-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ରାଜ୍ୟ

ବିଜାଖମନ  ସ୍ଥିତ ସ୍ମାର୍ଟ ପାର୍କ କୁ  ଧରତୀ ଆବା  ଭଗବାନ  ବିର୍ସା ମୁଣ୍ଡା ଙ୍କ ନାମରେ ନାମିତ

15-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟତି ଉପଲକ୍ଷେ ଜନଜାତୀୟ ଗୌରବ ଦିବସ ୧୫ ନଭେମ୍ବର ୨୦୨୫ ଦିନ ସାରା ଦେଶରେ ପାଳନ କରା ଯାଉଛି । ସେହି ଉପଲେକ୍ଷେ ଆଜି ବଲାଙ୍ଗୀର ପୌର ପରିଷଦ ତରଫରୁ ବିଜାଖମନ  ସ୍ଥିତ ସ୍ମାର୍ଟ ପାର୍କ କୁ  ଧରତୀ ଆବା  ଭଗବାନ  ବିର୍ସା ମୁଣ୍ଡା ଙ୍କ ନାମ ରେ ନାମିତ " ଭଗବାନ ବିର୍ସା ମୁଣ୍ଡା ବଲାଙ୍ଗୀର ଉଦ୍ୟାନ " ନାମରେ  ନାମିତ କରାଯାଇଛି  । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଫିତା କାଟି ଶୁଭ ଉଦ୍ଘାଟନ କରିଥିଲେ । ଏହି ଉତ୍ସବ  ରେ ଉପାଧକ୍ଷା ଗାୟତ୍ରୀ ଭୋଇ, ପୌର ପରିଷଦ ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା, ଆଦିବାସୀ ନେତା ସତ୍ୟ ନାରାୟଣ ଭୋଇ ଙ୍କ ସହ  କାଉନସିଲର ହେଲେ ଲଲାଟେନ୍ଦୁ ପଟ୍ଟନାୟକ , ସତ୍ୟ ନାୟକ ,ଗଙ୍ଗା ଚାନ୍ଦ, ଶତ୍ରୁଘ୍ନ ବାଗ,ନନ୍ଦିନୀ ପୋଢ଼, ଇସ୍ମତ ଆରା ଖାନ, ପ୍ରେମଲତା ନାୟକ, ପ୍ରତିମା ଛତ୍ରିଆ, ସନ୍ତୋଷିନୀ କୁଅଁର ,ପିଙ୍କି କବାଟ  ସହ ସମସ୍ତ  ସ୍ୱଚ୍ଛ ସାଥୀ ସୁପର ଭାଇଜର୍, ସ୍ୱଚ୍ଛ ସାଥୀ ଓ ପୌର ପରିଷଦ ର  ସମସ୍ତ କର୍ମଚାରୀ ଓ ଅଧିବାସୀ ସମ୍ପ୍ରଦାୟର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like