-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଦୁର୍ଗେଇ ଖୋଲ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

18-Nov-2025



ବରଗଡ(ପ୍ରେରଣା ଖବର): ପ୍ରସିଦ୍ଧ ଗନ୍ଧମାର୍ଦନ ପର୍ବତ ରେ ଥିବା ଦୁର୍ଗେଇ ଖୋଲ ରେ ପ୍ରତି ବର୍ଷ ଦୁର୍ଗେଇଖୋଲ ଦୁର୍ଗା ଦେବୀଙ୍କ ମାର୍ଗଶିର ମାସ ଶେଷ ଗୁରୁବାରପୁର୍ଣିମା ଦିନ ପୁଜା ସହ ଯାତ୍ରା ଅନୁଷ୍ଠିତ ହୋଇ ଥାଏ। ଏନେଇ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ମିଠାପାଲି ଗ୍ରାମ ପଞ୍ଚାୟତ ମନଭଙ୍ଗ ଡ୍ଯାମ ନିକଟରେ ଦୁର୍ଗେଇ ଖୋଲ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦୁର୍ଗେଇଖୋଲ ଯାତ୍ରା ପରିଚାଳକ କମିଟି ସଭାପତି ମଧୂସୁଦନ ପାଣ୍ଡେଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବୈଠକ ବସିଥିଲା । ବୈଠକରେ ଆସନ୍ତା ତା ୦୪ /୧୨/ ୨୦୨୫ ରୁ ୦୫/୧୨/୨୫ ଦିନ ପର୍ଯ୍ୟନ୍ତ ଦୁଇଦିନ ଧରି ଏହି ଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ମାଁ ଙ୍କ ପୂଜନୋତ୍ସବ କିପରି ଶାନ୍ତି ଶୃଙ୍ଖଳାରେ ସମାପନ ହେବା ସହ କୌଣସି ମାଦକ ଦ୍ରବ୍ୟ ବିକ୍ରୟ ନ ହେବ ସେଥି ପ୍ରତି ଦୃଷ୍ଟି ଦେବାକୁ ସଭାପତି ଶ୍ରୀ ପାଣ୍ଡେ ମତ ବ୍ୟକ୍ତ କରିଥିଲେ। ମାଁ ଙ୍କ ମନ୍ଦିରର ବିକାଶ ତଥା ମାଁ ଙ୍କ ପୀଠ ର ଉନ୍ନତୀ ନେଇ ବିଶଦ ଭାବରେ ଆଲୋଚନା କରାଯାଇଥିଲା। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ କନ୍ଦ ସମାଜ ର ସଭାପତି ରଣଜିତ ମଲ୍ଲିକ,ମାଁ ଦୁର୍ଗେଇ ଦେବୀ କମିଟି ସଂପାଦକ ବେଣୁଧର ଧରୁଆ,ମନଭଙ୍ଗ ଗୌନ୍ତିଆ ମହେନ୍ଦ୍ର ମଲ୍ଳିକ,ପୂଜକ ସୁଵାଷ ମଲ୍ଳିକ, ସଚିଦା ମଲ୍ଳିକ,ମହେନ୍ଦ୍ର ମଲ୍ଳିକ,ତ୍ରିନାଥ ମଲ୍ଲିକ,ବକୁଲ ମଲ୍ଳିକ, ଦେହେରୀ ବିଶି କେଶନ ମଲ୍ଳିକ,ପାନ୍ତି ନୂତନ ଭୂଏ ଙ୍କ ସମେତ ଭଦ୍ରବ୍ୟକ୍ତି ମଦନ ମାଝୀ, ରାଧେଶ୍ୟାମ ମେହେର, ନିର୍ମଳ ପଟେଲ,ୱାର୍ଡମେମ୍ବର ସୁରେନ୍ଦ୍ର ମଲ୍ଳିକ, ଗୋବିନ୍ଦ ଭୂଏ,ନକୂଳ କଲେତ,ଗୋପାଳ ମାଝୀ,ନୁତନ ଭୁଏ,ଗୋପାଳ ମାଝୀଙ୍କ ସମେତ ମନଭଙ୍ଗ,କୁଡାରୀଫସା, ଲଉଡିମାଲ, ପିପଲଖୁଣ୍ଟା, ମୋତିପାଲି,ପତ୍ରାପାଲି,ବିଜୟ ନଗର, ଲୁକୁପାଲି, ମନ୍ମଥପାଲି, ନୂଆଁଗାଁ,ଓ ମିଠାପାଲି ପଞ୍ଚାୟତର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରି ଦୁଇ ଦିନ ଧରି ହେବାକୁ ଥିବା ଦୁର୍ଗେଇଖୋଲ ଯାତ୍ରାକୁ ସମସ୍ତେ ମିଳିମିଶି ମନ ଦେଇ ପରିଚାଳନା କରିବା ପାଇଁ ମତ ପ୍ରକାଶ କରି ଥିଲେ।ଶେଷରେ ସଭାପତି ମଧୁସୂଦନ ପାଣ୍ଡେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like