-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଦିଲ୍ଲୀ ଶ୍ରୀ ନୀଳାଚଳ ସେବା ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ 

18-Nov-2025



ନୂଆଦିଲ୍ଲୀ: ତା୧୭.୧୧. ରିଖ ; ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା ଦାୟିତ୍ବରେ ଥିବା ଶ୍ରୀ ନୀଳାଚଳ ସେବାସଙ୍ଘର ନୂତନ କର୍ମକର୍ତ୍ତା ନିର୍ବାଚନ ଇତି ମଧ୍ୟରେ ସମ୍ପନ୍ନ ହୋଇଯାଇଛି । ବିଶିଷ୍ଟ ସମାଜସେବୀ ରବୀନ୍ଦ୍ରନାଥ ପ୍ରଧାନ ସର୍ବ ସମ୍ମତି କ୍ରମେ ପୁନର୍ବାର ସମ୍ପାଦକ ନିର୍ବାଚିତ ହୋଇଛନ୍ତି। କ୍ରମାଗତ ଭାବରେ ପଞ୍ଚମ ଥର ପାଇଁ ଶ୍ରୀ ପ୍ରଧାନ ଏହି ସମ୍ମାନସ୍ପଦ ପଦଭାର ଗ୍ରହଣ କରିବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ବିଘ୍ନେଶ୍ୱର ରାଉତ ନିର୍ଦ୍ୱନ୍ଦରେ ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ନୂତନ ଭାବେ ନିର୍ବାଚିତ ହୋଇଥିବା ତିନି ଉପ-ସଭାପତିଙ୍କ ମଧ୍ୟରେ ରବି ଶଙ୍କର ପାଣି, ଗଜେନ୍ଦ୍ର ପ୍ରସାଦ ସାମନ୍ତ ଏବଂ କ୍ଷୀରୋଦ ଚନ୍ଦ୍ର ପାତ୍ର ପ୍ରମୁଖ ରହିଛନ୍ତି। ଅଭୟ କୁମାର ପ୍ରଧାନ, ଅଶୋକ କୁମାର ପ୍ରଧାନ ଏବଂ ରଙ୍କନିଧି ସାହୁ ସଙ୍ଘର ନୂଆ ଯୁଗ୍ମ ସମ୍ପାଦକ ହେବେ। ପଙ୍କଜ ମହାନ୍ତି ମନ୍ଦିର ପରିଚାଳନା କମିଟିର କୋଷାଧ୍ୟକ୍ଷ ପଦବୀରେ ବଜାୟ ରହିବେ। ନୂତନ ଭାବେ ନିର୍ବାଚିତ କର୍ମକର୍ତ୍ତାମାନେ ଆଗାମୀ ତିନିବର୍ଷ ପର୍ଯ୍ୟନ୍ତ ସେମାନଙ୍କର ଦାୟିତ୍ୱ ନିର୍ବାହ କରିବେ। 

ବରିଷ୍ଠ ଆଇନଜୀବୀ ଅବନୀ  ସାହୁ ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ ଭାବରେ ପରିଚାଳନା କରିଥିଲେ।

ନୂତନ ଭାବରେ ଗଠିତ ଷୋଳ ଜଣିଆ କାର୍ଯ୍ୟକାରୀ କମିଟିର ସଦସ୍ୟମାନଙ୍କ ମଧ୍ୟରେ ଅଜୟ ପ୍ରଧାନ, ଅଭିରାମ ସୂତାର, ଅଶୋକ କୁମାର ପ୍ରଧାନ, ଅମୂଲ୍ୟ କୁମାର ଓଝା, ଦିଲ୍ଲୀପ କୁମାର ସ୍ୱାଇଁ , ନିଷିଦ୍ଧ କୁମାର ଦାସ, ବିଜୟ କୁମାର ସାହୁ, ଜିତେନ୍ଦ୍ର କୁମାର ମହାପାତ୍ର, ବିଧାନ ଜେନା, ଅଫିସର ରାଉତ, ସୂରଜ ନାୟକ, ପ୍ରଦୀପ ସ୍ୱାଇଁ, ଉପେନ୍ଦ୍ର ବେହେରା, ଦିଲ୍ଲୀପ କୁମାର ରାଉତ, ଗିରିଧାରୀ ମହାନ୍ତି ଏବଂ ସୁକାନ୍ତ କୁମାର ସାହୁ ପ୍ରମୁଖ ସ୍ଥାନ ପାଇଥିବା ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like