-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଫେବୃଆରୀ ୨୨ରୁ୨୬ ମାଁ ମାହେଶ୍ୱରୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ

16-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ଗ୍ରାମରେ ନୂତନ କରି ନିର୍ମାଣ ହୋଇଥିବା ଇଷ୍ଟଦେବୀ ମାଁ ମାହେଶ୍ୱରୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତା ଫେବୃଆରୀ ମାସ ୨୨ରୁ ୨୬ତାରିଖ ୫ଦିନ ଧରି ଅନୁଷ୍ଠିତ ହେବ। ଲଗ୍ନ ଧାର୍ଯ୍ୟ ପାଇଁ ଶନିବାର ଗ୍ରାମର ବଦାନ୍ୟ ବ୍ୟକ୍ତି ବିଶେଷ ନିକଟ ଗୁଳୁଣ୍ଡା ଗ୍ରାମକୁ ଯାଇ ଜ୍ୟୋତିଷଙ୍କୁ ବରଣ କରିଥିଲେ ।ସନ୍ଧ୍ୟାରେ ମନ୍ଦିର ପ୍ରତିଷ୍ଠା କମିଟି ସଭାପତି ଅନ୍ତର୍ଯ୍ୟାମୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରଖ୍ୟାତ ଜ୍ୟୋତିଷ ବାସୁଦେବ ହୋତା ଯୋଗଦେଇ ଗ୍ରାମବାସୀଙ୍କ ଉପସ୍ଥିତିରେ ଲଗ୍ନ ଧାର୍ଯ୍ୟ ନିରୂପଣ କରିଥିଲେ ।ଲଗ୍ନ ଅନୁଯାୟୀ ଫେବୃଆରୀ ୪ତାରିଖରେ ଶୁଭ ସ୍ତମ୍ଭ ସ୍ଥାପନ,୧୯ତାରିଖରେ ଅଙ୍କୁରାରୋପଣ,୨୨ରେ କଳସ ଶୋଭାଯାତ୍ରା,୨୩ରେ ମଣ୍ଡପ ସୋଧନ,ସପ୍ତ ବିରୀ ବିକରଣ,କଳସ ଓ ଜୁପ ଅନ୍ୟାଭିସେକ,୨୪ରେ ମଣ୍ଡଳ,ତୋରଣ,ସମ୍ଭ ପୂଜା ଆରାଦାନ,ମହାସ୍ନାନ,ମନ୍ଦିର ନ୍ୟାସ,ଚଣ୍ଡୀ ପାଠ,୨୫ରେ ମନ୍ଦିର ନ୍ୟାସ,ଚଣ୍ଡୀ ହୋମ,ମନ୍ଦିର ଅଙ୍ଗ ପୂଜା,୨୬ରେ କଳସ ଧ୍ଵଜା,ଶିଖର ପୂଜା,ଦିନ ୧.୫୫ମି ମଧ୍ୟରେ ଦେବୀଙ୍କ ପୀଠେ ପ୍ରବେଶ, ପୂର୍ଣ୍ଣାହୂତି ।ସେହିପରି ପ୍ରତିଷ୍ଠା ଉତ୍ସବ ଅବସରରେ ୨୪ପ୍ରହରୀ ନାମ ଯଜ୍ଞ,ସୁନ୍ଦରାକାଣ୍ଡ ପାରାୟଣ,ପ୍ରବଚନ,ଅନ୍ତମୁଖି ଆଦି ଅନେକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଶ୍ରଦ୍ଧାଳୁ ଭକ୍ତଙ୍କ ଉଦ୍ଦେଶ୍ୟରେ ଅନୁଷ୍ଟିତ ହେବ ।ଅନୁଷ୍ଟିତ ଏହି ବୈଠକରେ ବିଶିଷ୍ଟ ବ୍ୟକ୍ତି ପ୍ରଶନ୍ନ ରଥ,ଗୋଲେଖ ଦାଶ,ପ୍ରମୋଦ କୁମାର ଦାଶ,ମୀନକେତନ ପଣ୍ଡା,ସନ୍ତୋଷ ଦାଶ,ମନ୍ଦିର କମିଟି ସଭାପତି ଫଗୁ ପାତ୍ରଙ୍କ ସହ ପ୍ରତିଷ୍ଠା ଉତ୍ସବ କମିଟି ସଦସ୍ୟ,ଗ୍ରାମବାସୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like