-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଦିନ ଦ୍ଵିପ୍ରହରେ ଚୋରି କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ପରେବି ପୋଲିସ ନିରବ

16-Nov-2025



ନୂଆଦିଲ୍ଲୀ /ଭୁବନେଶ୍ୱର/ବାଲେଶ୍ୱର  -୧୫/୧୧  କେନ୍ଦ୍ର ସରକାରଙ୍କ ଗୃହ ରାଜ୍ୟମନ୍ତ୍ରୀଙ୍କ ଅଫିସ ସେକ୍ରେଟାରୀଙ୍କ ଅଫିସରୁ ବାଲେଶ୍ୱର ପୋଲିସ ଅଧିକ୍ଷକଙ୍କ ପାଖକୁ ଅକ୍ଟୋବର ୩୧ ତାରିଖରୁ ଅନୁରୋଧ କରାଯାଇଥିଲକି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଭେଲୋରା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ମଞ୍ଜୁଷା ମିଶ୍ର ପାଖ ଗ୍ରାମ ଜୁଣବଳଦା ଗ୍ରାମର ସୁନୀଲ କୁମାର ବାରିକଙ୍କ ଘରେ ଘରଭଡା ନେଇ ରୁହନ୍ତି |  ପ୍ରତିଦିନ ପରି ଗତ ୧୮ ଅକ୍ଟୋବର୨୦୨୫ ଦିନ ମଧ୍ୟ୧୦ ଘଟିକାରେ ଘରେ ତାଲାଦେଇ ବିଦ୍ୟାଳୟକୁ ଆସିଥିଲେ କିନ୍ତୁ ମଧ୍ୟାର୍ହ୍ନ ସମୟରେ ଖାଇବା ପ୍ରସ୍ତୁତ କରୁଥିବା କୁଲଡ଼ିହା ଗ୍ରାମର ଅନୁପମ ଭୂୟାଁ ଅଧ୍ୟକ୍ଷାଙ୍କ ବସାଘରକୁ ଖାଇବା ଆଣିବାପାଇଁ ଯାଇ ଦେଖନ୍ତି ବସା  ଘରର ସମସ୍ତ ଘର ଖୋଲା ଅଛି ସେ ଘର ଭିତରକୁ ନଯାଇ  ଅଧ୍ୟକ୍ଷାଙ୍କୁ  ଫୋନ କରିବାରୁ  ସେ ତୁରନ୍ତ ଯାଇ ଦେଖେନ୍ତି  ତାଙ୍କ ବେଡ଼ ରୁମ ସମେତ ସମସ୍ତ ଅସବାବ ପତ୍ର ଏଣୁ ତେଣୁ ହୋଇ ପଡିଛି ଏପରିକି ଘରେ ଥିବା ବକ୍ସ , ଆଲମିରା ଖୋଲାହୋଇ ପଡିଛି ସେଥିରେ ଥିବା ମୋର ସମସ୍ତ ଦରକାରୀ ଗୁରୁତ୍ୱପୂର୍ଣ ଦସ୍ତାବିଜ ,୯ ଗୋଟି ମେମୋରୀ ଚିପ,୧୦ ଗୋଟି ପେନ୍ ଡ୍ରାଇଭ , ନଗଦ ପାଞ୍ଚହଜାର ତାଙ୍କ ,ସୁନାର କାନଫୁଲ ,ଗୋଟିଏ ହାର  କମ୍ପୁଟର ହାର୍ଡ଼ଡିସ୍କ ସମେତ ଅନେକ ଜରୁରୀ ଫାଇଲ କାଗଜପତ୍ର ଚୋରି ହୋଇଛି | କିନ୍ତୁ ଦୁଃଖର ବିଷୟ ଅକ୍ଟୋବର ୧୮ତାରିଖରୁ ଏତେଲା ଦେଇଥିଲେ ସୁଦ୍ଧା ପୋଲିସ କୌଣସି ତତ୍ପରତା ଦେଖେଇନାହିଁ | ଏହି ବିଷୟରେ ଦିଲ୍ଲୀରେ ରହୁଥିବା ସମ୍ପର୍କୀୟ ମାନ୍ୟବର ଗୃହ ରାଜ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଆଲୋଚନା କରିବାରୁ ମନ୍ତ୍ରାଳୟ ପକ୍ଷରୁ ବାଲେଶ୍ୱର ପୋଲିସ ଅଧିକ୍ଷକଙ୍କ ପାଖକୁ ଚିଠି ଲେଖା ଯାଇଥିଲା କି ଏତେଲା ନ.୦୪୦୨/ ତା ୧୮/୧୦/୨୦୨୫ତୁରନ୍ତ ବସ୍ତା ଥାନାକୁ ସୂଚିତ କରାଯାଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଉ ଅର୍ଥାତ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦେଖାଯାଇନାହିଁ | ପୋଲିସର ଅପାରଗତା ନା କେନ୍ଦ୍ରସରକାରଙ୍କ ଚିଠିକୁ ମଧ୍ୟ ଅଣଦେଖା କରାଯାଇଛି ବୋଲି ଆଲୋଚନାର ବିଷୟ ଏହା ଉପରେ ପୋଲିସ ମହାନିର୍ଦ୍ଦେଶକ ଧ୍ୟାନ ଦେବା ସହ ଦୃଢ ଏବଂ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଅନୁରୋଧ କରାଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like