-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||     

HOME   ଜିଲ୍ଲା

୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ୍ ବାର୍ଷିକ ବନ୍ଧୁମିଳନ ଡିସେମ୍ବର ୨୧ରେ 

16-Nov-2025



ବଲାଙ୍ଗୀର, ପ୍ରତିବର୍ଷ ପରି ଆସନ୍ତା ଡିସେମ୍ବର ୨୧ତାରିଖ ରବିବାର ଦିନ ସ୍ଥାନୀୟ ଫରେଷ୍ଟ ନର୍ସରୀ ଠାରେ ୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ୍  ର ଏକ ବାର୍ଷିକ ବନ୍ଧୁମିଳନ ଆୟୋଜନ ହେବାକୁ ଯାଉଛି । ଏ ନେଇ ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଗାନ୍ଧୀ ପାଠାଗାର ଠାରେ ୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ୍ ର ବନ୍ଧୁ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଦିନ ହେବାକୁ ଥିବା ବଣଭୋଜି ପାଇଁ ବିଭିନ୍ନ ଦାୟିତ୍ୱ ଦିଆଯାଇଥିଲା । ଗତବର୍ଷ ପରି ଚଳିତ ବର୍ଷ ମଧ୍ଯ ଏହାକୁ କିପରି ଜାକ୍‌ଜମକ  ରେ ତଥା ଏକ ବନ୍ଧୁତ୍ୱପୂର୍ଣ୍ଣ ବାତାବରଣରେ ପାଳନ କରାଯାଇ ପାରିବ ସେ ନେଇ ବିଭିନ୍ନ ପ୍ରସ୍ତାବ ଦିଆ ଯାଇଥିଲା । ୧୯୮୯ ପିପି ଏକାଡେମୀ ମେଟ୍ରିକ ବ୍ୟାଚ୍ ର ଅଧିକରୁ ଅଧିକ ସଂଖ୍ୟକ ସହପାଠୀ ମାନେ କିପରି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ପାରିବେ ସେ ନେଇ ସମସ୍ତେ କାମ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଆଜିର ପ୍ରସ୍ତୁତି ବୈଠକରେ ସନ୍ତକ ବହିଦାର, ସତ୍ୟରଂଜନ ମିଶ୍ର, ଅଜିତ ପଣ୍ଡା, ରୂପେଶ, ନୀଳମଣୀ ହାତୀ,  କମ୍ବୁପାଣି ପୁଝାରୀ, ରଘୁ ନନ୍ଦନ ସିଂହ, କିଶନ ଅଗ୍ରୱାଲ, ରିୟାଜ ଖାନ, ଦାରାସିଂହ, ଭକ୍ତବନ୍ଧୁ ନାଏକ, ନିମୁଏଲ୍ କୁମ୍ଭାର, ବାବୁ ପୂଝାରୀ, ରମେଶ ସାହୁ, ଅତୁଳ ଅଗ୍ରୱାଲ, ଜଗଦୀଶ ସାହୁ, ଗୌରାଙ୍ଗ ସାହୁ ପ୍ରମୁଖ ଉପସ୍ଥିତ ରହି ନିଜର ମତାମତ ଉପସ୍ଥାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026

You Might Also Like