-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

୧୮ ତମ ରାଜ୍ୟସ୍ତରୀୟ ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ର ପ୍ରଥମ ସେମିଫାଇନାଲ, ବୌଦ୍ଧ ଦଳ ବିଜୟୀ

16-Nov-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ଷ୍ଟାଡିୟମର ସ୍ଵନକ୍ଷତ୍ର ଦିବସ ଅବସରରେ ଷ୍ଟାଡିୟମ ଟ୍ରଷ୍ଟବୋର୍ଡ ଏବଂ ଏଥଲେଟିକ ଆସୋସିଏସନର ମିଳିତ ଆନୁକୂଲ୍ୟରେ ୧୮ ତମ ରାଜ୍ୟସ୍ତରୀୟ “ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ଷ୍ଟାଡିଅମ ଟ୍ରଷ୍ଠବୋର୍ଡ ଏବଂ ଏଥଲେଟିକ ଏସୋସିଏସନ ଲୋଇସିଂହା ଦ୍ୱାରା ଆୟୋଜିତ ଟୁର୍ନାମେଣ୍ଟ ର ପ୍ରଥମ ସେମିଫାଇନାଲ ବରଗଡ ମୁଣ୍ଡା ଏଫସି ଓ ବୌଦ୍ଧ ଗେଲ୍ହା ମା ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହୋଇଥିଲା l  ବୌଦ୍ଧ ଦଳ ବରଗଡ଼ ଦଳକୁ ଟ୍ରାଏବ୍ରେକର ଜରିଆରେ  1-0 ହରାଇ ବିଜୟୀ ହୋଇଥିଲା l ପ୍ଲେୟର ଅଫ ଦି ମ୍ୟାଚ ହେଲେ ବୌଦ୍ଧ ଦଳ ର ଖେଳାଳି ସିପୁ ବେହେରା  l ଆଜିର ମ୍ୟାଚ ର ରେଫରୀ ଭାବେ ସଂଜୀବ ସାହୁ, ସନ୍ଦୀପ ତରିଆ, ସୁରେଶ ନାଏକ, ରୋଶନ ମେହେର l ମ୍ୟାଚ କମିଶନର ଭାବେ ସୁଦୟ ବାରିକ, ମୁଖ୍ୟଅତିଥି ରମାକାନ୍ତ ବିଶ୍ୱାଳ ସରପଞ୍ଚ ହୀରାପୁର ପଂଚାୟତ l ଅତିଥି ଅଭିଳାଷ ହୋତା ସକାଳ ଖବର ବଲାଙ୍ଗୀର, ବିଭୁତିଭୂଷଣ ସାହାଣୀ ଟ୍ରଷ୍ଟ ବୋର୍ଡ ମେମ୍ବର , ଦିଲୀପ କୁମାର ବେହେରା ଟ୍ରଷ୍ଟ ବୋର୍ଡ ମେମ୍ବର l ଖେଳରେ ସହଯୋଗ କରିଥିଲେ ବୁଲୁ ବହିଦାର, ଆନନ୍ଦ ପୁଟେଲ, ଚତୁର ଦଳେଇ, ରଞ୍ଜନ ବେହେରା, ବିଷ୍ଣୁ, ଶିବ ଅଗ୍ରୱାଲ, ସିଲୁ ସେବକ, ମନୋଜ ମହାନା, ଟିକୁ ପାଣ୍ଡିଆ, ଦେବ ବିଶ୍ୱାଳ, ରିତେଶ, ରମେଶ, ସୁମିତ ଓ ପ୍ରକାଶ ମହାରଣା, ମୋହିତ ମିଶ୍ର, ନଜୁ ଖାଁ, ବୁଦ୍ଧିଆ ନାୟକ, ସରୋଜ ବିଶ୍ୱାଳ ପ୍ରମୁଖ l ଆଜି ର ସେମିଫାଇନାଲ ମ୍ୟାଚ ରେ ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ରହି ଖେଳ ର ମଜା ନେଇଥିଲେ l ଆସନ୍ତା କାଲି ଦ୍ୱିତୀୟ ସେମିଫାଇନାଲ ଫୂଟବଲ ଖେଳ ଭୁବନେଶ୍ୱର ଅର୍ଡର ଫୂଟବଲ ଏକାଡେମୀ ଓ ଝାରସୁଗୁଡା ଓଏସଏପି ବାଟାଲିୟନ ଆଦର୍ଶ କ୍ଲବ ମଧ୍ୟରେ ଖେଳ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like