-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନଗର ବେଳେ କୃଷ୍ଣ ବଳରାମଙ୍କୁ ମଥୁରାବାସୀଙ୍କ ଭବ୍ୟ ସମ୍ବର୍ଦ୍ଧନା(ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ଉଦଯାପିତ)

17-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା କଂଶାରିପଡ଼ା ସ୍ଥିତ ବ୍ରଜ ବିହାରୀ ନୃତ୍ୟ କଳା ପରିଷଦ ଓ ପୁଣ୍ୟବାସୀ ଯୁବକ ସଂଘ ଆନୁକୂଲ୍ୟରେ ଚାଲିଥିବା ୨୪୨ତମ ଗୋକୁଳାଷ୍ଟମୀ ମହୋତ୍ସବ ରବିବାର ଉଦଯାପିତ ହୋଇଯାଇଛି।ଆଜି ଶେଷ ଦିନରେ ପ୍ରଭୁ ଶ୍ରୀକୃଷ୍ଣ ଓ ବଳରାମ ମଥୁରା ନଗରୀ ବିନିକା ସହର ପରିକ୍ରମା କରିଥିଲେ।ସ୍ଥାନୀୟ ଦେବୀ ଦୁର୍ଗାଙ୍କ  ମନ୍ଦିରରେ ପୂଜାର୍ଚ୍ଚନା ପରେ ନଗର ଶୋଭାଯାତ୍ରା ଆରମ୍ଭ ହୋଇଥିଲା ।ଘଣ୍ଟ,ଶଙ୍ଖ ହୁଳହୁଳି ଧ୍ବନି ସହ ସଂକୀର୍ତ୍ତନର ତାଳେ ତାଳେ କୃଷ୍ଣ ବଳରାମ ଏକ ସୂ ସଜ୍ଜିତ ରଥରେ ବିରାଜମାନ ହୋଇଥିଲେ ।କେତେକ ସ୍ଥାନରେ ଶ୍ରଦ୍ଧାଳୁ ଭକ୍ତମାନେ ପ୍ରଭୁଙ୍କ ପାଦ ଧୋଇବା ଆଶିଷ ନେଉଥିବା ଦେଖିବାକୁ ମିଳିଥିଲା।ପ୍ରଭୁ କୃଷ୍ଣ ବଳରାମ ବିନିକା ଗଡଭିତର ସ୍ଥିତ ଜଗନ୍ନାଥ ମନ୍ଦିରକୁ ପହଞ୍ଚିବା ପରେ ସେଠାରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା।ସାଥିରେ ଥିବା ଭକ୍ତ ମାନଙ୍କୁ ପ୍ରସାଦ ସେବନରେ ଆପ୍ୟାୟିତ କରାଯାଇଥିଲା।ପରେ ଭଗବାନ ଶ୍ରୀକୃଷ୍ଣ ଓ ବଳରାମ ନଗର ଯାତ୍ରାରେ ବାହାରିବା ପରେ ସହର ରାସ୍ତାର ଉଭୟ ପାର୍ଶ୍ବରେ ଭକ୍ତ ଛିଡା ହୋଇ ପ୍ରଭୁଙ୍କ ଦର୍ଶନ କରିବା ସହିତ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।ଅନ୍ୟ ପକ୍ଷରେ କଂସ ପ୍ରେରିତ ଅସୁର କୁଲକୁ ନିଧନ କରି ଖୁସିରେ ପ୍ରଭୁ କୃଷ୍ଣ ବଳରାମ ଗୋପାଳ ପୁଅଙ୍କ ସହିତ ମଜା ନେଇଥିଲେ ।ଘରକୁ ପ୍ରତ୍ୟାବର୍ତ୍ତନ ବିଳମ୍ବ ହେବାରୁ ମା ଯୋଶଦା ଓ ନନ୍ଦ ରାଜା ଆଖିରୁ ଲୁହ ଗଡ଼ାଇ କୃଷ୍ଣ ବଳରାମଙ୍କୁ ଖୋଜି ଖୋଜି ଶେଷରେ ଦଣ୍ଡସନାପଡ଼ା ଠାରେ ଭେଟିଲେ।ସେଠାରେ କୃଷ୍ଣଙ୍କୁ ପାଇ ମୋ ଧନ କଳା ମାଣିକ ମଞ୍ଚସ୍ଥ ହୋଇଥିଲା।ଯାହାକୁ ହଜାର ହଜାର ଭକ୍ତ ଦେଖି ଆନନ୍ଦରେ ବିଭୋର ହୋଇ ପ୍ରଭୁଙ୍କ ଜୟଗାନ କରିଥିଲେ।କୃଷ୍ଣ ଭୂମିକାରେ ଶ୍ରୀମାନ ସାହୁ,ବଳରାମ କାହ୍ନା ମାହାଣା,ନନ୍ଦରାଜା ମୁକୁନ୍ଦ ସାହୁ,ଯଶୋଦା ଶଶାଙ୍କ ଶେଖର ଦାସଙ୍କ ଅଭିନୟ ଚିତ୍ତାକର୍ଷକ ଥିଲା ।ସେହିପରି ଯାତ୍ରାର ପୂଜକ ଭାବେ ମାନଭଞ୍ଜନ ପୂଜାରୀ,ସର୍ବେଶ୍ଵର ପୁରୋହିତ,ଗୁରୁ ତଥା କମିଟି ସଭାପତି ମନୋଜ ଦାସ,ସମ୍ପାଦକ ରଞ୍ଜନ ଦାସ,ସାଂସ୍କୃତିକ ସମ୍ପାଦକ ପଦ୍ମ ଲୋଚନ ସାହୁ,ସୂର୍ଯ୍ୟ କୁମାର ଦାସ,ରାମଚନ୍ଦ୍ର ଦାସ,ସୀତାରାମ ଦାସ,ରଗୁନାଥ ମାହାଣା,ଶିବ ଶଙ୍କର ଦାସ,ରଘୁନାଥ ସାହୁ,ଜୟ ନାରାୟଣ ସାହୁ,ରମାକାନ୍ତ ଦାସ, ଦେବାଂଶୁ ସାହୁ,ସଞ୍ଜୟ ସାହୁ ପ୍ରମୁଖଙ୍କ ସମେତ ନୃତ୍ୟ କଳା ପରିଷଦ ସଦସ୍ୟ ଏଥିରେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like