-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||     

HOME   ଜିଲ୍ଲା

ଜୀବନ ଆଶାର ଆଲୋକ ପଥେ ପିପୁଲ୍ସ ହୋପ ଫାଉଣ୍ଡେସନ

16-Nov-2025



(ରାମନାଥ ପଣ୍ଡା)
ପୁଣ୍ୟତାକୁ ଆବୋରି ନେଇ ରକ୍ତଦାନକୁ ମୂଳ ମନ୍ତ୍ର କରି ମାନବ ଜୀବନର ଆଶାର ଆଲୋକ ଦେଖାଉଥିବା ନୂଆପଡ଼ା ଜିଲ୍ଲା ପିପୁଲ୍ସ ହୋପ୍ ଫାଉଣ୍ଡେସନ ସଭାପତି ଅଶୋକ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଆଜି ତା'ର ତୃତୀୟ ବାର୍ଷିକ ସ୍ଵ-ନକ୍ଷତ୍ର କାର୍ଯ୍ୟକ୍ରମ ପାଳନ ଅବସରରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡାର ସୁପରିଚିତ ଆଇନଜୀବୀ ରବୀନ୍ଦ୍ର କୁମ୍ଭାର ଓ ମୁଖ୍ୟ ବକ୍ତା ରୂପେ ବଙ୍ଗୋ ମୁଣ୍ଡର ଡିଗ୍ରୀ କଲେଜ ଅଧ୍ୟକ୍ଷ ସୁଭେନ୍ଦ୍ର ମେହେର ଅଳଙ୍କୃତ ଥିବାବେଳେ ବିଶିଷ୍ଟ ଅତିଥି ଭାବରେ ଆଇନଜୀବୀ ଯୁଜେଷ୍ଠି ମେହେର,ସରପଂଚ ଜିତୁ କୁମ୍ଭାର, କୋ ଫାଇଣ୍ଡର ପି ଏଚ୍ ଏଫ୍ କର୍ଣ୍ଣ ଶବର,ସମ୍ପାଦକ ହେମନ୍ତ ମେହେର,ସମାଜ ସେବୀ ସାଜତ ଖାନ,ଅଜମ୍ବର୍ ତାଣ୍ଡି ପ୍ରମୁଖ ମଞ୍ଚା ସିନ ଥିଲେ ।ଶିକ୍ଷକ ସୁବ୍ରତ ବଘେଲ ନିଜ ସୁନ୍ଦର୍ ଶବ୍ଦ ସଂଯୋଜନାରେ ମଞ୍ଚ ପରିଚାଳନା କରିଥିଲେ।ମଞ୍ଚାଷୀନ ଅତିଥି ନିଜ ନିଜ ବକ୍ତବ୍ୟ ମାଧ୍ୟମରେ ସମାଜକୁ ଆବଶ୍ୟକ ହୋଇପଡ଼ିଥିବା ପ୍ରତ୍ୟେକ ଆବଶ୍ୟକତାକୁ ପୂରଣ କରିବାକୁ ସମସ୍ତେ ନିଃଶୁଳ୍କ ସେବା ଯୋଗାଇଦେବାକୁ ଆହ୍ଵାନ କରିଛନ୍ତି , ରକ୍ତଦାନ ଉପରେ କାର୍ଯ୍ୟ କରୁଥିବା ଏହି ସଙ୍ଗଠନର ଭୂରି ଭୂରି ପ୍ରଶଂସା କରିବା ସହିତ ସଙ୍ଗଠନର ପ୍ରତ୍ୟେକ କାର୍ଯ୍ୟକର୍ତ୍ତାଙ୍କ  ସକ୍ରିୟ ଭୂମିକା ଉପରେ ଆଲୋକପାତ କରି ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି । ୯୭ ଥର ରକ୍ତ ଦାନ କରିଥିବା ସେବାକାରୀ ଶିକ୍ଷକ କିଶୋର କୁମାର ପରିଡ଼ା,ନିଜ ଅଞ୍ଚଳ ତଥା ଅନ୍ୟ ଅଞ୍ଚଳକୁ ଯାଇ ରକ୍ତଦାନ ଓ ରକ୍ତ ଯୋଗାଉଥିବା ସ୍ବେଚ୍ଛାସେବୀ ସତ୍ୟମ୍ ସିଂହଳ ଓ ଶୁଭମ ତାଣ୍ଡିଙ୍କୁ,ସମାଜର ଅନେକ ସମସ୍ୟାକୁ ପ୍ରଶାସନ ଆଗରେ ଉପସ୍ଥାପନ କରି ସମାଧାନ କରୁଥିବା ସାମ୍ବାଦିକ ରାମନାଥ ପଣ୍ଡା, ଗଣେଶ ରାମ ବାଗ,ଦିନେଶ ଛତ୍ରିଆ ଓ ଭଜନ ବାଗ ତଥା ରକ୍ତଦାତା ମାନଙ୍କୁ ଆଜି ସମ୍ମାନିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026

You Might Also Like