-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଟୋପ ରେ ଧାନକ୍ରୟ କେନ୍ଦ୍ର ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ତହସିଲଦାରଙ୍କୁ ଦାବିପତ୍ର

19-Nov-2025



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧିନସ୍ଥ ଟୋପ କ୍ରୟ କେନ୍ଦ୍ରରେ ନିଜସ୍ବ ସ୍ଥାୟୀ ଜାଗା ନ ଥିବାରୁ ଧାନସଂଗ୍ରହ ବେଳେ ବହୁ ଅସୁବିଧାର ସମ୍ମୁଖୀନ ହେବା କୁ ପଡୁଛି। ବର୍ତ୍ତମାନ ହାଇସ୍କୁଲ ପାଖରେ ଅସ୍ଥାୟୀ ଭାବେ ଧାନ କିଣାବିକା ହେଉଛି। ଲୋକଙ୍କ ଖଲା, ବ୍ୟକ୍ତିଗତ ଜାଗାରେ କ୍ରୟ କେନ୍ଦ୍ର ଚାଳୁଛି। କ୍ରୟ କେନ୍ଦ୍ର ପାଇଁ ଅତି କମରେ ୨ଏକର ଜମି ଦେବାକୁ ସୋମବାର ଟୋପ ଗ୍ରାମବାସୀ ତହସିଲଦାର କେ ରିଚି କୁମାରଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି। ନିଜସ୍ବ ଜାଗା ନଥିବାରୁ ଖରା,ବର୍ଷା, ଶୀତରେ ଆରଏମସି କର୍ମଚାରୀ, ପ୍ୟାକ୍ସ କର୍ମଚାରୀଙ୍କ ଟେବୁଲ, ଲାପଟପ୍ ଆଦି ରଖିବାରେ ଅସୁବିଧା ହେଉଛି। ଧାନ ବସ୍ତା ଗୁଡ଼ିକ ଏଣେ ତେଣ ପଡ଼ିରହୁଛି। ମଣ୍ଡିର ବିକାଶ, ଭିତ୍ତିଭୂମି ପାଇଁ ଆର୍, ଏମ୍ ,ସି ର ପର୍ଯ୍ୟାପ୍ତ ଅର୍ଥ ଥିବା ବେଳେ ନିଜସ୍ବ ଜାଗା ନ ଥିବାରୁ ସରକାରୀ ଅର୍ଥ ବିନିଯୋଗ ହୋଇପାରୁ ନାହିଁ। ହାଇସ୍କୁଲ ସଂଲଗ୍ନ ରାସ୍ତା କଡ଼ରେ ବହୁ ସରକାରୀ ଜାଗା ଥିବା ବେଳେ ମଣ୍ଡି ପାଇଁ ଜାଗା ଦେଲେ ମାର୍କେଟ୍ ୟାର୍ଡର କର୍ମଚାରୀ, ପ୍ୟାକ୍ସ କର୍ମଚାରୀ, ଚାଷୀମାନଙ୍କ ସ୍ଥାୟୀ ସମାଧାନ ହେବା ସହ ଟ୍ରାକ୍ଟର, ଟ୍ରକଗୁଡ଼ିକ ବ୍ୟବସ୍ଥିତ ଭାବେ ଯିବାଆସିବା କରି ପାରିବ ବୋଲି ଗ୍ରାମବାସୀ ଦାବି ଜଣାଇଥିଲେ। ତହସିଲଦାରଙ୍କ ସହ ଆଲୋଚନା ବେଳେ ସୁପଭାଇଜର ଋଷବ ସାହୁ, ଓଡ଼ିଶା ରାଜ୍ୟ କୃଷକ ସଂଗଠନ ସଭାପତି ବୀରେନ୍ଦ୍ର କର ସମେତ ଗ୍ରାମର ଦୁଃଖିଶ୍ୟାମ ପ୍ରଧାନ, ଓକିଲ ଭାତପାହାର, କ୍ଷୀରୋଦ୍ର ପ୍ରଧାନ, ମୁନ୍ନା ମେହେର, କୁଶ ସାହୁ, ସୁଶାନ୍ତ ଗର୍ତିଆ, ସୋନୁ ଭାତପାହାର, ପରମାନନ୍ଦ ସାହୁ, ବଲ୍ଲଭ ପ୍ରଧାନ, ବୁଲୁ ପ୍ରଧାନ, ଜପ ପ୍ରଧାନ, ଧିରେନ ପ୍ରଧାନ, ସୁବାଷ ଗଡ଼ତିଆ, ଭକ୍ତଚରଣ ମଲ୍ଲିକ, ବୁନ୍ଦାବନ ମେହେର, ଅଶୋକ ବାରିକ, ଜୟକୁମାର ମହାପାତ୍ର, ସୁଶାନ୍ତ ପ୍ରଧାନ, ଗୁଣନିଧି ଗର୍ତିଆ, ଚକ୍ର ଭୁଏ ପ୍ରମୁଖ ଉପସ୍ଥିତ ରହି ତହସିଲଦାରଙ୍କ ସହ ଆଲୋଚନା କରିଥିଲେ । ଆସନ୍ତା ୨ ଦିନ ଭିତରେ ତହସିଲଦାର କ୍ଷେତ୍ର ପରିଦର୍ଶନ କରିଲା ପରେ ସରକାରୀ ନିୟମ ଭିତରେ ଜାଗା ଦେବାର ବ୍ୟବସ୍ଥା କରାଯିବ ବୋଲି କୁହାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like