-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||     

HOME   ଜିଲ୍ଲା

ତୋଷରା ଆନୁକୁଲ୍ୟରେ ଜାତୀୟ ପ୍ରେସ ଦିବସ ପାଳିତ

17-Nov-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସହର ସ୍ଥିତ ତୋଷାଳୀ ସାମ୍ବାଦିକ ସଂଘ ଆନୁକୁଲ୍ୟରେ ତୁଷୁରା ଏନ୍‌ଏସି ସଭାଗୃହରେ ରବିବାର ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ସଂଘ ସଭାପତି ଶମ୍ଭୁ ପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହେଇ ଥିବା ବେଳେ  ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଆଇନଜୀବୀ ତଥା ବିଧାୟକ ପ୍ରାର୍ଥୀ ବୀରେନ୍ଦ୍ର ବାଗ ଯୋଗ ଦେଇ ସାମ୍ବାଦିକମାନଙ୍କ କର୍ତ୍ତବ୍ୟ ଉପରେ ଉଦ୍‌ବୋଧନ ଦେଇଥିଲେ। ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ୍ ତଥା ଆଶୁକବି ଡ. ହେମନ୍ତ କୁମାର ଦାଶ ଯୋଗ ଦେଇ ଗଣତନ୍ତ୍ରର ଚାରୋଟି ସ୍ତମ୍ଭ ଏବଂ ଚତୁର୍ଥ ସ୍ତମ୍ଭର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ। ଡ. ଦାଶ ସାମ୍ବାଦିକମାନଙ୍କୁ ସତ୍ଯଯୋଦ୍ଧା ବୋଲି ଅଭିହିତ କରିଥିଲେ। ସମ୍ମାନିତ ଅତିଥି ଭାବେ ଯୁବ ସମାଜସେବୀ ଦେବବ୍ରତ ପାଣିଗ୍ରାହୀ ଯୋଗ ଦେଇ ସାମ୍ବାଦିକମାନେ ନିର୍ଭୀକତାର ସହ ସମ୍ବାଦ ପରିବେଷଣ କରନ୍ତୁ, ଜନତା ଆପଣଙ୍କ ସହ ସବୁବେଳେ ରହିବ ବୋଲି କହିଥିଲେ।

ସଭାରେ ମାରୱାଡ଼ି ମହିଳା ସମିତି ଓ ଜାଗୃତୀ ଶାଖାର ସଦସ୍ୟା ବୃନ୍ଦ, ଧାନଘରା  ଏସ୍‌ଏଚ୍‌ଜି ଗୃପର ସଦସ୍ୟା ବୃନ୍ଦ, ୟୁଥ୍ ଏକସନ୍ କମିଟିର ସଦସ୍ୟ, ବଜରଙ୍ଗ ଦଳ ର ସଦସ୍ୟ ତଥା ଅଞ୍ଚଳର ସମସ୍ତ ସାମ୍ବାଦିକ ଓ ସମ୍ବାଦ ପତ୍ର ବିତରକ ଭାଇମାନେ  ଉପସ୍ଥିତ ଥିଲେ। ସଂଘ ପକ୍ଷରୁ  ମଞ୍ଚାସୀନ ଅତିଥି ବୃନ୍ଦ ତଥା ଉପସ୍ଥିତ ଅନୁଷ୍ଠାନ ଓ ନିଷ୍ଠାପର କର୍ତ୍ତବ୍ୟନିଷ୍ଠ ସାମ୍ବାଦିକମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସାମ୍ବାଦିକ ଅରବିନ୍ଦ ବିଶ୍ୱାଳ, ପଞ୍ଚାନନ ନାଏକ, ଚୌଧୁରୀ ସାହୁ ହରଗୌରୀ ସାହୁ, ସୁଶାନ୍ତ ମେହେର, ରମେଶ ସାହୁ, ସୁନୀଲ ସାହୁ, ଉଦ୍ଧବ ବହିର, ତୁଷୁରରାଜ ଭୋଇ ଆଦି ଉପସ୍ଥିତ ଥିବା ବେଳେ ଶେଷରେ ସଂଘର ସଂପାଦକ ତଥା ଧରିତ୍ରୀ ଖବରକାଗଜର ବରିଷ୍ଠ ସାମ୍ବାଦିକ ମନୋଜ କୁମାର ଜୈନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026

You Might Also Like