-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ରାଜ୍ୟ

ସୁରଭି ୨୦୨୫ରେ ଦମୟନ୍ତୀଙ୍କ କୃତିତ୍ୱ

17-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ପୌରାଞ୍ଚଳ ଅନ୍ତର୍ଗତ ଗାନ୍ଧୀ ନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ଦମୟନ୍ତୀ ଖୁ୍ଆସ ସୁରଭି ୨୦୨୫ କାର୍ଯ୍ୟକ୍ରମରେ ବକ୍ତୃତା ପ୍ରତିଯୋଗିତା ପ୍ରସଙ୍ଗ-"କୃତିମ ବୁଦ୍ଧିମତା ଶିକ୍ଷଣ ଶିକ୍ଷାଦାନରେ ଶିକ୍ଷକଙ୍କର ଭୂମିକା ନେଇ ପାରିବ କି ?" ଉପରେ ଜିଲ୍ଲାରେ ପ୍ରଥମ ଓ ରାଜ୍ୟସ୍ତରରେ ତୃତୀୟ ସ୍ଥାନ ହାସଲ କରିଛନ୍ତି। ହାଟପଦା ପଡା ନିବାସୀ ସୁଦର୍ଶନ ଖୁ୍ଆସ ଓ ତରଙ୍ଗିନୀ ଖୁଆସଙ୍କ ସୁପୁତ୍ରୀ ଅଟନ୍ତି ଦମୟନ୍ତୀ।ଗାଇଡ଼ ଶିକ୍ଷକ ଭାବେ ଶିକ୍ଷୟତ୍ରୀ ପ୍ରଜ୍ଞା ପରିମିତା ବଘାର ଏହି ରାଜ୍ୟସ୍ତରୀୟ ସୁରଭି ପ୍ରତିଯୋଗିତାରେ ଦମୟନ୍ତୀଙ୍କୁ ମାର୍ଗଦର୍ଶନ କରିଥିଲେ। ତାଙ୍କର ଏହି ସଫଳତା ପାଇଁ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ନୂତନ ନାୟକଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ, ଶିକ୍ଷୟତ୍ରୀ ତଥା ଶିକ୍ଷା କର୍ମଚାରୀ ଶୁଭେଚ୍ଛା ଜଣେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like