-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବୋଡ଼େନ ବ୍ଲକରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

17-Nov-2025



ନୂଆପଡା(ପରମେଶ୍ଵର ମେହେର): ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଳା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ସହ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ୍, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର ଏ ମାଧବୀ ଲତା, ଉପ

ଜିଲ୍ଲାପାଳ ସୁର୍ମି ସୋରେନ୍ ,ଜିଲ୍ଲା  ମୁଖ୍ୟ ଚିକତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୩୦ଗୋଟି ବ୍ୟକ୍ତିଗତ ଓ ୧୧ ଟି ଗୋଷ୍ଠିଗତ ଏଭଳି ମୋଟ ୪୧ ଗୋଟି ଅଭିଯୋଗର ଶୁଣାଣି  ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ

ଦେଇଥିଲେ। ବିଡ଼ିଓ ସୁଶାନ୍ତ କୁମାର ରଣା , ତହସିଲଦାର ସରିତା ଗୁପ୍ତା ,ଡେପୁଟୀ କଲେକ୍ଟର ଶେଖ୍ ନସିମ , ଚିନ୍ମୟ ସାଗର ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l ଅଭିଯୋଗ ଶିବିର ଉପଲକ୍ଷେ  ବ୍ଲକ୍ ପରିସରରେ ଗୋଟିଏ ସ୍ଵାସ୍ଥ୍ୟ ଶିବିର ଆୟୋଜନ କରା ଯାଇଥିଲା ।  ସେହିପରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗୋଟିଏ ରକ୍ତଦାନ ଶିବିର ଆୟୋଜନ କରାଯାଇ ଥିଲା l  ଏହି ଅବସରରେ ଫର୍ଶରା ଗାଁରେ ଗୃହପାଳିତ ପଶୁ ପକ୍ଷୀ ମାନଙ୍କ  ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀ  ପାଇଁ ଦିନଟିଏ ନାମରେ ଗୋଟିଏ  ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like