-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||     

HOME   ରାଜ୍ୟ

ସାମ୍ବାଦିକଙ୍କୁ ଆକ୍ରମଣ କରି ଲୁୂଟ୍; ହାତରେ ୬୫ ସ୍ଥାନରେ ରହିଛି କଟା ଦାଗ,ନିଶା ଇଂଜେକସନ ସହ ନିଶା ଔଷଧ ଖୁଆଇଲେ ।

31-Jan-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) :ରାଜଧାନୀରେ ଜଣେ କାର୍ଯ୍ୟରତ ସମ୍ବାଦିକଙ୍କୁ ଅତି ନିର୍ମମ ଭାବେ ଆକ୍ରମଣ କରି ଲୁଟ କରିଛନ୍ତି କିଛି ଦୁର୍ବୁତ । ଯୁବ ସାମ୍ବାଦିକଙ୍କ ଦୁଇ ହାତରେ ୬୫ ସ୍ଥାନରେ କଟା ଦାଗ ରହିଥିବା ବେଳେ ତାଙ୍କୁ ଗୁରତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ବୁତମାନେ ତାଙ୍କୁ ନିଶା ଇନଜେକ୍ସନ ଦେଇଥିବା ବେଳେ କିଛି ମେଡିସିନ ମଧ୍ୟ ଜୋର ଜବରଦସ୍ତି ଖୁଆଇ ଦେଇଥିଲେ । ଜୀବନ ବିକଳରେ ଅଟୋରୁ ଡେଉଁ ସମ୍ବାଦିକ ଜଣଙ୍କ ନିଜ ଜୀବନ ବଞ୍ଚାଇଛନ୍ତି । ତାଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ବେଳେ ତାଙ୍କ ଉପରେ ନଜର ରଖାଯାଇଛି । ତେବେ ଏନେଇ ଅଭିଯୋଗ ପରେ ଘଟଣାର ତଦନ୍ତ ଆରମ୍ଭ କରିଛି ନୟାପଲ୍ଲୀ ପୁଲିସ ।

ସର୍ବେଶ୍ୱର ମହାପାତ୍ର ନାମକ ଏହି ସାମ୍ବାଦିକ ଏକ ଘରୋଇ ଟିଭି ଚ୍ୟାନେଲରେ କାର୍ଯ୍ୟ କରୁଛନ୍ତି । ଆଜି ସନ୍ଧ୍ୟା ବେଳେ ସେ ବରମୁଣ୍ଡାସ୍ଥିତ କାଳୀ ମନ୍ଦିର ଯାଇଥିଲେ । ସେଠାରୁ ଫେରିବା ବାଟରେ ତାଙ୍କୁ ଏଭଳି ଆକ୍ରମଣ କରି ଲୁଟ କରାଯାଇôଥବା ସୂଚନା ମିଳିଛି । ସାମ୍ବାଦିକଙ୍କ ଜଣେ ବନ୍ଧୁଙ୍କ କହିବା  ଅନୁଯାୟୀ, ସର୍ବେଶ୍ୱର  ଆଜି ସନ୍ଧ୍ୟା ସାଢେ ୬ଟା ବେଳେ ବରମୁଣ୍ଡାରୁ ଅଟୋ ଯୋଗେ ନୟାପଲ୍ଲୀ ସ୍ଥିତ ଘରକୁ ଫେରୁଥିଲେ । ଅଟୋରେ ଆସୁଥିବା ବେଳେ ଅଟୋ ପଛ ସିଟରେ ବସିଥିବା ଦୁଇ ବ୍ୟକ୍ତି ତାଙ୍କୁ ପ୍ରମମେ ଏକ ଇନଜେକ୍ସନ ଦେଇ ଦେଇଥିଲେ । ପରେ ତାଙ୍କୁ କିଛି ମେଡିସିନ ମଧ୍ୟ ଖୁଆଇ ଦେଇଥିଲେ । ଦୁର୍ବୁତମାନଙ୍କ ସହ ଆକ୍ରମଣ କରି ନିଜ ଜୀବନ ବଞ୍ଚାଇବାକୁ ଚେଷ୍ଟା କରିବାରୁ ସେମାନେ ଏକ କୌଣସି ଏକ ଧାରୁଆ ଅସ୍ତ୍ରରେ ତାଙ୍କୁ  ଆକ୍ରମଣ କରିଥିଲେ । ଫଳରେ ସର୍ବେଶ୍ୱରଙ୍କ ଦୁଇ ହାତରେ ୬୫ଟି କଟା ଦାଗ ରହିଥିବା ଦେଖିବାକୁ ମିଳିଛି । ଦୁର୍ବୁତମାନେ ତାଙ୍କୁ ଏଭଳି ଆକ୍ରମଣ କରିବା ସହ ତାଙ୍କ ପାଖରେ ଥିବା ୧୦୦୦ ଟଙ୍କା ମଧ୍ୟ ନେଇ ଯାଇଥିଲେ । ସର୍ବେଶ୍ୱର ତାଙ୍କୁ ବିରୋଧ କରିବାରୁ ଦୁର୍ବୁତମାନେ ତାଙ୍କୁ ଆକ୍ରମଣ କରିଥିଲେ ବୋଲି ସେ କହିଛନ୍ତି ।
ଉପସ୍ଥିତ ବୁଦ୍ଧି ଖଟାଇ ସର୍ବେଶ୍ୱର ନିଜ ମୋବାଇଲ ଖୋଲି ହ୍ୱାଟସପରେ ତାଙ୍କର ଜଣେ ସାଙ୍ଗଙ୍କୁ ନିଜ ମୋବାଇଲର ଲୋକେସନ ପଠାଇବା ସହ ସାହାଯ୍ୟ ପାଇଁ ଲେଖିଥିଲେ । ଉକ୍ତ ସାଙ୍ଗ ଜଣଙ୍କ ପୁଲିସକୁ ଏସମ୍ପର୍କରେ ସୂଚନା ଦେଇଥିଲେ । ଏହା ମଧ୍ୟରେ ଯୁବକଙ୍କ ଜଣଙ୍କ ସେମାନଙ୍କ କବଳରୁ ବଞ୍ଚିବା ପାଇଁ ସିଆରପି ଛକର ଟିକେ ପୂର୍ବରୁ ଅଟୋରୁ ତଳକୁ ଡେଇଁ ପଡିଥିଲେ । ସ୍ଥାନୀୟ ଲୋକେ ସର୍ବେଶ୍ୱରଙ୍କୁ ସେଠାରେ ପଡିଥିବାର ଦେଖି ପୁଲିସକୁ ସୂଚନା ଦେଇଥିଲେ । ଘଟଣା ସ୍ଥଳରେ ପିସିଆର ପହଞ୍ଚି ସର୍ବେଶ୍ୱରଙ୍କୁ ଉଦ୍ଧାର କରି ମେଡିକାଲ ନେଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026

You Might Also Like