-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକରେ ରାଷ୍ଟୀୟ ଜାତୀୟ ଶିକ୍ଷା ଦିବସ ପାଳିତ

16-Nov-2025



ବରପାଲି (ସୁଦାମ ଦୀପ)
ବରଗଡ଼ ଜିଲ୍ଲା ବରପାଲି ବ୍ଲକ ର ବନ୍ଧପାଲି ପଞ୍ଚାୟତ ଲଳିତା ଦେବୀ ହାଇସ୍କୁଲ ଏବଂ ସୋହେଲା ବ୍ଲକ୍‌ର ପଞ୍ଚାୟତ ହାଇ ସ୍କୁଲ୍‌ ଚିଚିଣ୍ଡା ଠାରେ ଉତ୍ସାହପୂର୍ଣ୍ଣ ଭାବେ ପାଳନ କରାଗଲା ।
ମମତା ହେଲ୍ଥ୍ ଇନ୍‌ସ୍ଟିଟ୍ୟୁଟ୍ ଫର୍ ମଦର୍ ଆଣ୍ଡ ଚାଇଲ୍ଡ, ବରଗଡ଼ ଜିଲ୍ଲା ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଶିକ୍ଷାର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା । ବିଶେଷ କରି କନ୍ୟାଶିକ୍ଷା ପ୍ରଚାର ଓ ଡ୍ରପ୍‌ଆଉଟ୍‌ ହାର କୁ ରୋକିବା ଏହି କାର୍ଯ୍ୟକ୍ରମ ର ଥିଲା କେନ୍ଦ୍ରବିନ୍ଦୁ ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସମନ୍ୱୟକାରୀ ଅଦିତି ଜାନା, ବ୍ଲକ୍ ସୁପରଭାଇଜର୍ ସୌମ୍ୟ ରଞ୍ଜନ ବାରିକ ଓ  ଯଶୋବନ୍ତ ପୁଜାରୀ, ସହିତ ଆଉଟ୍ରିଚ୍ କର୍ମୀ ଅଲୋକ୍ ମେହେର, ମୁକେଶ ଚୋହାନ, ଜିବରଧନ ସାହା, ଘନଶ୍ୟାମ ଭୋଇ ଏବଂ କ୍ଷୀରସିନ୍ଧୁ ଭୋଇ ଓ ପ୍ରହଲ୍ଲାଦ ପାଣିଗ୍ରାହି ଓ ମହାଦେବ ଭୁଏ ସଫଳତାର ସହିତ ସମନ୍ୱୟ କରିଥିଲେ ।
ଏହି କାର୍ଯ୍ୟକ୍ରମ ରେ ସ୍କୁଲ୍‌ ର 8ମ, 9ମ ଓ 10ମ ଶ୍ରେଣୀର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ପାଇଥିବା ବିଦ୍ୟାର୍ଥୀମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା, ଯାହା ମେଧାବୀ ଛାତ୍ରଛାତ୍ରୀମାନଙ୍କ ଶିକ୍ଷାଗତ ସଫଳତାକୁ ସମ୍ମାନ ପ୍ରଦାନ କରିଥିଲା।
ଏଛଡ଼ା, ସ୍କୁଲ୍‌ର ଛାତ୍ରଛାତ୍ରୀମାନେ କନ୍ୟାଶିକ୍ଷାର ଗୁରୁତ୍ୱ ଓ ଡ୍ରପ୍‌ଆଉଟ୍‌ ହାର ରୋକିବା ପାଇଁ ବିଭିନ୍ନ ରଣନିତି ଉପରେ ଆଧାରିତ ପ୍ରଭାବଶାଳୀ ରୋଲ୍‌ପ୍ଲେ ପ୍ରଦର୍ଶନ କରିଥିଲେ । ଏହି ନାଟକୀୟ ପ୍ରଦର୍ଶନକାରିମାନେ କନ୍ୟାମାନଙ୍କ ଶିକ୍ଷା ଅବିରତ ଚାଲିଥିବାର ଆବଶ୍ୟକତା ଓ ସ୍କୁଲ୍‌ରେ ଭର୍ତ୍ତିରେ ବାଧାକୁ କମେଇବାର ପ୍ରାସଙ୍ଗିକତାକୁ ଉଜାଗର କରିଥିଲା ।
କାର୍ଯ୍ୟକ୍ରମରେ ସ୍କୁଲ୍‌ର ଛାତ୍ରଛାତ୍ରୀ, ଶିକ୍ଷକମାନେ ଓ ସ୍ଥାନୀୟ ଗ୍ରାମବାସୀମାନଙ୍କ ସକ୍ରିୟ ଅଂଶଗ୍ରହଣ ଦେଖିବାକୁ ମିଳିଥିଲା ।
ଏହି ଉଦ୍ୟମ ଜାତୀୟ ଶିକ୍ଷା ଦିବସର ମୂଳ ବାଣୀ—“ସବୁଙ୍କ ପାଇଁ ସମାନ ଶିକ୍ଷା ଅଧିକାର, ବିଶେଷ କରି କନ୍ୟାମାନଙ୍କ ପ୍ରତିଭା କୁ ଉଜାଗର କରିଥିଲା ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like