-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

କଣ୍ଟାମାରେ ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

15-Nov-2025



(କଣ୍ଟାମାଳ)
 ବିଜେପି ପକ୍ଷରୁ କଣ୍ଟାମାଳ ବ୍ଲକ ହାଟପଦା ଓ ପଲସାଗୋରା ନୂଆପଡା ଉପ ନିର୍ବାଚନ ଓ ବିହାର ନିର୍ବାଚନରେ ବିଜେପିର ବିପୁଳ ବିଜୟ କୁନେଇ ଆଜି ଆଦିବାସୀ ଜନଜାତି ମୋର୍ଚ୍ଚା ପକ୍ଷରୁ ଆୟୋଜିତ ବିଜୟୀ ଉତ୍ସବକୁ ପାଳିଛନ୍ତି ଭାଜପା କର୍ମୀ । କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ଙ୍କ ତତ୍ୱାବଧାନରେ ଓ ବିଜେପି ଆଦିବାସୀ ନେତା ଡମ୍ବରୁଧର କହଁର ଙ୍କ ନେତୃତ୍ୱ ରେ ଶନିବାର ସଂନ୍ଧ୍ୟାରେ ହାଟପଦା ଛକ ଠାରେ ବିଜେପି କର୍ମୀ ବିପୁଳ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ବିଜୟ ଉତ୍ସବ ପାଳନ କରିଥିବା ଦେଖିବାକୁ ମିଳିଥିଲା l  ବିହାର ବିଧାନସଭା ଓ ନୂଆପଡା ଉପନିର୍ବାଚନ ରେ ବିଜେପିର ବିପୁଳ ବିଜୟ ହାସଲ କରିଥିବାରୁ କର୍ମୀ ମାନେ ବାଜା ବଜାଇ ନୃତ୍ୟ ଗୀତ ସହ ଖୁସିରେ ମିଷ୍ଟାନ୍ନ ବଣ୍ଟନ କରି, ବାଣ ଫୁଟାଇ ଉତ୍ସବ  ମନାଇଥିଲେ  l  ପୂର୍ବତନ ମଣ୍ଡଳ ସଭାପତି ପିନାକଧର ରଣା, ଠାକୁର ନାୟକ, ଋଣ୍ଡିମହୁଲ ସରପଞ୍ଚ ପଞ୍ଚାନନ ସାହୁ, ଗୁଲୁ ସାହୁ, ସୁଶୀଲ ପାଣିଗ୍ରାହୀ, ରାମ ତାଣ୍ଡି, ଝାସରି ବାଗ, ରାଜୀବ ମିଶ୍ର, ମହେନ୍ଦ୍ର ସାହୁ,ମଧୁସୂଦନ ନାୟକ (ପିଣ୍ଟୁ), ବିଜୁ ସାହୁ, ଲୋଚନ ରଣା ପ୍ରମୁଖ କାର୍ଯ୍ୟକର୍ତ୍ତା ଉପସ୍ଥିତରହି ବିଜୟ ଉତ୍ସବ ପାଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026

You Might Also Like