-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସତ୍ୟ, ନୀତି ଓ ଲୋକତନ୍ତ୍ରର ସ୍ୱର ଓ ଆମ ସମାଜର ଆଇନା ହେଉଛି ପ୍ରେସ l

16-Nov-2025



ସିନାପାଲି ( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ସିନାପାଲି ଜୟ ଜଗନ୍ନାଥ ସାମ୍ବାଦିକ ସଂଘ ତରଫରୁ ଆଜି ସିନାପାଲିରେ ଜାତୀୟ ସାମ୍ବାଦିକ ଦିବସ ପାଳନ କରାଯାଇଥିଲା  l  ସିନାପାଲି ଅଞ୍ଚଳର ବିଭିନ୍ନ ମାଧ୍ୟମର ସାମ୍ବାଦିକମାନେ ଏହି ଅବସରରେ ସଂଘବଦ୍ଧ ଭାବେ ଯୋଗଦେଇ ସାମ୍ବାଦିକତାର ମୂଲ୍ୟବୋଧ, ସମାଜ ପାଇଁ ଗଣ ମାଧ୍ୟମର ଭୂମିକା, ସତ୍ୟ, ନୀତି  ଓ ଲୋକତନ୍ତ୍ର ର ସ୍ୱର ଓ ଆମ ସମାଜକୁ  ସୂଚନା, ଓ ଦେଶକୁ ଜାଗୃତ କରିବାରେ  ପତ୍ରକାରିତାର ଅବଦାନ ବିଷୟରେ ଆଲୋଚନା କରାଯାଇଥିଲା ।କାର୍ଯ୍ୟକ୍ରମରେ ଅଞ୍ଚଳର ସମାଜସେବୀ  ଶ୍ରୀଯୁକ୍ତ ମନୀଷ ପଟେଲ,ବରିଷ୍ଠ ଆଇନ ଜୀବି ଶ୍ରୀଯୁକ୍ତ ସଞ୍ଜୟ କୁମାର ବେହେରା, ବରିଷ୍ଟ ସାମ୍ବାଦିକ ଗଣେଶ ବାଗ ସହିତ ମାନ୍ୟ ଗଣ  ବ୍ୟକ୍ତିମାନେ ଉପସ୍ଥିତ ଥିଲେ। କାର୍ଯ୍ୟ କାରି ସଭାପତି  ଶ୍ରୀଯୁକ୍ତ ଜଗନ୍ନାଥ ସାଗର  ମଞ୍ଚପରିଚାଳନା  କରିଥିବା ବେଳେ ସଂଘର ସଭାପତି  ଶ୍ରୀଯୁକ୍ତ ବିଘ୍ନରାଜ ତାଣ୍ଡି,    ଉପ-ସଭାପତି ଶ୍ରୀଯୁକ୍ତ ଚିନ୍ତାମଣୀ ନେତାମ, ସମ୍ପାଦକ ଶ୍ରୀଯୁକ୍ତ ଧର୍ମେନ୍ଦ୍ର କୁମାର ଗହିର, ସହ-ସମ୍ପାଦକ ଶ୍ରୀଯୁକ୍ତ ମୁଜାଫର ଖାନ, କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ବନବିହାରୀ ମେହେର, ସଦସ୍ୟମାନେ ମଳୟ ମେହେର, ଛତିଶ ଯୋଷୀ, ପରମେଶ୍ୱର ମେହେର, ନିଳାମ୍ବର ନାଗ, ଯୌବନ ଗହିର, ଝଙ୍କେଶ୍ୱର ବନ୍ଦିଛୋର, ଆଶିଷ ମେହେର, ଦିନେଶ ଛତ୍ରିଆ, ଶୁଶାନ୍ତ ନାୟକ, ଯୁଧିଷ୍ଠିର ମହାନନ୍ଦ ଉପସ୍ଥିତ ଥିଲେ।ସଭାରେ ଅତିଥିଗଣ ନିଜ ମନ୍ତବ୍ୟ ଦେଇଥିଲେ ଯେ, ସାମ୍ବାଦିକତା ଏକ ଦାୟିତ୍ୱପୂର୍ଣ୍ଣ ପେଶା ଓ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ  ସତ୍ୟକୁ  ସମ୍ମାନ,ନିଷ୍ଠା ଓ ସତ୍ୟ ସୂଚନା ପହଞ୍ଚାଇବାରେ ସାମ୍ବାଦିକମାନଙ୍କ ଭୂମିକା ଅଧିକ ବୋଲି ବଖାଣି ଥିଲେ  lଆଜିର ସଭାରେ ସଂଘର ନୂତନ ସଦସ୍ୟ ଭାବେ ଗୟା ମେହେର ଓ ହେରାମ୍ବ ବାଗ ଯୋଗଦାନ ଦେଇଥିଲେ  l  ସଭା ଶେଷରେ  ମୁଜାଫର ଖାଁ ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like