-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଡିସେମ୍ବର ୧୩ ଓ ୧୪ ତାରିଖ ରେ ହେବ ସୁବର୍ଣ୍ଣପୁର ଜ଼ିଲ୍ଲା ଆଥ୍ ଲେଟିକ ମିଟ

16-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)  
 ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ପରାମର୍ଶ କ୍ରମେ ଆସନ୍ତା ଡ଼ିସେମ୍ବର ମାସ ୧୩ ଓ  ୧୪ ତାରିଖ ରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସୁବର୍ଣ୍ଣପୁର ଜ଼ିଲ୍ଲା କ୍ରୀଡ଼ାସଂଘ ତରଫରୁ ଡିଷ୍ଟ୍ରିକ୍ଟ ଆଥଲେଟିକ ମିଟ ଅନୁଷ୍ଟିତ ହେବ l ଏହି ଅବସରରେ ଆଜି ରାମଧୁନ କ୍ଲବ ମଝିପଡ଼ା ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଅଛି l ସଂଘ ର ସମ୍ପାଦକ ପିୟୁଷ କୁମାର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ସଙ୍ଘର ଉପସଭାପତି ଚିତ୍ତରଞ୍ଜନ ତରାସିଆ , ସହ ସମ୍ପାଦକ ନନ୍ଦ କିଶୋର ତ୍ରୀପାଠୀ, କୋଷାଧ୍ୟକ୍ଷ ସୁଭାଷ ବିଶ୍ଵାଳ, ଭଲିବଲ୍ ସମ୍ପାଦକ ପୁରୋଶୋତ୍ତମ ପାଣିଗ୍ରାହୀ, ଫୁଟବଲ ସମ୍ପାଦକ ରାଜୀବ ସାହୁ, କାର୍ଯ୍ୟକାରୀ ସଦସ୍ୟ ଗୌରୀଶ୍ୟାମ ପଣ୍ଡା, କଈରୁ ସ୍ୱାଇଁ, ଦିଲ୍ଲୀପ ଗୁରୁ, ରାଜେନ୍ଦ୍ର ସାହୁ, ଦିଗାମ୍ବର ଶତପଥୀ, ବି.ସତ୍ୟନାରାୟଣ ରାଓ, କମଳାକାନ୍ତ ସାହୁ, ଆଦିତ୍ୟ କିଶୋର ଦାନୀ, ଜିତେନ୍ଦ୍ର ସାହୁ, ଭକ୍ତି ରଞ୍ଜନ ଦଳେଇ, ବଳରାମ ପଟ୍ଟନାୟକ  ଯୋଗଦେଇ ବିଭିନ୍ନ ସୁଚିନ୍ତିତ ମତାମତ ରଖିଥିଲେ l ୧୪, ୧୭, ଓ ୧୯  ବର୍ଷ ରୁ କମ ଯୁବକ ଯୁବତୀଙ୍କ ମଧ୍ୟରେ ବିଭିନ୍ନ ବର୍ଗ ର କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେବ l ଭେଟେରାନ ଏବଂ ଅଫିସିଆଲ ମାନଙ୍କୁ ନେଇ ସ୍ୱତନ୍ତ୍ର ଭାବେ ଦୌଡ ଓ କିଛି ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଆଜି ବୈଠକ ରେ ପ୍ରସ୍ତାବ ଆଗତ ହୋଇଛି l ସଂଘ ର ସଦସ୍ୟ ମନୋରଞ୍ଜନ ତ୍ରିପାଠୀ, ବିକାଶ ପଣ୍ଡା,କଲିମ ମହମ୍ମଦ, ଗୁରୁ ଦଳେଇ, ରବି ନାରାୟଣ ଦେହୁରୀ, ରାଜ କୁମାର ନାଏକ, ଜୟ ନାରାୟଣ ପାଢି, ସଦା ସାହୁ ପ୍ରମୁଖ ସମସ୍ତ ସଦସ୍ୟ ଏହି ବୈଠକରେ ଉପସ୍ଥିତ ରହିଥିଲେ l ଡ଼ିସେମ୍ବର 10 ତାରିଖ ସନ୍ଧ୍ୟା 5 ଟା ସୁଦ୍ଧା ସୁବର୍ଣ୍ଣପୁର ଜ଼ିଲ୍ଲା ର ସମସ୍ତ ଇଛୁକ କ୍ରୀଡ଼ାବିତ ମାନେ ନିମ୍ନ ଲିଖିତ ମୋବାଇଲ ନମ୍ବର ରେ ଯୋଗାଯୋଗ କରି ନିଜ ନାମ ପଞ୍ଜିକରଣ କରିପାରିବେ l ପିୟୁଷ କୁମାର ପଣ୍ଡା (ରିକୁ) - 9938822371, 9439507227,
କଲିମ ମହମ୍ମଦ - 7008596185
ବୀର ପ୍ରତାପ ଦାସ (ଚକା) - 9124859666 ,


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like