ଷକ ନାରାୟଣ ଚୌଧୁରୀ ବିର୍ସା ମୁଣ୍ଡାଙ୍କ ଜୀବନୀ ଉପରେ କହିଥିଲେ । ଏହି ପରିପ୍ରେକ୍ଷୀରେ ପ୍ରତ୍ୟେକ ଜନଜାତିୟ ଭାଇ,ଭଉଣୀଙ୍କ ସମ୍ମାନ,ସମାନତା ଓ ଅଧିକାରକୁ ସୁରକ୍ଷିତ ରଖିବା ଯାହାକି ଆମକୁ ଏକତା,ଗୌରବ ଓ ନ୍ୟାୟ ପଥର ରାସ୍ତା ଦେଖାଇବ ଭାବି ଉପସ୍ଥିତ ଛାତ୍ରଛାତ୍ରୀ ଓ ବିଦ୍ୟାଳୟ ଷ୍ଟାଫ ଶପଥପାଠ କରିଥିଲେ ।ଯତୀନ୍ଦ୍ର ଦଣ୍ଡସନା ସଭାରେ ସଂଯୋଜନା କରିଥିବା ବେଳେ ନୀଳ ମାଧବ ଛତ୍ର ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମରେ ଅଧ୍ୟାପକ ଝଲକ ମିଶ୍ର,ମନୋଜ ମେହେର,ଆଶୁତୋଷ ପୁରୋହିତ, ମନିଷ ଆଚାର୍ଯ୍ୟ,ଆଶୀର୍ବାଦ ପ୍ରଧାନ,ପ୍ରଦୀପ ନାୟକ,ସୁବଳ ପ୍ରଧାନ,ଆଲୋକ ସେଠୀ,ଆକାଶ ପ୍ରଧାନି,ଅଧ୍ୟାପିକା ତୁଳସୀ ରାଏ,ଦୀପ୍ତି ଭୋଲ ପ୍ରମୁଖଙ୍କ ସମେତ ବିଦ୍ୟାଳୟ ଷ୍ଟାଫ ସାମିଲ ହୋଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like