-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୧୮ ତମ ରାଜ୍ୟସ୍ତରୀୟ ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ପୁଲ ବି ର ଚତୁର୍ଥ ମ୍ୟାଚ , ଝାରସୁଗୁଡା ଦଳ ବିଜୟୀ

17-Nov-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ଷ୍ଟାଡିୟମର ସ୍ଵନକ୍ଷତ୍ର ଦିବସ ଅବସରରେ ଷ୍ଟାଡିୟମ ଟ୍ରଷ୍ଟବୋର୍ଡ ଏବଂ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ୧୮ ତମ ରାଜ୍ୟସ୍ତରୀୟ “ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ଷ୍ଟାଡିଅମ ଟ୍ରଷ୍ଠବୋର୍ଡ ଏବଂ ଏଥଲେଟିକ ଏସୋସିଏସନ ଲୋଇସିଂହା ଦ୍ୱାରା ଆୟୋଜିତ ଟୁର୍ନାମେଣ୍ଟ  ପୁଲ ବି ର ଚତୁର୍ଥମ ମ୍ୟାଚ ଟି  ଭୁବନେଶ୍ୱର ଅର୍ଦୋର ଫୂଟବଲ ଏକାଡେମୀ ଓ ଝାରସୁଗୁଡା ଓଏସଏପି ବାଟାଲିୟନ ଆଦର୍ଶ କ୍ଲବ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା l ଝାରସୁଗୁଡା ଦଳ ଭୁବନେଶ୍ୱର ଦଳକୁ ଏକତରଫା  4-0 ଗୋଲ ଦେଇ ବିଜୟୀ ହୋଇଥିଲା l ପ୍ଲେୟର ଅଫ ଦି ମ୍ୟାଚ ହୋଇଥିଲେ ଝାରସୁଗୁଡା ଦଳ ର ଖେଳାଳି ଥୋମି ଗୁରାଙ୍ଗ l ଆଜିର ମ୍ୟାଚ ର ରେଫରୀ ଭାବେ ସଂଜୀବ ସାହୁ, କରୁଣାକର ପଧାନ, ସୁରେଶ ନାଏକ, ରୋଶନ ମେହେର l ମ୍ୟାଚ କମିଶନର ଭାବେ ସୁଦୟ ବାରିକ, ମୁଖ୍ୟଅତିଥି ରାଜୁ ବେହେରା ପୂର୍ବତନ ଭଲିବଲ ପ୍ରଶିକ୍ଷଣ ଇଣ୍ଡିଆ ଟିମ l

ଅତିଥି ପ୍ରଶାନ୍ତ ତ୍ରିପାଠୀ ସରପଞ୍ଚ ବାଦୀବାହାଲ, କୌସ୍ତୁବ ସାହୁ ସରପଞ୍ଚ କୁସମେଲ ପଂଚାୟତ, ବିଭୁତିଭୂଷଣ ସାହାଣୀ ଟ୍ରଷ୍ଟ ବୋର୍ଡ ମେମ୍ବର , ଦିଲୀପ କୁମାର ବେହେରା ଟ୍ରଷ୍ଟ ବୋର୍ଡ ମେମ୍ବର, ରବୀନ୍ଦ୍ର ସାହୁ ବିଏମ କୃଷି ସମବାୟ ବ୍ୟାଙ୍କ ଖେଳରେ ସହଯୋଗ କରିଥିଲେ ବୁଲୁ ବହିଦାର, ଆନନ୍ଦ ପୁଟେଲ, ଚତୁର ଦଳେଇ, ରଞ୍ଜନ ବେହେରା, ବିଷ୍ଣୁ, ଶିବ ଅଗ୍ରୱାଲ, ସିଲୁ ସେବକ, ମନୋଜ ମହାନା, ଟିକୁ ପାଣ୍ଡିଆ, ଦେବ ବିଶ୍ୱାଳ, ରିତେଶ, ରମେଶ, ସୁମିତ ଓ ପ୍ରକାଶ ମହାରଣା, ମୋହିତ ମିଶ୍ର, ନଜୁ ଖାଁ, ବୁଦ୍ଧିଆ ନାୟକ, ସରୋଜ ବିଶ୍ୱାଳ ପ୍ରମୁଖ l ଆଜି ର ସେମିଫାଇନାଲ ମ୍ୟାଚ ରେ ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ରହି ଖେଳ ର ମଜା ନେଇଥିଲେ l ଆସନ୍ତା କାଲି ପଞ୍ଚମ ମ୍ୟାଚ ତିହୁରା ଏଫସି ଓ କୋରାପୁଟ ଏଫ ସି ମଧ୍ୟରେ ଖେଳ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like