-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବଙ୍ଗୋମୁଣ୍ଡା ରେ ଶିକ୍ଷୟତ୍ରୀ ଘୋଷାଦ୍ରୀ ତାଣ୍ଡି ସ୍ମାରକୀ କ୍ରିକେଟ ଲିଗ- ଗ୍ଲାଡିଏଟର ଟିମ୍ ଚାମ୍ପିଆନ

15-Nov-2025



ବଙ୍ଗୋମୁଣ୍ଡା(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ରେ ଭାରତୀୟ ଇଂଲିଶ ମିଡିୟମ ସ୍କୁଲ ପକ୍ଷରୁ ଚାଲିଥିବା ଶିକ୍ଷୟତ୍ରୀ କୁମାରୀ ଘୋଷାଦ୍ରୀ ତାଣ୍ଡି ସ୍ମାରକୀ କ୍ରିକେଟ ଲିଗ୍ ଉଦଯାପିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ଶ୍ରୀ ଗଣେଶଙ୍କ ମୂର୍ତ୍ତିରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ  ପରେ ଖେଳ ଆରମ୍ଭ ହୋଇଥିଲା। ଏଥିରେ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ଆଇଆଇସି ସଞ୍ଜୀବ ପ୍ରଧାନ, ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ପେଷାଦାର ସାମ୍ବାଦିକ ସଂଘ ବଲାଙ୍ଗୀରର ସଂଗଠନ ସମ୍ପାଦକ ହୁଲେଶ୍ୱର ହଂସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଖେଳାଲି ମାନଙ୍କୁ ଉତ୍ସାହିତ କରିଥିଲେ । ବିଜେତା ଓ ଉପ ବିଜେତା ଦଳକୁ ଟ୍ରଫି ସହ ଅର୍ଥରାଶି ପ୍ରଦାନ କରିଥିଲେ । ଗ୍ଲାଡିଏଟର ଟିମ ଓ ଟିଚର୍ କିଙ୍ଗସ ଇଲେଭେନ ଟିମ ଫାଇନାଲ୍ ମ୍ୟାଚରେ ଉତ୍ତୀର୍ଣ୍ଣ ହୋଇଥିଲେ। ପ୍ରଥମେ ଗ୍ଲାଡିଏଟର ଟିମ ବ୍ୟାଟିଂ କରି ୮ ଓଭର ରେ  ୩ ଉଇକେଟ ହରାଇ ୧୦୩ ରନ ସଂଗ୍ରହ କରିଥିଲା ଜବାବରେ ଟିଚର୍ କିଙ୍ଗସ ଇଲେଭେନ ଟିମ ବ୍ୟାଟିଂ କରି  ୮ ଓଭରରେ ୪ ଉଇକେଟ ହରାଇ ୬୦ ରନ କରି ପରାଜିତ ହୋଇଥିଲା । ୟସ ଖମାରୀ ଓ ଚିନୁ ବିଶ୍ୱାଳ ଖେଳ ପରିଚାଳନା କରିଥିଲେ ।ବିକାଶ ରଞ୍ଜନ ପନିକା ଧାରା ବିବରଣୀ ପ୍ରଦାନ କରିଥିବା ବେଳେ ଉଦିତ ମେହେର ସ୍କୋର ବୋର୍ଡ ଦାୟିତ୍ବରେ ଥିଲେ ।ଏଥିରେ ସ୍କୁଲ ର ଶିକ୍ଷୟତ୍ରୀ କଞ୍ଜନେତ୍ରୀ ଦାସ, ସଂଘମିତ୍ରା ପଣ୍ଡା, ସୁଜାତା ବାଗ, ବେବି ହଂସ, ରିମା ସାହୁ, ରାଜଶ୍ରୀ ବେହେରା, ଆଇସା ତାଣ୍ଡି, ବାଗେଶ୍ରୀ ସୁଲକ୍ଷଣା ଦାସ, ସଂଯୁକ୍ତା ଚଳାନ, ଶିକ୍ଷକ ବିକାଶ ସରାଫ, ମନୋଜ ସାହୁ, ସତ୍ୟନାରାୟଣ ପୁଟେଲ, ରବୀନ୍ଦ୍ର ପୁଟେଲ, ଘନଶ୍ୟାମ ସାହୁଙ୍କ ସମେତ ଅନୁଷ୍ଠାନର କର୍ମଚାରୀ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like