-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||     

HOME   ଜିଲ୍ଲା

ରୋତ ରେ  ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ

18-Nov-2025



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରୋତ ରେ ପଞ୍ଚାୟତ ହାଇସ୍କୁଲ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇ ଯାଇଛି ।ଏଥିରେ  ପ୍ରଥମ ଉଦ୍ଘା ଟନି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ଜୟଲାଲ ସିନ୍ଦୂର , ଏସ ଏମ ସି ଚେୟାରମେନ ସଚିକାନ୍ତ ପ ଟେ ଲ , ଆଲୁମିନି ସଭାପତି ରମେଶ ପ ଟେ ଲ , ଡବିରସେନ୍ ସାହୁ, ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ମମତା ସେଠୀ , କନଭେନର ବାଲକୃଷ୍ଣ ମହାନନ୍ଦ , କୀର୍ତ୍ତି ରାଉତ ମଂଚାସୀନ ଅତିଥି ଭାବେ ଯୋଗଦେଇ ଥିଲେ ।ଏହି ମେଳାରେ ସ୍କୁଲ ର ବରିଷ୍ଠ ଶିକ୍ଷକ ଉମାକାନ୍ତ ପୁଟେଲ ମଞ୍ଚ ପରିଚାଳନା କରିଥିଲେ ।ଏଥିରେ 80 ରୁ ଉର୍ଦ୍ଧ ବିଦ୍ୟାଳୟରୁ ମୋଟ 160 ଟି ପ୍ରକଳ୍ପ ଛାତ୍ରଛାତ୍ରୀ ମାନେ ପ୍ରଦର୍ଶନୀ କରିଥିଲେ ।ଏହିପରି ଉଦଯାପନୀ ଉତ୍ସବରେ ଅତିଥି ମାନେ ପ୍ରକଳ୍ପ ଗୁଡ଼ିକୁ ବୁଲି ଦେଖି ପ୍ରତିଯୋଗୀ ଙ୍କୁ ପଚାରି ଥିଲେ । ଉକ୍ତ ପ୍ରକଳ୍ପ ରେ ପ୍ରତି ଯୋଗୀ ଙ୍କୁ କୃତୀତ୍ୟୁ ହାସଲ କରିଥିବା ରେ ବିଚାରକ ଭାବେ ଭା ବେ ଆମ୍ଭୂଜ ପ ଟେ ଲ , କାର୍ତ୍ତିକ ପଣ୍ଡା , ଜୟକୃଷ୍ଣ ନାୟକ , ସୁଧାନିଧି ନାୟକ , ପ୍ରଦୀପ ପ ଧାନ , ଅଜିତ୍ ହୋତା ଦ।ୟିତ୍ୟୁ ନିର୍ବାହ କରିଥିଲେ । ଏହା ପରେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡି ଇ ଓ ପ୍ରଦୀପ ନାଗ , ମୁଖ୍ୟ ବକ୍ତା ଭାବେ ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି , ଏସ ଏମ ସି ଚେୟାରମେନ ସଚି କାନ୍ତ ପ ଟେ ଲ , ବ୍ଲକ ଶିକ୍ଷା ଅଧିକାରୀ ଶ୍ୟାମ ମେହେର , ସ୍ଥାନୀୟ ହାଇସ୍କୁଲ ର ପ୍ରଧାନ ଶିକ୍ଷୟିତ୍ରୀ ମମତା ସେଠୀ , କନଭେନାର ବାଳକୃଷ୍ଣ ମହାନନ୍ଦ , ବଲାଙ୍ଗୀର ଏ ଆଇ ଏଫ୍ ଇନ୍ ଚାର୍ଜ କୀର୍ତ୍ତି ରାଉତ ମଞ୍ଚ।ଷିନ ଅତିଥି ଭାବେ ଯୋଗ ଦେଇଥିଲେ ।ଏହି କାର୍ଯ୍ୟ କ୍ରମ ରେ ଅତିଥି ମାନେ ବିଗତ ଦିନରେ ବୈଜ୍ଞାନିକ ମାନେ କିପରି ଭାବେ ବିଜ୍ଞାନ କ୍ଷେତ୍ର ରେ ଅଗ୍ରଗତି କରି ଦେଶ କୁ ଆଗେଇ ନେଇ ସଫଳ ହୋଇ ଛନ୍ତି ଓ ବୈଜ୍ଞାନିକ ମାନଙ୍କ ଜୀବନ ଶୈଳୀ ଓ ମାର୍ଗ ଦର୍ଶନ କୁ ନେଇ ଛାତ୍ରଛାତ୍ରୀ ଙ୍କୁ ପରାମର୍ଶ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026

You Might Also Like