-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ବିନିକା ଗୋକୁଳାଷ୍ଟମୀ ମହୋତ୍ସବ, ଅର୍ଘାସୁର ବଧ

16-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଦେବକୀର ଅଷ୍ଟମ ସନ୍ତାନ ହାତରେ କଂସର ମୃତ୍ୟୁ ଲେଖାଥିବା ଦୈବବାଣୀ ଶୁଣିବା ପରଠୁ ମଥୁରା ଅଧିପତି ମହାରାଜ କଂସ ଗୋପରେ ବଢୁଥିବା ଭଣଜା କୃଷ୍ଣଙ୍କୁ ମାରିବା ପାଇଁ ଗୋଟିଏ ପରେ ଗୋଟିଏ ଅସୁର ପ୍ରେରଣ କରିଥିଲେ ହେଲେ କେହି ବି କୃଷ୍ଣଙ୍କ ହାତରୁ ବର୍ତି ପାରି ନାହାଁନ୍ତି ।ସମସ୍ତଙ୍କର ମୃତ୍ୟୁ ଘଟିଛି । ପଠାଇଥିବା ଧେନୁକାସୁର ନିଧନ ଖବର ଡଗର ଠାରୁ ଶୁଣିବା ପରେ କଂସ ମର୍ମାହତ ହୋଇ ପଶିଥିଲେ ।ମହାରାଜାଙ୍କ ମୁହଁରେ ହସ ଫୁଟାଇବାକୁ ଯାଇ ମନ୍ତ୍ରୀର ଆଦେଶ କ୍ରମେ ଦରବାରରେ କଳାକାର ମାନଙ୍କ ଦ୍ବାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ରଙ୍ଗସଭା ଉପସ୍ଥିତ ଦର୍ଶକଙ୍କୁ ବାନ୍ଧି ରଖିଥିଲା। ସେହିପରି କୃଷ୍ଣଙ୍କ ଦୁଃସାହାସିକ ପ୍ରଦର୍ଶନରେ ଗୋପପୁର ବାସୀ ଆନନ୍ଦରେ ବିଭୋର ହୋଇ କୃଷ୍ଣ ବଳରାମଙ୍କୁ ପାଲିଙ୍କିରେ ବସାଇ ବଟୁଲୀଳା ଆୟୋଜନ କରିଥିଲେ ।ସ୍ଥାନୀୟ ଦଧିବାମନ ମନ୍ଦିର ସମ୍ଭୁଖ ଗୋପପୁର ଓ ଯୋଗେଶ୍ୱର ମନ୍ଦିର ବନଦୁର୍ଗା ପ୍ରାଙ୍ଗଣ ମଥୁରା ନଗରୀରେ ଅନୁଷ୍ଟିତ ଯାତ୍ରାର ବିଭିନ୍ନ ଦୃଶ୍ୟକୁ ଆଜି ସପ୍ତମ ଦିବସରେ ହଜାର ହଜାର ଲୋକ ଉପଭୋଗ କରିଥିଲେ ।କଂସର ନିମନ୍ତ୍ରଣ କ୍ରମେ ଆଜି ଦରବାରକୁ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା,ଅତିରିକ୍ତ ଜିଲ୍ଲାପାଳ ରାଜିନ୍ଦ୍ର ମାଝୀ,ଅଞ୍ଜଳିନା ପ୍ରଧାନ,ଲେଖକ ଘାସିରାମ ପଣ୍ଡା,ସାହାରା ଟ୍ରଷ୍ଟ ଅଧ୍ୟକ୍ଷ ପ୍ରମୁଖ ରାଜକୀୟ ଅତିଥି ଭାବେ ରାଜନୈତିକ ବ୍ୟକ୍ତି ବିଶେଷ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ।ଏହି ଅବସରରେ କମିଟି ସଭାପତି ମନୋଜ ଦାସ ସଭାପତିତ୍ତ କରିଥିବା ବେଳେ ସମ୍ପାଦକ ଅତିଥି ପରିଚୟ ପ୍ରଦାନ ଏବଂ ହିମାଂଶୁ ଭୂଷଣ ପଣ୍ଡା,ଅନ୍ତରାମ ଦାସ,ସୌମ୍ୟ ରଞ୍ଜନ ପୂଜାରୀ,ବିରଞ୍ଚି ନାରାୟଣ ମେହେର ପ୍ରମୁଖ ମଞ୍ଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like