-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ଜେଏସ୍‌ଏମ୍ କଲେଜର କ୍ରିକେଟ ମ୍ୟାଚ୍ 

15-Nov-2025



ବଲାଙ୍ଗୀର:  ଜେଏସ୍‌ଏମ କଲେଜ ଆନୁକୂଲ୍ୟରେ ଆଜି ଖୁଜେନପାଲି ଖେଳ ପଡିଆ ଠାରେ ଏକ ଦିନିକିଆ କ୍ରିକେଟ ମ୍ୟାଚ୍ ଅଧ୍ୟାପକ ଅଭିଜିତ ଟାଲି ଙ୍କ ପରିଚାଳନାରେ ଅନୁଷ୍ଠିତ ହୋଇଥିଲା । ବାଳକ ବିଭାଗରୁ ୪ଟି ଦଳ ଓ ବାଳକା ବିଭାଗରୁ ୨ଟି ଦଳ ଅଂଶଗ୍ରହଣ କରିଥିଲେ । କଲେଜର ପ୍ରତିଷ୍ଠାତା ସିଏ ଶ୍ରୀକାନ୍ତ ଶର୍ମା ଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ବୀରେନ୍ଦ୍ର ଝାଙ୍କର ଯୋଗ ଦେଇ ଭାରତୀୟ ମହିଳା କ୍ରିକେଟ ଦଳ ବିଶ୍ୱ ଚମ୍ପିୟାନ ହୋଇ ଦେଶର ମାନକୁ ବଢ଼ାଇ ଥିବାରୁ ଏହା ଆମ୍ଭମାନଙ୍କ ପାଇଁ

ପ୍ରେରଣାଯୋଗ୍ୟ ବୋଲି କହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ସଭାକୁ ଏବି ରାମ ଲିପ୍ସା ସଂଯୋଜନା କରିଥିଲେ । କଲେଜର ମୁଖ୍ୟ ଉପଦେଷ୍ଟା ମନୋରଂଜନ ସାହୁ ବର୍ତମାନ ପରିସ୍ଥିତିରେ କ୍ରିକେଟ ଖେଳ

ଛାତ୍ରଛାତ୍ରୀ ମାନଙ୍କ ପାଇଁ ବହୁ ଉପଯୋଗୀ ହୋଇପାରିଛି ବୋଲି ମନ୍ତବ୍ୟ ଦେଇଥିଲେ । ନିର୍ଦ୍ଦେଶକ ପୀତବାସ ପଣ୍ଡା , କଲେଜର ଏଚ୍‌ଓଡି ସ୍ମୃତି ସ୍ମରଣିକା ବେଚ୍ ମଂଚାସୀନ ଥିଲେ । କ୍ୟାପଟେନ, ବାଳକ ବିଭାଗର ଜୋଗେଶ ଶବର ଓ ବାଳିକା ବିଭାଗର ପ୍ରାଚୀ ବେହେରା ମୁଖ୍ୟ ଅତିଥିଙ୍କ ଠାରୁ ଚମ୍ପିୟାନ ଟ୍ରଫି ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like