-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଆଲୋକିତ ଘଟଣା,ମନ୍ଦିର କାନ୍ଥରୁ ଝରୁଛି କ୍ଷୀର( ଭକ୍ତଙ୍କ ପ୍ରବଳ ଭିଡ଼)

16-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ସ୍ଥିତ ବାବା କପିଳେଶ୍ୱର ମନ୍ଦିର ପାର୍ଶ୍ଵରେ ଥିବା ମନ୍ଦିର ଅଫିସ ଗୃହ କାନ୍ଥରୁ ଆଜି ସଂକ୍ରାନ୍ତି ଅପରାହ୍ନ ପ୍ରାୟ ୫ଘଣ୍ଟା ସମୟରୁ ଝିର ଝିର ହୋଇ ଅନବରତ ଭାବେ କ୍ଷୀର ଝରୁଛି। ଘଟଣା ପ୍ରଚାରିତ ହେବା ପରେ ଦେଖିବା ପାଇଁ ଭକ୍ତଙ୍କ ନାହିଁ ନଥିବା ଭିଡ ଲାଗି ରହିଛି । ସତରେ ଏହି ପୀଠର କିମ୍ବଦନ୍ତୀ ନିଆରା। ପୀଠ ମଧ୍ୟରେ  ବାବା କପିଳେଶ୍ୱର, ମାଁ ଚରଦେଇଙ୍କ ସହ ଆହୁରି ଅନେକ ଦେବାଦେବୀ ପୂଜା ପାଉଛନ୍ତି। ନୀତି ପ୍ରତିଦିନ ଏଠାରେ ଭକ୍ତଙ୍କ ସମାଗମ ହେଉଛି ।ହେଲେ କାଳେ ନାହିଁ କି ଯୁଗେ ନାହିଁ ଏଭଳି ଅଦଭୂତ ଘଟଣା ଦେଖିବାକୁ ମିଳିନାହିଁ ବୋଲି କେତେକ ଭକ୍ତ କହିଛନ୍ତି। ତେବେ ସତରେ କଣ ପ୍ରଭୁ ଶିବସମ୍ଭୁ ଭକ୍ତଙ୍କ ଭକ୍ତି ପ୍ରତି ସନ୍ତୁଷ୍ଟ ହୋଇଛନ୍ତି କି ବୋଲି ପ୍ରଶ୍ନ ଉଙ୍କି ମାରୁଛି । ଏନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ କମିଟି ସଭାପତି ଅଶୋକ ପୃଷ୍ଟି ଆଜି ସଂକ୍ରାନ୍ତି ଥିବାରୁ ଭଗବାନଙ୍କ କୃପା ଭକ୍ତଙ୍କ ଉପରେ ଏବଂ ପ୍ରଭୁଙ୍କ କିଛି ମହତ୍ଵ ରହିଛି ବୋଲି କହିଥିଲେ ।ତେବେ ଏହି ଅଦଦ୍ଭୁତ ଘଟଣା ପରେ ମନ୍ଦିର ପୂଜକ ଓ ସେବାୟତ ମାନେ ସନ୍ଧ୍ୟା ଆଳତୀ ସହିତ ପୂଜାର୍ଚ୍ଚନାକୁ ଗୁରୁତ୍ତ୍ଵ ଦେଉଛନ୍ତି ।ପ୍ରଭୁଙ୍କ ଜୟ ଧ୍ବନିରେ ମନ୍ଦିର ପ୍ରକମ୍ପିତ ହୋଇ ପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like