-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

*ସମାଜ ର ହିତ ଓ ସମାଜ ପାଇଁ ସମର୍ପିତ ଥିଲେ ସାମ୍ୱାଦିକ ଗୌର ଚନ୍ଦ୍ର ପରିଛା*-- *ଅତିଥି*

15-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଓଡିଶା ସାମ୍ୱାଦିକ ସଂଘ ସୋନପୁର ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା ର ଉଲୁଣ୍ଡା ବ୍ଲକ ର ବରିଷ୍ଠ ସାମ୍ବାଦିକ ତଥା ସଂଘ ର ଉପଦେଷ୍ଟା ସ୍ଵର୍ଗତ ଗୌର ଚନ୍ଦ୍ର ପରିଛା ଙ୍କ ସ୍ମୁତି ଉଦ୍ଧେଶ୍ୟରେ ସ୍ଥାନୀୟ ବ୍ଲକ ସଭା ଗୃହ ଠାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଟିତ ହୋଇଥିଲା l ଏହି ସଭାରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ  ଅଞ୍ଜଳୀନା ପଧାନ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଅର୍ଜୁନ ମାଝୀ, ସମ୍ମାନୀତ ଅତିଥି ଭାବେ ଡ଼. ଆର୍ତ୍ତ ତ୍ରାଣ ବାବୁ, ବରିଷ୍ଠ ସାମ୍ବାଦିକ ଶ୍ରୀ ପର୍ଶୁରାମ ମିଶ୍ର, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ଆଇନ୍ ଜିବୀ ପ୍ରଦୀପ ପୁରୋହିତ, ବରିଷ୍ଠ ନାଗରିକ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଯୋଗ ଦେଇ ସ୍ଵର୍ଗତ ପରିଛା ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ l ପରେ ପରେ ସ୍ୱର୍ଗୀୟ ଅମର ଆତ୍ମା ର ଶାନ୍ତି ସଦ ଗତି ପାଇଁ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରା ଯାଇଥିଲା l ସଂଘ ର ଜିଲ୍ଲା ଶାଖା ସଭାପତି ଶ୍ରୀ ମନୋରଞ୍ଜନ ତ୍ରୀପାଠୀ ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏହି ସଭା ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ଯ କାରିଣୀ ସଦସ୍ୟ ଦିଲ୍ଲୀପ ପାତ୍ର ଅତିଥି ପରିଚୟ ପ୍ରଦାନ କରି ସଭା ସଂଯୋଜନା କରିଥିଲେ l

ଶ୍ରୀ ପରିଛା ଏକା ଧାର ରେ ଜଣେ ସାମ୍ବାଦିକ , ସାହିତ୍ୟକ, ଗାଳ୍ପିକ, ସମାଜ ସେବୀ, ଆୟୁର୍ବେଦ ଚିକିତ୍ସକ, ପ୍ରବଚକ, ଓ ପରିବେଶ ପ୍ରେମୀ ଭାବେ ଖୁବ୍ ଜଣାଶୁଣା ଥିଲେ ବୋଲି ଅତିଥି ମାନେ ମତ ରଖି ଥିଲେ l ଶ୍ରୀ ପରିଚ୍ଛା ସମାଜ ପାଇଁ ଏ ଅଞ୍ଚଳ ପାଇଁ ହିତ ଓ ସମାଜ ପାଇଁ ସମର୍ପିତ ଥିଲେ ବୋଲି ମତ ରଖି ସେ ବ୍ରହ୍ମ ଉପାସନା ର ବ୍ରତୀ ଥିଲେ ଓ ସ୍ପଷ୍ଟ ବାଦୀ ଥିଲେ ବୋଲି ମତ ଦେଇଥିଲେ l ଏ ଅଞ୍ଚଳ ର କଳା, ସଂସ୍କୃତି, ଶିକ୍ଷା, ସ୍ଵାସ୍ଥ୍ୟ, ଗମନା ଗମନ  ବିକାଶ ର ଚିତ୍ର ଆଙ୍କିବା ରେ ଏକ ଧୁରନ୍ଧର କାରିଗର ଥିଲେ ବୋଲି ସମସ୍ତ ଅତିଥି ଓ  ସାମ୍ୱାଦିକ ରତନ ପଟ୍ଟନାୟକ, ବେଣୁଧର ପଧାନ ମତ ରଖିଥିଲେ l ସଂଘ ର ରାଜ୍ୟ ସାଂଗଠନିକ ସମ୍ପାଦକ ରାଜ କିଶୋର ତ୍ରୀପାଠୀ ଧନ୍ୟ ବାଦ ଅର୍ପଣ କରିଥିଲେ l ସଂଘ ସଂପାଦକ ମହାଦେବ ମଲ୍ଲିକ , ସହ ସମ୍ପାଦକ ସୁବାଷ ଚରଣ ପଣ୍ଡା ଓ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l ଶେଷରେ ଶାନ୍ତି ପାଠ ମନ୍ତ୍ର ପରେ ସଭା ସାଙ୍ଗ ହୋଇଥିଲା l ସ୍ବଚ୍ଛ ଭାରତ ର ଉପ ସଭାନେତ୍ରୀ ଇନ୍ଦୁମତି ପୁରୋହିତ, ସୋନପୁର କଲେଜ ଏନ ସି ସି ଲ୍ୟାଫ୍ଟ ନେଣ୍ଟ ଆଶିଷ କୁମାର ଅଗ୍ରୱାଲା, ରକ୍ତ ଦାତା ମନୋଜ ପଣ୍ଡା, ସମାଜ ସେବୀ ଜଗନ୍ନାଥ ଦାଶ, ଶେଷ ଦେବ ମେହେର, ସାମ୍ୱାଦିକ ନବ ମିଶ୍ର, ସଂଘ ଉପ ସଭାପତି ବିବେକା ନନ୍ଦ ମିଶ୍ର, ମୃତ୍ୟୁ ଞ୍ଜୟ ଶତପଥୀ, ସନ୍ତୋଷ ମିଶ୍ର, ରଞ୍ଜନ ବାରିକ, ଯୁଧି ଷ୍ଟିର ସାହୁ, ଧନଞ୍ଜୟ ଆଡ ଯୁଆଡି ଙ୍କ ସମେତ ପ୍ରଜାପିତା ବ୍ରହ୍ମ କୁମାରୀ, ଗୋପାଲ୍ଜି ଯୋଗାଳୟ, ବରିଷ୍ଠ ନାଗରିକ ସଂଘ , ସୋନପୁର ବ୍ଲକ କର୍ମଚାରୀ ଓ ବିଭିନ୍ନ ଅନୁଷ୍ଠାନ ର କର୍ମକର୍ତା ଏଠାରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like