-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ  

17-Nov-2025



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଡୁଡୁକ।ରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି l ଏଥିରେ ଡୁଙ୍ଗୁରିପାଲି ବ୍ଲକ ର ଭାରପ୍ରାପ୍ତ ଅଧିକାରୀ ଡ୍ ଝସକେତନ ପଶାୟତ ଙ୍କ ମଞ୍ଚ ପରିଚାଳନା ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ୍ ମୁକେଶ ମହାଳିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ , ବ୍ଲକ ଅଧ୍ୟକ୍ଷ। ଗୀତାଞ୍ଜଳି ଦାସ , ଜୋନ 2 ର ଜିଲ୍ଲା ପରିଷଦ ସଭ୍ୟ। ବୀଣାପାଣି ଦାସ , ବି କେ ଏ ନ ଦୁଗ୍ଧ ସଂଘର ସଭାପତି ଶ୍ରୀମତୀ ସୀମା ପଟେଲ , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସାରଦା ସିଂ ବରିହା ,  ମୁଖ୍ୟବକ୍ତା ଭାବେ ଉପ ଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ  ଡ୍ ମୋହନ ମାନିଆ , ଭାରପ୍ର।ପ୍ର ଜିଲ୍ଲା ଚିକିତ୍ସା ଅଧିକାରୀ ପ୍ରଫୁଲ୍ଲ କୁଅଁର ଉକ୍ତ ସଭା ର ସଭାପତି ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି , ସାଧାରଣ ପରିଚାଳକ ବି କେ ଏ ନ  ଦୁଗ୍ଧ ସଂଘର ଡ୍ ରଜନୀ କାନ୍ତ ପଣ୍ଡା ମଂଚାସୀନ  ଅତିଥି ଭାବେ ଯୋଗ ଦେଇଥିଲେ। l ସେହିପରି ଡ୍ ବିକାଶ ଅଗ୍ରୱାଲ୍ , ଡ୍ ସ୍ୱରୂପ ମହାରଣା , ପ୍ରଭାତ କୁମାର ପାଢ଼ୀ କେ ବି କେ ବୈଜ୍ଞାନିକ ଗାଈ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନୀରିକ୍ଷକ ଦାୟିତ୍ୱ  ନିର୍ବାହ କରିଥିଲେ । ଏହି ଅବସର ରେ ଅତିଥି ମାନେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଷୟରେ ଆଲୋକ ପ।ତ କରିଥିଲେ l ମୁଖ୍ୟତଃ କୃଷି ,ମତ୍ସ୍ୟ ,ପଞ୍ଚାୟତି ରାଜ , ଜଳ ସମ୍ପଦ , ଘୁଷୁରୀ , ବତକ ଚାଷ ସହିତ ମଧୁର ଜଳ ରେ ଚିଙ୍ଗୁଡ଼ି ଚାଷ କରାଯାଇ ଚାଷୀ ସଫଳ ହେବେ ସେହି ଉପରେ ଅତିଥି ମାନେ ଅଭିଭା ସନ ରଖିଥିଲେ । ଏହି କାର୍ଯ୍ୟକ୍ରମ ରେ ସଫଳ ଚାଷୀ ମାନଙ୍କୁ ପୁରସ୍କାର ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇ ଥିଲା । ଏ ହ । ବ୍ୟତୀତ ସରକାରଙ୍କ ମୁଖ୍ୟମନ୍ତ୍ରୀ କଲ୍ୟାଣ ଯୋଜନା ରେ ଚାଷୀ ତାର ଲାଭ ଉଠାଇ ପାରିବେ ବୋଲି ମୁଖ୍ୟ ଅତିଥି ମତ ରଖିଥିଲେ ଓ ଚାଷୀ ଙ୍କୁ ପରାମର୍ଶ ଦେଇଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ବ୍ଲକ ବି ଭି ଓ ସୁବ୍ରତ ଦାସ ,  ଏଲ ଆଇ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like