-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ

18-Nov-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା 2025 ସ୍ଥାନୀୟ କଲେଜ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସରକାର ଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମାଧ୍ୟମ ରେ କାର୍ଯ୍ୟକାରୀ ବିଭିନ୍ନ ଯୋଜନା ରୁ ଲାଭ ନିଅନ୍ତୁ ବୋଲି କହିଛନ୍ତି। ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଅତିରିକ୍ତ ନିର୍ଦ୍ଦେଶକ ପ୍ରାଣୀ ସମ୍ପଦ ବିଭାଗ ଡ ଦିଗାମ୍ବର ନାୟକ, ବିଡ଼ିଓ ଅକ୍ଷୟ ପାଣି ଉଡ୍ଡୁ, ତହସିଲଦାର ଟିକୁନୁ ପୁଟା, ସାଂସଦ ଙ୍କ ଲୋଇସିଂହା ପ୍ରତିନିଧି ବାଳକୃଷ୍ଣ ଧରୁଆ, ସ୍ବାସ୍ଥ୍ୟ ମନ୍ତ୍ରୀ ଙ୍କ ବ୍ଲକ ପ୍ରତିନିଧି ଗୌରାଙ୍ଗ ନାଏକ, ଲୋଇସିଂହା ସରପଞ୍ଚ ନବ କିଶୋର ନାଏକ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ଶାରଦା ପ୍ରସାଦ ସିଂ ବରିହା ପ୍ରମୁଖ ଯୋଗଦେଇ ଥିଲେ। ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଡ ଆନନ୍ଦ ସାଗର ସେଠ ଙ୍କ ସଭାପତିତ୍ବରେ କୁନ୍ ମୁନ ମିଶ୍ର ସଂଯୋଜନା କରିଥିଲେ। ଏହି ଅବସର ରେ ସଫଳ ଚାଷୀ ମାନପତ୍ର, ଉତ୍ତରୀୟ ଓ ସ୍ମାରକୀ ପ୍ରଦାନ କରିଥିଲେ। ମତ୍ସ୍ୟ ବିଭାଗ ଓ ଓଏଲ୍ ଏମ ଯୋଜନାରେ ଉପକୃତ ଚାଷୀ ଙ୍କୁ ସହାୟତା ରାଶି ଚେକ୍ ପ୍ରଦାନ କରିଥିଲେ। ସେହିପରି ଚିତ୍ରାଙ୍କନ ଓ ବକୃତା ପ୍ରତିଯୋଗୀତାରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନରେ ଥିବା ଛାତ୍ରୀ ମାନଙ୍କୁ ସମ୍ମାନିତ କରାଗଲା। ଏହି ଅବସର ରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଷୟ କାର୍ଯ୍ୟକ୍ରମ ପ୍ରଦର୍ଶନୀ, ଚାଷୀ ଓ ବୈଜ୍ଞାନିକ ଆଲୋଚନା ଚକ୍ର ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।ଏହି ମେଳା ପରିଚାଳନାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ସମସ୍ତ କର୍ମଚାରୀ, ମିଶନ ଶକ୍ତି ବିଭାଗ ଅଧିକାରୀ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like