-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟତ୍ରୀ ମାନଙ୍କ ସମ୍ମିଳନୀ

15-Nov-2025



"ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟତ୍ରୀ ମାନେ ବିଦ୍ୟାଳୟ ର ମୁଖ୍ୟ ସ୍ତମ୍ଭ"

ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ କନଫରେନ୍ସ ହଲ ଠାରେ ସଦର ବ୍ଲକ ଅନ୍ତର୍ଗତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟତ୍ରୀ ମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି।ବଲାଙ୍ଗୀର ସଦର ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ ଦୀପ ପ୍ରଜ୍ଜ୍ୱଳନ କରି ନିଜ ବକ୍ତବ୍ୟରେ ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟତ୍ରୀ ମାନେ ବିଦ୍ୟାଳୟର ମୁଖ୍ୟ ସ୍ତମ୍ଭ। ତାଙ୍କ ନେତୃତ୍ୱ ବିନା ବିଦ୍ୟାଳୟ ଚାଲିବା ସମ୍ଭବ ନୁହେଁ। ସେ ବିଦ୍ୟାଳୟର ଶିକ୍ଷା, ପ୍ରଶାସନ, ଶୃଙ୍ଖଳା, ସମ୍ପର୍କ,ଉନ୍ନତି ଓ ସାମାଜିକ ଭୂମିକା ସବୁକୁ ସମନ୍ୱୟ କରି ବିଦ୍ୟାଳୟକୁ ଉତ୍କର୍ଷ

ଦିଗରେ ଆଗକୁ ନେଇଥାନ୍ତି।ତାଙ୍କ ସଠିକ ନେତୃତ୍ୱ, ନିଷ୍ଠା, ମାନବତା ଓ ବୁଦ୍ଧିମତା ନୂତନ ପୀଢ଼ିକୁ ଉଜ୍ଜ୍ୱଳ ଭବିଷ୍ୟତ ଦେବାରେ ମୂଲ୍ୟବାନ ଭୂମିକା ନିଭାଏ ବୋଲି କହିଥିଲେ।ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ଓ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ଧରୁଆ ପ୍ରମୁଖ ମଂଚାସୀନ ଥିଲେ।ଏହି ସମ୍ମିଳନୀ ରେ ମଧ୍ୟାହ୍ନ ଭୋଜନ, ୟୁନିଫର୍ମ,ଚାଇଲଡ ଟ୍ରାକିଙ୍ଗ, ୟୁଏଏସ ପୋର୍ଟାଲ, ଡ୍ରପ ଆଉଟ ଛାତ୍ରଛାତ୍ରୀ ଙ୍କୁ କିଭଳି ବିଦ୍ୟାଳୟ କୁ ଅଣା ଯାଇପାରିବ ସେ ସମସ୍ତ ବିଷୟରେ ବିସ୍ତୃତ

ଭାବେ ଆଲୋଚନା କରାଯାଇଥିଲା।କାର୍ଯ୍ୟକ୍ରମର ସଂଯୋଜନା ଦୁଲାଲ ନାଥ କରିଥିବା ବେଳେ ଏବିଇଓ ସନ୍ଧ୍ୟାରାଣୀ ଧରୁଆ ଧନ୍ୟବାଦ ଦେଇଥିଲେ।ଏହି ସମ୍ମିଳନୀରେ ସଦର ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସମସ୍ତ ପ୍ରଧାନ ଶିକ୍ଷକ ଓ ପ୍ରଧାନ ଶିକ୍ଷୟତ୍ରୀଙ୍କ ସହିତ ସମସ୍ତ ସିଆରସସି ଏବଂ ବ୍ଲକ କାର୍ଯ୍ୟାଳୟ ର କର୍ମଚାରୀବୃନ୍ଦ ଯୋଗ ଦେଇଥଲେ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like