-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||     

HOME   ଜିଲ୍ଲା

ମା ମାନଙ୍କର  ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି

18-Nov-2025



ଭୁବନେଶ୍ୱର(ପ୍ରେରଣା ଖବର): ମହିଳା ସଶକ୍ତିକରଣ ହେଉଛି ବିକଶିତ ଓଡିଶା ଗଠନରେ ଏକ ଗୁରୁତ୍ଵପୂର୍ଣ୍ଣ ଅଙ୍ଗ । ମା ମାନଙ୍କର  ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି। ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼ କରିବା ସହିତ ଅଧିକ ବଜାର ସୁଯୋଗ ସୃଷ୍ଟି କରି ମହିଳା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରୁଛି । ଆଜି ମିଶନ ଶକ୍ତି ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମ “ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କୁ ସୁଧ ଫେରସ୍ତ”ରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇଥିଲେ।  ସରକାର ମହିଳା ମାନଙ୍କ ପାଇଁ  ଜୀବିକାମୂଳକ ଅର୍ଥନୈତିକ ମଡେଲ୍‌ ମାଧ୍ୟମରେ  ସଶକ୍ତ କରିବା ପାଇଁ ସଦା

ପ୍ରତିବଦ୍ଧ ବୋଲି ସେ କହିଥିଲେ।ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ଜୀବନ ଜୀବିକାର ବିକାଶ ତଥା ଉଦ୍ୟୋଗୀ ମନୋଭାବକୁ  ପ୍ରୋତ୍ସାହନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ ବ୍ୟାଙ୍କ ଋଣ ବ୍ୟବସ୍ଥା । ଗୋଷ୍ଠୀ ମାନଙ୍କ ଉପରେ ସୁଧ ପରିଶୋଧର ଭାର ହ୍ରାସ କରିବା ପାଇଁ  ଓଡିଶା ସରକାର ସ୍ୱୟଂ ସହାୟକ ଗୋଷ୍ଠୀ ନେଉଥିବା ବ୍ୟାଙ୍କଋଣ ରାଶିକୁ ବୃଦ୍ଧି କରିବା ସହ ୧୦ ଲକ୍ଷ ପର୍ଯ୍ୟନ୍ତ ଋଣରେ ବାର୍ଷିକ ସୁଧ ହାରକୁ  ଶୂନ୍ୟ ପ୍ରତିଶତକୁ ଆଣିଛନ୍ତି । ଏହି ସୁଧ ଫେରସ୍ତ ରାଶି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଖାତାକୁ ସିଧା ସଳଖ ଯାଇଥାଏ । ଆଜିର କାର୍ଯ୍ୟକ୍ରମରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ୨ ଲକ୍ଷ ୨୪ ହଜାର ୮୮୪ଟି

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ମୋଟ ୧୧୭ କୋଟି ୧୨ ଲକ୍ଷ ୫ ହଜାର ୧୬୪ ଟଙ୍କାର ସୁଧ ରାଶି ଫେରସ୍ତ  କରିଥିଲେ। ଏହି ପଦକ୍ଷେପ ମହିଳା-ନେତୃତ୍ୱାଧୀନ ଉଦ୍ୟୋଗ ଗୁଡ଼ିକୁ ଆର୍ଥିକ ଭାବେ ସଶକ୍ତ କରିବା ସହିତ ରାଜ୍ୟର ବିକାଶ ଏବଂ ଆର୍ଥିକ ପ୍ରଗତି ପ୍ରତି ସରକାରଙ୍କ ସଂକଳ୍ପକୁ ପୁଣିଥରେ ସ୍ପଷ୍ଟ କରିଛି।

ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ନିର୍ଦ୍ଦେଶକା ଡଃ ମୋନିକା ପ୍ରିୟଦର୍ଶିନୀ, ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର ଓ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀମାନେ ଏବଂ ବିଭିନ୍ନ ବ୍ୟାଙ୍କର ପ୍ରତିନିଧିମାନେ ଉପସ୍ଥିତ ଥିଲେ।ମିଶନ ଶକ୍ତି ବିଭାଗର ଏହି ପଦକ୍ଷେପ ମହିଳା ଉଦ୍ୟୋଗୀ ମାନଙ୍କ ଦକ୍ଷତା ବୃଦ୍ଧି, ବିକାଶ ଓ ମହିଳା ସଶକ୍ତିକରଣ ପ୍ରତି ଅଟଳ ପ୍ରତିବଦ୍ଧତାକୁ ପ୍ରକାଶ କରୁଛି, ଯାହା ଓଡ଼ିଶାର ମହିଳାମାନଙ୍କ ସାମାଜିକ ଓ ଆର୍ଥିକ ସଶକ୍ତିକରଣର ଯାତ୍ରାକୁ ଆହୁରି ଉଜ୍ଜ୍ୱଳ କରିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026

You Might Also Like