-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ଜିଲ୍ଲାସ୍ତରୀୟ ଯାଦବ ସମାଜର ଶୌଯ୍ୟ ଦିବସ ପାଳିତ*

18-Nov-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଳକ ଚଚରାଗୁଡା ପଞ୍ଚାୟତ ଅନ୍ତର୍ଗତ କୁସୁମବନ୍ଦ ଗ୍ରାମର ପୂର୍ଣ୍ଣେଶ୍ବର ମନ୍ଦିର ଠାରେ ଜିଲ୍ଲା ଯାଦବ ମହାସଭା ଆନୁକୂଲ୍ୟରେ ଯାଦବ ଶୌର୍ଯ୍ୟ ଦିବସ  ଡାବୁଗାଁ ବ୍ଲକ ସଭାପତି ଶ୍ରୀଯୁକ୍ତ କୃପାସିନ୍ଧୁ ଗୈାଡ ଙ୍କ ସଭାପତିତ୍ବ ରେ ପାଳିତ ହୋଇଯାଇଛି ।ପ୍ରଥମେ ମନ୍ଦିର ଠାରୁ ସମସ୍ତ କର୍ମକର୍ତ୍ତା ଓ ଯାଦବ ଭାଇ ଭଉଣୀ ମାନେ ଏକତ୍ରିତ ହୋଇ ସହିଦ୍ ସ୍ଵର୍ଗତ ସୋନୁ ମାଝୀ ଙ୍କ ପରିବାର ବର୍ଗ ଙ୍କୁ ଭେଟି ସମ୍ମାନୀତ କରିଥିଲେ। ଏବଂ ସହିଦ୍ ପରିବାର ସଦସ୍ୟା ଙ୍କ ଘରୁ ମଶାଲ ଶୋଭାଯାତ୍ରା କରି କୁସୁମବନ୍ଦ ଗ୍ରାମ ପରିକ୍ରମା କରିଥିଲେ।ଏହା ପରେ ଆଜି ସାରା ଭାରତ ବର୍ଷ ରେ ପାଳନ ହେଉଥିବା ଯାଦବ ସୋର୍ଯ୍ୟ ଦିବସ ବା ରେଜେଙ୍ଗାଲା ଡେ ର ସବିଶେଷ ବିବରଣୀ ଅତିଥି ମାନେ ଉପସ୍ଥାପନା କରିଥିଲେ। ସହିଦ୍ ୧୧୪ ଜଣ ବୀର ଯାଦବ ସୈନିକ ମାନଙ୍କ ବୀରଗାଥା କହିଥିଲେ। ଏବଂ ଯାଦବ ସମାଜ ଭାଇ ଭଉଣୀ ମାନଙ୍କ ସୁବିଧା ଅସୁବିଧା ବିଷୟରେ ଡାବୁଗାଁ ଅଧ୍ୟକ୍ଷା ଶ୍ରୀମତୀ ବୀଣା ମାଝୀ ଙ୍କୁ ସହଯୋଗ ପାଇଁ ଅନୁରୋଧ କରିଥିଲେ।ପରି ଶେଷରେ ନନ୍ଦା ହାଣ୍ଡି ବ୍ଳକ ସମ୍ପାଦକ ସୁରେନ୍ଦ୍ର ଭକ୍ତ ଧନ୍ୟବାଦ୍ ଅର୍ପଣ କରି ସଭା ସାଙ୍ଗ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଳକ ଅଧ୍ୟକ୍ଷା ଶ୍ରୀମତୀ ବୀଣା ମାଝୀ ଯୋଗଦାନ କରିଥିଲେ।

ସମ୍ମାନୀତ ଅତିଥି ଭାବେ ଜିଲ୍ଲା ଯାଦବ ମହାସଭା ର ଯୁବ ସଭାପତି ଶ୍ରୀ ନବ କିଶୋର ଗୈାଡ,ଉପ ସଭାପତି ଶ୍ରୀ ସୈନିକ ଗୈାଡ,ହରି ଗୈାଡ,ସହ ସମ୍ପାଦକ ଶ୍ରୀଯୁକ୍ତ ମହାଦେବ ମାଝୀ, ସହିଦ୍ ପରିବାର ସଦସ୍ୟା ଶ୍ରୀମତୀ ବାଲମତି ମାଝୀ,ପାପଡାହାଣ୍ଡି ବ୍ଳକ ସଭାପତି ଶ୍ରୀଯୁକ୍ତ କୁଶନାଥ ଗୈାଡ, ଉମରକୋଟ ବ୍ଳକ ସମ୍ପାଦକ ଶ୍ରୀ ତ୍ରିନାଥ ମାଝୀ, ନନ୍ଦା ହାଣ୍ଡି ବ୍ଳକ ସମ୍ପାଦକ ଶ୍ରୀ ସୁରେନ୍ଦ୍ର ଭକ୍ତ, ଉମରକୋଟ ବ୍ଳକ ବରିଷ୍ଠ କର୍ମକର୍ତ୍ତା ଶ୍ରୀ ଟଙ୍କଧର ଗୈାଡ ଏବଂ ବହୁତ ଯାଦବ ସମାଜ ଭାଇ ଭଉଣୀ ମାନେ ଯୋଗଦାନ କରିଥିଲେ।
ଏହି କାର୍ଯ୍ୟକ୍ରମ ପାଇଁ ଆୟୋଜକ ଭାବେ ଡାବୁଗାଁ ବ୍ଳକ ଯାଦବ ମହାସଭା ର ସମ୍ପାଦକ ଶ୍ରୀଯୁକ୍ତ ତ୍ରିନାଥ ଗୈାଡ ଏବଂ ଚଚରାଗୁଡା ଗ୍ରାମ ପଞ୍ଚାୟତ କୁସୁମବନ୍ଦ ଗ୍ରାମ ର ସମସ୍ତ କର୍ମକର୍ତ୍ତା ଓ ଯାଦବ ଭାଇ ଭଉଣୀ ମାନେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like