-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଯକ୍ଷ୍ମା ରୋଗୀଙ୍କୁ ସେବା କର୍ମଚାରୀ ଗଣ ନିକ୍ଷୟ ମିତ୍ର ଭାବେ ପୌଷ୍ୟ ଗ୍ରହଣ ଉଦ୍ୟମ ସ୍ୱାଗତଯୋଗ୍ୟ

17-Nov-2025



(ପ୍ରେରଣା ଖବର)
ପ୍ରଧାନମନ୍ତ୍ରୀ “ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ” ଅନ୍ତର୍ଗତ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ  ଚିକିତ୍ସାଧୀନ ଥିବା ଯକ୍ଷ୍ମା ରୋଗୀମାନଙ୍କୁ ପୌଷ୍ୟ ଗ୍ରହଣ କରି ସହାୟତା କରିବା ଉଦ୍ୟମ ସତରେ ଏକ ସ୍ୱାଗତ ଯୋଗ୍ୟ ପଦକ୍ଷେପ। ଏଠାରେ କାର୍ଯ୍ୟରତ ସ୍ୱାସ୍ଥ୍ୟ କର୍ମୀ, ଯକ୍ଷ୍ମା ବିଜେତା, ସେଚ୍ଛାସେବୀ, ଆଶା ଦିଦି ସମୁହ ଓ କଲେଜ ଛାତ୍ରୀମାନେ ଏଥିପାଇଁ ପୌଷ୍ୟ ଭାବେ ଆଗକୁ ଆସି ରୋଗୀମାନଙ୍କୁ ପୃଷ୍ଟିକର ଖାଦ୍ୟ ଓ ଆବଶ୍ୟକ ସାମଗ୍ରୀ ଯୋଗାଇ ମାନବିକତାର ଉଦାହରଣ ସୃଷ୍ଟି କରିଛନ୍ତି। ଏହି ଉଦ୍ୟମରେ ସ୍ୱାସ୍ଥ୍ୟ ପରିଦର୍ଶକ ପୁରୁଷ ଅମିତ କୁମାର ସାହୁ, ରଂଜିତ ବେହେରା, ନବ କୁମାର ବାରିକ, ସ୍ୱାସ୍ଥ୍ୟ ପରିଦର୍ଶିକା କବିତାଞ୍ଜଳୀ ଦାଶ, ସଂଯୁକ୍ତା ଷଢ଼ଙ୍ଗୀ (ଅବସର ପ୍ରାପ୍ତ ସ୍ୱାସ୍ଥ୍ୟ ପରିଦର୍ଶିକା), ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ ସ୍ମୃତିମୟୀ ପଣ୍ଡା, ନିୟତି ଗିରି, ହେମଲତା ମିଶ୍ର, କୁନ୍ତଳା ମହାଳିକ, ସୁଜାତା ପଧାନ, ଜୟକୁମାରୀ ବିଶି, ଅଞ୍ଜୁଲତା ଦାଶ, ସୂବଲୟା ସା, ବିଜୟିନୀ ସି, ମନ୍ଦାକିନୀ ସାହୁ, ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଶକୁନ୍ତଳା ବରିହା, ଉମାକାନ୍ତ ସାହୁ, ସୁନୀତି କୁମ୍ଭାର, ସ୍ମିତା କବିତା ଲୁଗୁନ, ତପନ କୁମାର ସାହୁ, ତାରାଚାନ୍ଦ ମେହେର, ରକ୍ତ ପରୀକ୍ଷକ ପ୍ରଦୀପ କୁମାର ରାଉତ, ବାସନ୍ତୀ ବାରିକ, ରାଜେଶ ପ୍ରଧାନ, ଅନିତା ବିଶି, ବ୍ଲକ ଡାଟା ମ୍ୟାନେଜର ନାରାୟଣ ପାଢ଼ୀ, ବ୍ଲକ MRA କ୍ଷୀରୋଦ୍ର ସାହୁ, Nirmal Supervisor କୁନା ମେହେର, ଯକ୍ଷ୍ମା ବିଜେତା କୈଳାଶ ଭୁଏ, ପ୍ରମୋଦ ମେହେର, ପ୍ରେମାନନ୍ଦ ଗୁରୁ, ଆଶା ଦିଦି ସାବିତ୍ରୀ ମେହେର, ଭୂମିସୁତା ପଧାନ, କଦମ୍ବାନୀ ଲୁହାଙ୍କ ଯୋଗଦାନ ଉପସ୍ଥିତ ସମସ୍ତ ଯକ୍ଷ୍ମା ରୋଗୀ ମାନଙ୍କୁ ଖାଦ୍ୟ ସମୂହ କିଟ୍ ବ୍ୟାଗ ପ୍ରଦାନ କରିଥିଲେ। କଲେଜ ଛାତ୍ରୀ ପୁନମ ପାଇକ ମଧ୍ୟ ପୌଷ୍ୟ ଭାବେ ଯୋଗଦେଇ ଯୁବପୀଢ଼ା ପାଇଁ ଏକ ପ୍ରେରଣା ସୃଷ୍ଟି କରିଛନ୍ତି।

ଏହି ସମସ୍ତଙ୍କୁ କେନ୍ଦ୍ର ସରକାର ଦ୍ୱାରା ‘ନିକ୍ଷୟ ମିତ୍ର’ ମାନ୍ୟତା ଦିଆଯାଇଛି। ଆଜି ଆୟୋଜିତ କାର୍ଯ୍ୟକ୍ରମରେ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡା. ସୁଶାନ୍ତ ମେହେର ସମସ୍ତ ନିକ୍ଷୟ ମିତ୍ରଙ୍କୁ ଧନ୍ୟବାଦ ଜଣାଇଥିଲେ। ବରିଷ୍ଠ ଯକ୍ଷ୍ମା ଚିକିତ୍ସା ପରିଦର୍ଶକ ଦେବାଶିଷ ଦେବତା “ଯକ୍ଷ୍ମା ମୁକ୍ତ ଭାରତ” ଉଦ୍ୟମ ବିଷୟରେ ଆଲୋକପାତ କରିଥିଲେ।ଏ ଅବସରରେ ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ (PHEO )ରୁଦ୍ରଦେବ ଡନସନା, BPM ବିଜୟ ସରାଫ, BAM ବାଳଗୋପାଳ ପଣ୍ଡା ସହିତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଡା. ସୁଶାନ୍ତ ମେହେର ସମସ୍ତ ଜନସାଧାରଣକୁ ଆହ୍ୱାନ କରି କହିଛନ୍ତି “ଯକ୍ଷ୍ମା ମୁକ୍ତ ଭାରତ ଗଢ଼ି ତୋଳିବାକୁ ନିକ୍ଷୟ ମିତ୍ର ଭାବେ ଆଗକୁ ଆସିବା ସମୟ ଆସିଛି।”


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like