-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

ଗଣମାଧ୍ୟମ ସର୍ବଦା ସତ୍ୟର ବାର୍ତ୍ତାବହ ସାଜୁ

17-Nov-2025



କଳାହାଣ୍ଡି, (ପ୍ରେରଣା ଖବର) ସତ୍ୟ ଉପରେ ମିଥ୍ୟା ଭାରି ପଡିପାରେ କିନ୍ତୁ  ସଦାବେଳ ପାଇଁ ଏହା ସମ୍ଭବ ହୋଇ ନଥାଏ । ତେଣୁ ଗଣମାଧ୍ୟମ ସର୍ବଦା ସତ୍ୟର ବାର୍ତ୍ତାବହ ସାଜୁ ଏବଂ ସାଧାରଣ ଜନତାର ସ୍ବର ହେଉ । ଶାସନକୁ ଶାଣିତ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପର୍ଣ୍ଣ ହୋଇଥାଏ । ଯେଉଁ ଦେଶରେ ନିରପେକ୍ଷ ଗଣମାଧ୍ୟମ ରହିଛି, ସେଠାରେ ଏକ ଉତ୍ତମ ଶାସନ ବ୍ୟବସ୍ଥା ରହିପାରିବ । ଆଜି ଜୁନାଗଡ଼ ସ୍ଥିତ ଆରଏମସି ସଭାଗୃହ ଠାରେ କଳାହାଣ୍ଡି ଜର୍ଣ୍ଣାଲିଷ୍ଟ ୟୁନିୟନ ପକ୍ଷରୁ ଜାତୀୟ ସାମ୍ବାଦିକ ଦିବସ ଅବସରରେ ଅତିଥି ମାନେ ଦେଶ ମାତୃକାର ସେବା ପାଇଁ ସାମ୍ବାଦିକ ମାନଙ୍କ ଭୂମିକା ଉପରେ ସବିଶେଷ ଆଲୋଚନା କରିଥିଲେ । ସଂଘର ସଭାପତି ମହମ୍ମଦ ଅଲ୍ଲୀ ଖାଁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ମିଳନୀରେ ଉପଦେଷ୍ଠା ଦୁଷ୍ମନ୍ତ କୁମାର ପଣ୍ଡା, ଜିଲ୍ଲା ସାଧାରଣ ସମ୍ପାଦକ ଜଗମୋହନ ପଟ୍ଟନାୟକ, ଜିଲ୍ଲା ସମ୍ପାଦକ ଚକ୍ରଧର ବେଶ୍ରା, ଜିଲ୍ଲା ଉପସଭାପତି ପ୍ୟାରିଲାଲ ଦୁର୍ଗା, ଜିଲ୍ଲା ସମ୍ପାଦକ ଇଶ୍ବରୀ ପଟେଲ ପ୍ରମୁଖ ମଞ୍ଚାସୀନ ହୋଇଥିଲେ। ଏହି ଅବସର ରେ ଜୀବନ ବ୍ୟାପୀ ସାମ୍ବାଦିକତା ପାଇଁ ବର୍ଷୀୟାନ ସାମ୍ବାଦିକ ତଥା ଓକିଲ, ପୁର୍ବ ଏଁ ଏ ସି ଅଧ୍ୟକ୍ଷ ଲାୟନ ମାଣିକ ଚାନ୍ଦ ଅଗ୍ରୱାଲ ଙ୍କୁ ସମ୍ମାନିତ କରାଯାଇ ଥିଲା। ସେହିପରି ଯୁବ ଶିଳ୍ପ ଉଦ୍ୟୋଗୀ ଆଶିଷ ଗୋଏଲ ଙ୍କୁ ଏବଂ ଚାକିରି କ୍ଷେତ୍ର ରେ କାର୍ଯ୍ୟତ ଥାଇ ସମାଜ ସେବାକୁ ବ୍ରତ ଭାବେ ଗ୍ରହଣ କରିଥିବା ଅଲେଖ ସା ଙ୍କୁ ଏବଂ ଅନନ୍ୟ ପ୍ରତିଭା ଧାରୀ ଛାତ୍ରୀ ସୌମ୍ୟା ସ୍ୱରୂପା ସାହୁ ଙ୍କୁ ସମ୍ମାନିତ କରାଯାଇଥିଲା ।ଏହି କ୍ରମରେ ସମ୍ପ୍ରତି ଆଧୁନିକତାର ଡିଜିଟାଲ ଯୁଗରେ ସାମ୍ବାଦିକତା ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ସମାରୋହରେ କଳାହାଣ୍ଡି ଜିଲ୍ଲାର ସମଗ୍ର ଅଞ୍ଚଳରୁ ସାମ୍ବାଦିକ ମାନେ ଯୋଗଦେଇ ନିଜ ନିଜର ଅନୁଭୂତି ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like