-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

୧୮ ତମ ରାଜ୍ୟସ୍ତରୀୟ ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ର ଦ୍ୱିତୀୟ ଦିବସ, ବୌଦ୍ଧ ଦଳ ବିଜୟୀ

15-Nov-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ଷ୍ଟାଡିୟମର ସ୍ଵନକ୍ଷତ୍ର ଦିବସ ଅବସରରେ ଷ୍ଟାଡିୟମ ଟ୍ରଷ୍ଟବୋର୍ଡ ଏବଂ ଏଥଲେଟିକ ଆସୋସିଏସନର ମିଳିତ ଆନୁକୂଲ୍ୟରେ ୧୮ ତମ ରାଜ୍ୟସ୍ତରୀୟ “ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ଷ୍ଟାଡିଅମ ଟ୍ରଷ୍ଠବୋର୍ଡ ଏବଂ ଏଥଲେଟିକ ଏସୋସିଏସନ ଲୋଇସିଂହା ଦ୍ୱାରା ଆୟୋଜିତ ଟୁର୍ନାମେଣ୍ଟ ର ଦ୍ୱିତୀୟ ଦିବସ ରେ ଏ. ଏ ଲୋଇସିଂହା ଓ ବୌଦ୍ଧ ଗେଲ୍ହା ମା ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହୋଇଥିଲା l  ବୌଦ୍ଧ ଦଳ ଲୋଇସିଂହା ଦଳ କୁ ହରାଇ 1-0 ରେ ବିଜୟୀ ହୋଇଥିଲା l ମ୍ୟାନ ଅଫ ଦି ମ୍ୟାଚ ବୌଦ୍ଧ ଦଳ ର ଖେଳାଳି ସମୀର ପଧାନ କୁ ଦିଆଗଲା l ଆଜିର ମ୍ୟାଚ ରେ ରେଫରୀ ଭାବେ ସଂଜୀବ ସାହୁ, କରୁଣାକର ପଧାନ, ସନ୍ଦୀପ ତରିଆ, ସୁରେଶ ନାଏକ l ମ୍ୟାଚ କମିଶନର ଥିଲେ ସୁଦୟ ବାରିକ, ମୁଖ୍ୟଅତିଥି ମହେନ୍ଦ୍ର ସାହୁ ଅବସରପ୍ରାପ ଡ଼ିଏସଓ ତଥା ରାଜ୍ୟ ସ୍ତରୀୟ ଭଲିବଲ ଖେଳାଳି l

ଅତିଥି ଭାବେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ସୁଦିପ ସା ସରପଞ୍ଚ ବୁର୍ଡl ପଂଚାୟତ, ରାଜୁ ଅଗ୍ରୱାଲ ସମାଜସେବୀ ତଥା ଶିଳ୍ପପତି, ଦିଲୀପ କୁମାର ବେହେରା ଟ୍ରଷ୍ଟ ବୋର୍ଡ ମେମ୍ବର, ବି ବି ସାହାଣୀ, ବି ଏନ ଭୂୟାଁ ଟ୍ରଷ୍ଟ ବୋର୍ଡ଼ ମେମ୍ବର ଥିଲେ l ଖେଳରେ ସହଯୋଗ କରିଥିଲେ ବୁଲୁ ବହିଦାର, ଆନନ୍ଦ ପୁଟେଲ, ଚତୁର ଦଳେଇ, ରଞ୍ଜନ ବେହେରା, ବିଷ୍ଣୁ, ଶିବ ଅଗ୍ରୱାଲ, ସିଲୁ ସେବକ, ମନୋଜ ମହାନା, ଟିକୁ ପାଣ୍ଡିଆ, ଦେବ ବିଶ୍ୱାଳ, ରିତେଶ, ରମେଶ, ସୁମିତ ଓ ପ୍ରକାଶ ମହାରଣା, ମୋହିତ ମିଶ୍ର, ନଜୁ ଖାଁ, ବୁଦ୍ଧିଆ ନାୟକ, ସରୋଜ ବିଶ୍ୱାଳ ପ୍ରମୁଖ l ଆଜି ମ୍ୟାଚ ରେ ବହୁ ସଂଖ୍ୟାରେ ଦର୍ଶକ ଙ୍କ ଭିଡ଼ ଦେଖିବାକୁ ମିଳିଥିଲା l ଆସନ୍ତା କାଲି ପ୍ରଥମ ସେମିଫାଇନାଲ ଫୂଟବଲ ଖେଳ ବରଗଡ଼ ମୁଣ୍ଡା ଓ ବୌଦ୍ଧ ଗେଲ୍ହା ମା ମଧ୍ୟରେ ଖେଳ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like