-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ତରଭା ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*- : *୧୦୨ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ*- :

17-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ତରଭା ପଞ୍ଚାୟତ ସମିତି ଅନ୍ତର୍ଗତ ତୁଲୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ,ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ ଓ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଶ୍ରୀ କେ.କେ ହରି ପ୍ରସାଦ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୦୨ ( ଏକ ଶହ ଦୁଇ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୭୬ ( ଛଅସ୍ତରି) ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୨୬  ( ଛବିଶ) ଗୋଟି ସାମୁହିକ ଦରଖାସ୍ତ  ହସ୍ତଗତ ହୋଇଥିଲା। ତନ୍ମଧ୍ୟରୁ ୦୪( ଚାରି) ଗୋଟି ଅଭିଯୋଗ ପତ୍ର ତୁରନ୍ତ  ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି। ଏହି ଶିବିର ବିଡ଼ିଓ, ତରଭା,  ଶ୍ରୀ ଗଙ୍ଗାରାମ ବୁଡେକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ  ଶୁଣାଣିରେ  ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ  ଶ୍ରୀ ଅଶ୍ୱିନୀ କୁମାର ମେହେର,  ଭାରପ୍ରାପ୍ତ ଉପ - ଜିଲ୍ଲାପାଳ, ସୋନପୁର,  ଶ୍ରୀ ସତ୍ୟ ସୁନ୍ଦର ରାଉତ, ସରପଞ୍ଚ, ତୁଲୁଣ୍ଡା  ଗ୍ରାମ ପଞ୍ଚାୟତ,  ଶ୍ରୀମତି ଉମା ସାହୁଙ୍କ  ସମେତ  ତହସିଲଦାର, ତରଭା, ସୁଶ୍ରୀ ଶ୍ୱେତଲିନା      ମାହାନା ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,  ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ସ୍ଥାନୀୟ ସାମ୍ବାଦିକ ମାନେ ଯୋଗଦାନ କରିଥିଲେ।ଏହି ଅବସରରେ ନନ୍ଦିନୀ ବଗର୍ତ୍ତି ସ୍ଵାମୀ ସ୍ବର୍ଗତ ନିରଞ୍ଜନ ବଗର୍ତ୍ତି ନିବାସୀ ତୁଲୁଣ୍ଡାଙ୍କୁ ମଧୁବାବୁ ପେନସନ ଯୋଜନା ଅଧିନରେ ବିଧବା ଭତ୍ତା ଅତିରିକ୍ତ ଜିଲ୍ଲାପାଳ ଙ୍କ  ଦ୍ଵାରା ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like