-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜାତୀୟ ପ୍ରେସ ଦିବସ୍‌ରେ ସାମ୍ବାଦିକ ଓ ଶିକ୍ଷକ ସମ୍ବର୍ଦ୍ଧିତ

17-Nov-2025



ଡୁଙ୍ଗୁରିପାଲି, (ପ୍ରେରଣା ଖବର) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ଜଣେ କର୍ତ୍ତବ୍ୟ ରତ ସାମ୍ବାଦିକ ଏବଂ ଦୁଇ ଜଣ ଶିକ୍ଷକଙ୍କୁ ୬୦ତମ ଜାତୀୟ ପ୍ରେସ ଦିବସରେ ଭୁବନେଶ୍ଵରଠାରେ ସମ୍ବନ୍ଧିତ କରାଯାଇଥିବା ଜଣାଯାଏ । ମିଳିଥିବା ସୂଚନା ଅନୁସାରେ ଓଡିଶା କର୍ମଜିବୀ ସାମ୍ବାଦିକ ସଂଘ ଭୁବନେଶ୍ଵର ପକ୍ଷରୁ ରାଜ୍ୟ ସ୍ତରୀୟ ଅନୁଷ୍ଠିତ ଜାତୀୟ ପ୍ରେସ ଦିବସ ଅବସରରେ ଡୁଙ୍ଗୁରିପାଲି ବ୍ଲକ ସାମ୍ବାଦିକ ସଂଘର ସଭାପତି ଅରବିନ୍ଦ ମିଶ୍ର ସାମ୍ବାଦିକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ତଥା ତାଙ୍କ ଲେଖନୀରେ ଦୃଶମୁଳ ସ୍ତରର ଖବରକୁ ଗୁରୁତ୍ବ ଦେଇ ଆସୁଥିଲେ । ବିଭିନ୍ନ ଦୁର୍ନିତି ମୁଳକ ଖବର ପ୍ରକାଶ କରି ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି । ସେହିପରି ବଡକଲେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମଗୋପାଳ ଭୋଇ ଏବଂ ପଣ୍ଡକିଟାଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ବାଘଙ୍କୁ ସମ୍ବନ୍ଧିତ କରାଯାଇଛି । ବିଦ୍ୟାଳୟକୁ ଶୈକ୍ଷିକ ପରିବେଶ, ଶିକ୍ଷାଦାନ ଯୋଗୁଁ ଜିଲ୍ଲା ତଥା ରାଜ୍ୟ ସ୍ତରୀୟ ପୁରସ୍କାର ମଧ୍ୟ ଉଭୟ ଶିକ୍ଷକ ପାଇଛନ୍ତି । ତେଣୁ ଏହି ଅବସରରେ ଏମାନଙ୍କୁ ସମ୍ବନ୍ଧିତ କରାଯାଇଛି । ଭୁବନେଶ୍ୱର ସ୍ଥିତ ହୋଟେଲ କେଶରୀରେ କାର୍ଯ୍ୟକ୍ରମରେ ଅତିଥି ଭାବେ ଓଡିଶା ଉଚ୍ଚ ନ୍ୟାୟାଳୟର ପୁର୍ବତନ ବିଚାରପତି ଡ.ଡିପି. ଚୌଧୁରୀ, ଆଇନ, ପୁ ଓ ଅବକାରୀ ମନ୍ତ୍ରୀ ପୃଥ‌ିରାଜ ହରିଚନ୍ଦନ, ଭୁବନେଶ୍ୱରର ପୁର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବାଚସ୍ପତି ସୁରମା ପାଢୀ, ଓୟୁଜେ ସଭାପତି ସୁଜ୍ଞାନ ଚୌଧୁରୀ, ସଂପାଦକ ପବିତ୍ର ପାତ୍ର, ଉପସଭାପତି ପରମାନନ୍ଦ ମିଶ୍ର ପ୍ରମୁଖଙ୍କ ଉପସ୍ଥିତିରେ ବଣ୍ଡାତ୍ୟ ପରିବେଶରେ ସମ୍ବଦ୍ଧତି କରାଯାଇଥିଲା । ଏହି ଖବର ପ୍ରଚାରିତ ହେବା ପରେ ସମସ୍ତଙ୍କୁ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳି ଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like