-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲା ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ ପୁନର୍ଗଠିତ*

17-Nov-2025



- ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ ପକ୍ଷରୁ ଆୟୋଜିତ ସୋନପୁର ବ୍ଲକ ସଭା ଗୃହ ଠାରେ ନିଖିଳ ଉତ୍କଳ ପଞ୍ଚାୟତ  ନିର୍ବାହୀ ଅଧିକାରୀ ସଂଘ ର ସଧାରଣ ବୈଠକ ସହିତ ସଂଘ ର ପୁନର୍ଗଠନ କରା ଯାଇଛି l ସଭାପତି ଭାବେ କ୍ଷୀରୋଦ ଚନ୍ଦ୍ର ସାମନ୍ତରାୟ , ଉପ ସଭାପତି ଭାବେ ଆମ୍ବରିଶ ପାଣିଗ୍ରାହୀ, ଉପ ସଭାନେତ୍ରୀ ଭାବେ ରିତାଞ୍ଜଳି ପାଣିଗ୍ରାହୀ, ସମ୍ପାଦକ ଭାବରେ ସୁଶିଲ କୁମାର ମହାପାତ୍ର, ସହ ସମ୍ପାଦକ ଭାବରେ ଶିବ ରାମ ମିଶ୍ର, କୋଷାଧ୍ୟକ୍ଷ ଭାବେ ସଞ୍ଜୟ କୁମାର ପାଣିଗ୍ରାହୀ ମନୋନୀତ ହୋଇ ଥିବା ବେଳେ ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ଭାବରେ ବିଶେଶ୍ୱର ଦାଶ, ଦୁର୍ଯୋଧନ ମେହେର, କାର୍ତ୍ତିକ ଶତପଥୀ, ବଳରାମ ଥନାପତି ଙ୍କୁ ମନୋନୀତ କରା ଯାଇଛି l ଆଜି ର ଏହି ବୈଠକ ରେ ସଂଘ ର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇ ନୂତନ ଜିଲ୍ଲାପାଳ ଙ୍କୁ ସାକ୍ଷାତ କରି ଏ ବିଷୟ ରେ ଆଲୋଚନା କରିବାକୁ ପ୍ରସ୍ତାବ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026

You Might Also Like