-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ନୀଳଜୀ ସରସ୍ବତୀ ଶିଶୁମନ୍ଦିର ରେ ୧୮ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l

17-Nov-2025



ସିନାପାଲି ( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ନୀଳଜୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ୧୮ ତମ  ବାର୍ଷିକ କ୍ରୀଡା ପ୍ରତିଯୋଗିତା   ବିଦ୍ୟାମନ୍ଦିରର  ପରିଚାଳନା ସଭାପତି ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର ଙ୍କ  ମାର୍ଗଦର୍ଶନ ରେ ସ୍ଥାନୀୟ ହାଇସ୍କୁଲ ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି  l କ୍ରୀଡା ପ୍ରତିଯୋଗିତା ର ଉଦ୍ଘାଟନୀ ସଭାରେ ପରିଚାଳନା ସମିତିର ସମ୍ପାଦକ ତଥା  ସ୍ଥାନୀୟ ସରପଞ୍ଚ  ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ  ବନାଞ୍ଚଳ ଅଧିକାରୀ ଶ୍ରୀଯୁକ୍ତ ଷଡାନନ ସୁନାନୀ, ମୁଖ୍ୟବକ୍ତା ଭାବରେ ନୀଳଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସହ ଶିକ୍ଷକ ଶ୍ରୀଯୁକ୍ତ ପୀତବାସ ନାଏକ ଯୋଗ ଦେଇଥିଲେ  l ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରଶାନନ୍ଦ କୁମ୍ଭାର ଅତିଥି ମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିବାସହ ପରିଚୟ ପ୍ରଦାନ କରିଥିଲେ l ମୁଖ୍ୟ ଅତିଥି ମଶାଲ ସ୍ଥାପନ ଓ କ୍ରୀଡା ପ୍ରତିଯୋଗିତାର ପତାକା ଉତ୍ତୋଳନ କଲାପରେ ପ୍ରତିଯୋଗିତାର ଶୁଭ ଉଦ୍ଘାଟନ ହେଲା ବୋଲି ଘୋଷଣା କରାଯାଇଥିଲା  l ସହ ଆଚାର୍ଯ୍ୟ ଶ୍ରୀ ବୀରଭଦ୍ର ସା ମଞ୍ଚ ପରିଚାଳନା କରିଥିଲେ  l ସଭାଶେଷରେ ଆଚାର୍ଯ୍ୟ ଶ୍ରୀ ସରୋଜ ସୁନାନୀ ଧନ୍ୟବାଦ ଅର୍ପଣ କରିଥିଲେ  l ବିଭିନ୍ନ ବର୍ଗର  ୪୦ ଟି ଇଭେଣ୍ଟରେ ପ୍ରାୟ ୧୮୦ ଜଣ ଶିଶୁ ଭାଇଭଉଣୀ ଯୋଗ ଦେଇ ନିଜର ପାର ଦର୍ଶିତା ପ୍ରଦର୍ଶନ କରିଥିଲେ  l କୃତି ଖେଳାଳି ମାନଙ୍କୁ ଅତିଥିଗଣ  ପ୍ରଶଂସା ପତ୍ର ଓ ପୁରସ୍କାର ଦେଇ ଉତ୍ସାହିତ କରିଥିଲେ  l ଏହି ପ୍ରତିଯୋଗିତା ଆୟୋଜନ ଓ ପରିଚାଳନା  କରିବାରେ  ସମସ୍ତ ଆଚାର୍ଯ୍ୟ / ଆଚାର୍ଯ୍ୟା ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like