-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ସ୍ତରୀୟ ଜନଜାତିୟ ଗୌରବ ଦିବସ ୨୦୨୫ ପାଳିତ।

15-Nov-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)                   
ସୁବର୍ଣ୍ଣପୁର ଜିଲ୍ଲାର ମୁଖ୍ୟାଳୟ ସ୍ଥିତ ଟାଉନ ହଲ ଜିଲ୍ଲା ସ୍ତରୀୟ ଜନଜାତିୟ ଗୌରବ ଦିବସ ୨୦୨୫ ପାଳିତ ହୋଇଥିଲା। ଏହି ଜନଜାତିୟ ଗୌରବ ଦିବସ ୨୦୨୫ ପାଳନ ଅବସରରେ ଅନୁଷ୍ଠିତ ହୋଇଥିବା ସଭାକୁ ଜିଲ୍ଲା ମଙ୍ଗଳ ଅଧିକାରୀ, ସୁବର୍ଣ୍ଣପୁର, ଶ୍ରୀ ଅଚ୍ୟୁତାନନ୍ଦ ସିଂହ ସଭାପତିତ୍ବ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଳିନା ପ୍ରଧାନ,  ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅଧ୍ୟକ୍ଷା, ସୋନପୁର ମ୍ୟୁନିସିପାଲଟି, ରାଜ୍ୟ ଭାରତୀୟ ଜନତା ପାର୍ଟିର ଆଦିବାସୀ ସେଲର  ସମ୍ପାଦକ,ଶ୍ରୀ ବିହାରୀ ମାଝୀ, ମିର୍ଦ୍ଧା ସମାଜର ବୈଶାଖୁ ମିର୍ଦ୍ଧା,  ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ, ସୁବର୍ଣ୍ଣପୁର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ, ସୁବର୍ଣ୍ଣପୁର ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ବିର୍ସା ମୁଣ୍ଡାଙ୍କ ଜୀବନୀ, ଆଦର୍ଶ ଓ ସ୍ଵାଧୀନତା ସଂଗ୍ରାମ ନେଇଥିବା ଭୂମିକା ସହିତ ଜନଜାତି ଲୋକଙ୍କ ଏକତା ଓ ବିକାଶ ପାଇଁ ତାଙ୍କର ଅବଦାନ ବିଷୟରେ  ସ୍ମୃତି ଚାରଣ କରିଥିଲେ। ଏତଦ୍ ବ୍ୟତୀତ, ଜନଜାତି ଲୋକଙ୍କ ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନା ବିଷୟରେ ଉପସ୍ଥିତ ଛାତ୍ର ଛାତ୍ରୀ ଓ ଜନସାଧାରଣଙ୍କୁ ଅବଗତ କରାଇଥିଲେ।  ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ଜନଜାତି ବହୁଳ ଗ୍ରାମ ପଞ୍ଚାୟତ ଯଥା ବୀରମହାରାଜପୁର ପଞ୍ଚାୟତ ସମିତିର ଦୂର୍ଜନତାଇଲା ଗ୍ରାମ ପଞ୍ଚାୟତର କୁଞ୍ଜାପାଲି, ଉଲୁଣ୍ଡା ପଞ୍ଚାୟତ ସମିତିର ଯୋଉଁରା ଭଉଁରା ଗ୍ରାମ ପଞ୍ଚାୟତର ବ୍ରାହ୍ମଣିପାଲି ଓ ବିନିକା ପଞ୍ଚାୟତ ସମିତିର ବାଙ୍କିଘିରିଡି ଗ୍ରାମ ପଞ୍ଚାୟତର ଆଖିଦାଦର୍ ଗ୍ରାମର ଛାତ୍ର ଛାତ୍ରୀ ଓ  ଜନସାଧାରଣ ସଭାରେ  ଉପସ୍ଥିତ ରହି ଆଭାସି ମାଧ୍ୟମରେ ଜାତୀୟ ସ୍ତରରେ ଅନୁଷ୍ଠିତ ହୋଇଥିବା ଜନଜାତିୟ ଗୌରବ ଦିବସ ୨୦୨୫ ର ସିଧା ପ୍ରସାରଣ ଦେଖିଥିଲେ ଓ ମାନ୍ୟବର ପ୍ରଧାନ ମନ୍ତ୍ରୀଙ୍କର ଭାଷଣ ବା  ଉଦବୋଧନ ଶୁଣିଥିଲେ। ଏହି ଅବସରରେ ସୋନପୁର ଟାଉନ ହଲ ଠାରେ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ  ଏକ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା ଏବଂ ସ୍ୱାସ୍ଥ୍ୟ ଯାଞ୍ଚ ପରେ ୧୨ ଜଣ  ସିକିଲ ସେଲ ଆଦିବାସୀ ରୋଗୀଙ୍କୁ ଶିକିଲ ସେଲ ସ୍ୱାସ୍ଥ୍ୟ କାର୍ଡ ଓ  ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ସ୍ୱାସ୍ଥ୍ୟ କାର୍ଡ ୧୨ ଜଣ  ଆଦିବାସୀ ହିତାଧିକାରୀଙ୍କୁ  ବିତରଣ କରାଯାଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ ଛାତ୍ର ଛାତ୍ରୀ ଓ ଜନସାଧାରଣଙ୍କ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହି ତିନୋଟି ଗ୍ରାମ ପଞ୍ଚାୟତର ଛାତ୍ର ଛାତ୍ରୀ ଓ କଳାକାର ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି ଦିବସ ପାଳନ ଅବସରରେ ବିଭିନ୍ନ ସମ୍ବାଦପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଶ୍ରୀ ଲକ୍ଷ୍ମୀ ନାରାୟଣ ସାହୁ ମଞ୍ଚ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like