-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସମଲେଶ୍ୱରୀ ଶିଶୁ ମନ୍ଦିର କୁରୁଲର ମାତୃ ସମ୍ମିଳନୀ

18-Nov-2025



ବଲାଙ୍ଗୀର /ପୁଇଁତଲl(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପୁଇଁତଲା ବ୍ଲକ ଅଧୀନସ୍ଥ କୁରୁଲ ସମଲେଶ୍ୱରୀ ଶିଶୁ ମନ୍ଦିର ର ୧୫ ତମ ମାତୃ ସମ୍ମିଳନୀ ଆଜି ଦିବା ୧୧ ଘଣ୍ଟା ସମୟରେ ବିଦ୍ୟାଳୟର ସଭାପତି ପ୍ରକୃତିବନ୍ଧୁ ଶିକ୍ଷକ ଦିଗାମ୍ବର ନାଏକଙ୍କ ସଭାପତିତ୍ୱରେ ଏକ ସଭାକାର୍ଯ୍ୟ କରାଯାଇଥିଲା।ମୁଖ୍ୟଅତିଥି ଭାବେ ପୁଇଁତଲା ଗୋଷ୍ଠୀ ଶିକ୍ଷାଧିକାରୀ ରତ୍ନପ୍ରଭା ଶତପଥି, ମୁଖ୍ୟବକ୍ତା ସମାଜ ସେବୀ ସରସ୍ବତୀ ନନ୍ଦ,ସମ୍ମାନିତ ଅତିଥି ଭାବେ ସମଲେଶ୍ୱରୀ ଶିଶୁ ମନ୍ଦିର ର ପରିଚାଳନା ନିର୍ଦେଶକ ଘନଶ୍ୟାମ ପଧାନ,କୋଡିନେଟର କୃପାସିନ୍ଧୁ ପୁଟେଲ, ଶଗଡ଼ଘାଟ ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ପ୍ରଦୀପ ସାହୁ, ପୁଇଁତଲା ବ୍ଲକ ସି.ଡ଼ବବ୍ଲୁ.ସି.ଏନ ର ସଂଯୋଜିକା ଅଳକା ଦାଶ,କୁରୁଲ ହାଇସ୍କୁଲ ର ବିଜ୍ଞାନ ଶିକ୍ଷୟିତ୍ରୀ ବାସନ୍ତି ସାହୁ ଯୋଗଦେଇ ମାଆ ମାନଙ୍କୁ ଶିଶୁର ଉପଯୁକ୍ତ ଯତ୍ନ ନେଇ ତାଙ୍କ

ସହ ସୁ ସମ୍ପର୍କ ସ୍ଥାପନ କରି ମୋବାଇଲ ଠାରୁ ଦୂରତ୍ୱ ରହି ପ୍ରତିଦିନ ତାଙ୍କୁ ସ୍କୁଲକୁ ପଠାଇ ଶିକ୍ଷା ର ମାନ ବୃଦ୍ଧି ପାଇଁ ଉଦ୍ୟମ ଲୋଡ଼ା ବୋଲି ବକ୍ତବ୍ୟ ରଖିଥିଲେ।ବିଦ୍ୟାଳୟରେ ମାତୃ ସମ୍ମିଳନୀ ଅତି ଜରୁରୀ ବୋଲି ଅତିଥି ଗଣ ଆହ୍ୱାନ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭକ୍ତରାମ ପଟେଲ ବିବରଣୀ ପଠନ କରିଥିଲେ। କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ବିଦ୍ୟାଳୟର ଶିକ୍ଷୟିତ୍ରୀ ପ୍ରେମିକା ପଟେଲ।

ସମ୍ପାଦକ ଡମନ ବଗର୍ତ୍ତି ମଂଚାସୀନ ଥିଲେ।ଉପ ସଭାପତି ସୁନାଧର ବଢିଆ ଧନ୍ୟବାଦ ଦେଇଥିଲେ। ୨୧୩ ଜଣ ଛାତ୍ରଛାତ୍ରୀଙ୍କ ୧୫୦ ଜଣ ମା ସଭାରେ ଯୋଗଦେଇ ଶିକ୍ଷକ ଓ ଅଭିଭାବକଙ୍କ ଭାବ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ରଖାଯାଇ ଆଗାମୀ ଦିନରେ ତାହା କାର୍ଯ୍ୟକାରୀ କରିବାକୁ ଏକ ଖସଡ଼ା ତିଆରି କରାଯାଇଥିଲା । ବିଦ୍ୟାଳୟ ସମସ୍ତପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ସେବିକା ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like