-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

*ଅବୈଧ ଚର୍ଚ୍ଚ ନିର୍ମାଣ କୁ ଗ୍ରାମବାସୀ ଓ ହିନ୍ଦୁ ମହାସଂଘ ପକ୍ଷରୁ ବିରୋଧ*

15-Nov-2025



(ପ୍ରିୟଦର୍ଶିନୀ ପାତ୍ର)
ପାପଡାହାଣ୍ଠି ବ୍ଲକ ଅନ୍ତର୍ଗତ କଣ୍ଟାମାଳ ଗାଁ ରେ ଡଙ୍ଗର କିସମ ଜମି ରେ କଥିତ ନୂତନ ଚର୍ଚ୍ଚ ନିର୍ମାଣ କୁ ଗ୍ରାମବାସୀ ବିରୋଧ କରିଛନ୍ତି। ଗ୍ରାମବାସୀ ଙ୍କୁ ସମର୍ଥନ ଜଣାଇଛି ହିନ୍ଦୁ ମହାସଂଘ।  ଏହି ପରିପ୍ରେକ୍ଷୀରେ କଣ୍ଟାମାଳ ମାଁ ଠାକୁରାଣୀ ମନ୍ଦିର ରେ ଗ୍ରାମବାସୀ  ଏକତ୍ରିତ ହୋଇ ଆଲୋଚନା କରିଥିଲେ। ହିନ୍ଦୁ ମହାସଂଘ ସାମାଜିକ ଗଣମାଧ୍ୟମ କେନ୍ଦ୍ରୀୟ ସଂଯୋଜକ ଉମାକାନ୍ତ ବିଷୟୀ,  କୈଳାଶ ଚନ୍ଦ୍ର ବିଷୋୟୀ , ଖଗପତି ସୁନା , ଚକ୍ରଧର ନାୟକ ,ମୋତିରାମ ହରିଜନ ,ବୁଲୁ ହରିଜନ , ହିନ୍ଦୁ ମହାସଂଘ ମୈଦଲପୁର ସାଧାରଣ ସମ୍ପାଦକ ବିନୋଦ ହରିଜନ, ମାନସିଂ ହରିଜନ ,ସୁରେଶ ବିଷୋୟୀ , ବିଷ୍ଣୁ ବିଷୋୟୀ,  ଗୋବବନ୍ଧୁ ବିଷୋୟୀ , ତ୍ରିନାଥ ଜାନି ,ରନୁ ମାଝୀ , ହିନ୍ଦୁ ମହାସଂଘ କେନ୍ଦ୍ରୀୟ  ସାମାଜିକ ଗଣମାଧ୍ୟମ ପ୍ରଭାରୀ   ଗୋରା ହରିଜନ, ପାପଡାହାଣ୍ଡି ବ୍ଲକ ସଂପାଦକ ଜୟ ସେନ ନାଗେଶ, ଲୁଦ୍ର ବିଷୋୟୀ , ଇଂନ୍ସ ବିଷୋୟୀ , ମକରନ୍ଦ ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ। ହିନ୍ଦୁ ମହାସଂଘ ପ୍ରମୁଖ ସୂର୍ଯ୍ୟବଂଶୀ ଜୟନ୍ତ ସହ ବ୍ଲକ ର ଏକ ସ୍ବତନ୍ତ୍ର ଟିମ୍ ପାପଡାହାଣ୍ଡି ତହସିଲଦାର ଙ୍କୁ ଭେଟି ଏହି ସମସ୍ୟାର ସମାଧାନ ପାଇଁ ଏକ ଦରଖାସ୍ତ ପ୍ରଦାନ କରିଛନ୍ତି। ଅନ୍ୟ ହିନ୍ଦୁ ସଂଗଠନ ଗୁଡ଼ିକ ସହ ମଧ୍ୟ ଏହି ବିଷୟରେ ଆଲୋଚନା କରା ଯାଇଥିଲା। ସଂବିଧାନ ଓ ଭାରତୀୟ ଆଇନ୍ ର ଉଲଘଂନ କରୁଥିବା ବ୍ୟକ୍ତି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ମୋହର ରୁ ଦାବି କରା ଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like