-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ସଂଘ ଦ୍ୱାରା କୋସଳ କଳାମଣ୍ଡଳ ପଡିଆ ରେ ମହାସମାରୋହ ରେ ବିର୍ସାମୁଣ୍ଡା ଜୟନ୍ତୀ ପାଳିତ

15-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ କୋସଳ କଳା ମଣ୍ଡଳ ପଡିଆରେ ଆଜି  ଆଦିବାସୀ କ୍ରାନ୍ତିକାରୀ ବୀର ଭଗବାନ  ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ପାଳନ  କରାଯାଇଥିଲା। ଏହି ସଭାରେ ମୁଖ୍ୟ ଅତିଥି ଭାବେ ଶ୍ରୀ ନିରଞ୍ଜନ ବିଶି, ରାଜ୍ୟସଭା ସାଂସଦ, ଜିଲ୍ଲା ଆଦିବାସୀ କଳ୍ୟାଣ ସଂଘର ସଭାପତି ଶ୍ୟାମ ସୁନ୍ଦର ଭୋଇ, କାର୍ଯ୍ୟକାରୀ ସଭାପତି  ବନଲତା ମାଝି,  ସଂପାଦକ ହେମେନ୍ଦ୍ର ନାଥ ହାଁସଦା, ବ୍ଲକ ସଭାପତି ପଦ୍ମନ ପ୍ରଧାନୀ ସହିତ ରସିକ ଧରୁଆ,

ମନୋରଞ୍ଜନ ଭୋଇ, ପ୍ରଫୁଲ୍ଲ ତୁମୁନିଆ, ଭୁବନେଶ୍ୱର କୁଅଂର,  ଲକ୍ଷ୍ମୀ ଶବର, ସନ୍ତୋଷ ପୁଟା, ବିକ୍ରମ ଭୋଇ, ନିତ୍ୟାନନ୍ଦ ମାଝି, ରାମଚନ୍ଦ୍ର ମୁର୍ମୁ, ଥବିର ପୁଝାରୀ ପ୍ରମୁଖ ଉଦବୋଧନ ଦେଇଥିଲେ l ଗିରିଧାରୀ ଭୋଇ ସଭା ସଂଚାଳନ କରିଥିଲେ ।
ବିର୍ସା ମୁଣ୍ଡାଙ୍କ ‘ଉଲ୍‌ଗୁଲାନ୍’ ଆଦିବାସୀଙ୍କ ଏକତାର ପ୍ରତୀକ ଅତିଥିମାନେ କହିଲେ ଯେ, କ୍ରାନ୍ତିବିର ବିର୍ସା ମୁଣ୍ଡାଙ୍କନେତୃତ୍ୱରେ  ‘ଉଲ୍‌ଗୁଲାନ୍’ ସ୍ଵାଧୀନତା ଆନ୍ଦୋଳନ ଆଦିବାସୀଙ୍କ ଅଧିକାର, ଜମି -ଜଳ-ଜଙ୍ଗଲ ଅଧିକାର ଓ ସ୍ଵଶାସନର ନିମନ୍ତେ ଲଢ଼େଇ କରିଥିଲେ । ଜୟନ୍ତୀ ସଭା ରେ ଆଦିବାସୀନେତା  ମାନେ ଉଦବୋଧନ ମାଧ୍ୟମ ରେ ଦାବି କରିଥିଲେ ଯେ ସରକାର
ଆଦିବାସୀ ଛାତ୍ରଛାତ୍ରୀଙ୍କୁ ସ୍ନାତକ ପର୍ଯ୍ୟନ୍ତ ନିଶୁଳ୍କ ଶିକ୍ଷା ପ୍ରଦାନ କରନ୍ତୁ, ଜେଇଇ, ନିଟ, ପବ୍ଲିକ ସର୍ଭିସ ଆୟୋଗ ପରୀକ୍ଷା ପାଇଁ ପରୀକ୍ଷା ଆଗରୁ ତାଲିମ ଓ ନିଶୁଳ୍କ କୋଚିଂ ସୁବିଧା କରାଯାଉ,
କେନ୍ଦ୍ର, ରାଜ୍ୟ ସରକାର ଓ  ସରକାରୀ ଉଦ୍ୟୋଗ ରେ ଖାଲି

ରହିଥିବା ପଦମାନଙ୍କୁ  ସ୍ୱତନ୍ତ୍ର ନିଯୁକ୍ତି ଅଭିଯାନ ମାଧ୍ୟମରେ ପୂରଣ କରlଯାଉ, ଆର୍ଥିକ ଉନ୍ନତି ପାଇଁ ବିନା ସୁଧରେ ଋଣ, 
ଅନ୍ୱେଷା ଯୋଜନା ପୁନର୍ବାର  ପ୍ରଚଳନ,ଏସଟି ଛାତ୍ରୀମାନଙ୍କ ପାଇଁ  ନର୍ସିଂ ଶିକ୍ଷାର ଆର୍ଥିକ ସହାୟତା ପୁନର୍ବାର ପ୍ରଦାନ କରାଯାଉ, ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମି  ସୁରକ୍ଷାକରାଯାଉ, ଏଟ୍ରୋସିଟି ନିରୋଧ ଆଇନ କଠୋର ଭାବରେ କାର୍ଯ୍ୟକାରୀ କରାଯାଉ ବୋଲି ଆଦିବାସୀ ମାନେ ପ୍ରକାଶ କରିଥିଲେ l ସଭାର ଶେଷରେ ବିର୍ସା ମୁଣ୍ଡାଙ୍କ ଆଦର୍ଶ, ଅଧୁରା ସପ୍ନ ଅନୁସରଣ କରି ଆଦିବାସୀ ଅଧିକାର, ମର୍ଯ୍ୟାଦା ଓ ସମୃଦ୍ଧି ପାଇଁ ସଂକଳ୍ପ କରାଯାଇଥିଲାl


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like