-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଉଦବୋଧନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

15-Nov-2025



(ରାମନାଥ ପଣ୍ଡା)
ସ୍ୱାମୀ ବିବେକାନନ୍ଦ ଲୋକ ସଂସଦର ବୋଡେନ ବ୍ଲକ କାର୍ଯ୍ୟକାରିଣୀ ଆନୁକୂଲ୍ୟରେ ଉଦବୋଧନୀ କାର୍ଯ୍ୟକ୍ରମ ଆଜି ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର  ଖଇରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ୯୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବିଜୁ ପଟ୍ଟନାୟକ ଡିଗ୍ରୀ ମହାବିଦ୍ୟାଳୟ ବୋଡେ଼ନର ପ୍ରବୀଣ ଅଧ୍ୟାପକ ଡଃ କିଶୋର କୁମାର କର୍ଣ୍ଣ ମୁଖ୍ୟଵକ୍ତା ଭାବରେ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଜୀବନୀ ଏବଂ କାର୍ଯ୍ୟଧାରା ଉପରେ ଆଲୋକପାତ କରିଥିଲେ। ସ୍ୱାମୀ ବିକେକାନନ୍ଦ ଲୋକ ସଂସଦ, ନୂଆପଡ଼ା ଜିଲ୍ଲା ଶାଖାର ସମ୍ପାଦକ ତଥା ଅବସର ପ୍ରାପ୍ତ ପ୍ରାଧ୍ୟାପକ ରବିରଞ୍ଜନ ପ୍ରଧାନ ଛାତ୍ରଛାତ୍ରୀଙ୍କୁ ବିବେକାନନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ସହ ଆଗାମୀ ଦିନରେ ରାଷ୍ଟ୍ରଗଠନ ପାଇଁ ନିଜକୁ ଏକ ଏକ ଶୃଙ୍ଖଳିତ ସୈନିକ ରୂପେ ପ୍ରସ୍ତୁତ କରିବାକୁ ମାର୍ଗଦର୍ଶନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଙ୍ଗଳ ସିଂ ମାଝୀଙ୍କ ସଭାପତିତ୍ୱରେ ଅତ୍ୟନ୍ତ ନିୟୋଜିତ ଢଙ୍ଗରେ ପରିଚାଳିତ ସଭାରେ ଶିକ୍ଷକ  ଅଚ୍ୟୁତାନନ୍ଦ ବିଭାର ଧନ୍ୟବାଦ ଅର୍ପଣ କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ବୋଡେନ ବ୍ଲକ କାର୍ଯ୍ୟକାରିଣୀର ସହ-ସମ୍ପାଦକ ପୀତାମ୍ବର ଦୀପ ସଂଯୋଜନା କରିଥିଲେ। ପ୍ରତି ମାସରେ ବୋଡେନ ବ୍ଲକର ଅନ୍ୟୁନ ପକ୍ଷେ ଦୁଇଟି ବିଦ୍ୟାଳୟରେ ଏଭଳି ବକ୍ତୃତା ମାଳା ଆୟୋଜନ କରିବାକୁ ବ୍ଲକ କାର୍ଯ୍ୟକାରିଣୀ ନିଷ୍ପତ୍ତି ଗ୍ରହଣ କରିଥିବା ବିଷୟ ସମ୍ପାଦକ ବୈଷ୍ଣବ ଦୁରିଆ ଏବଂ ସଭାପତି ଗଜରାଜ ବୈଠାରୁ ଜଣାଇଛନ୍ତି। ଖଇରା ସ୍କୁଲକୁ ପ୍ରଥମ କାର୍ଯ୍ୟକ୍ରମ ପାଇଁ ଚୟନ କରାଯାଇଥିବାରୁ ଗ୍ରାମର ଶିକ୍ଷାପ୍ରେମୀ ଜନସାଧାରଣ ଆନନ୍ଦ ବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like