-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||      ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    (21-Jun-2026)       ||      ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   (21-Jun-2026)       ||      ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||      ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||     

HOME   ଜିଲ୍ଲା

ଅବସର ପ୍ରାପ୍ତ ଶିକ୍ଷକ ତଥା ଗାୟତ୍ରୀ ପରିଜନ ଜଗନ୍ନାଥ ନାଗ ଙ୍କ ବିୟୋଗରେ ଶୋକସଭା

19-Nov-2025



ସିନାପାଲି ( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗୋର୍ଲା ଗ୍ରାମପଂଚାୟତର ପତିଆଳପଡା ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଓ ଏ ଅଞ୍ଚଳର ଗାୟତ୍ରୀ ପରିଜନଙ୍କ ଆନୁକୂଲ୍ୟରେ ଖରସେଲ ଗ୍ରାମ ପଂଚାୟତର ରାଣୀଡ଼ଙ୍ଗରି ଗ୍ରାମ ନିବାସୀ ଅବସର ପ୍ରାପ୍ତ ହାଇସ୍କୁଲ ଶିକ୍ଷକ ସ୍ବର୍ଗତ   ଜଗନ୍ନାଥ ନାଗଙ୍କ  ବିୟୋଗ ରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି  l ମନ୍ଦିର ପରିଚାଳନା କମିଟିର ବରିଷ୍ଠ ସଦସ୍ୟ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀରଙ୍କ ସଂଯୋଜନାରେ ଆୟୋଜିତ ଏହି ସଭାରେ ଜଗନ୍ନାଥ ମନ୍ଦିରର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ଲଛମନ ବଞ୍ଜରା,କୋଷାଧକ୍ଷ ଶ୍ରୀଯୁକ୍ତ ଟଙ୍କଧର ବନ୍ଦୀଛୋର,ବରିଷ୍ଠ ଗାୟତ୍ରୀ ପରିଜନ ତଥା ସଦସ୍ୟ ଶ୍ରୀଯୁକ୍ତ କ୍ଷମାଧର ନିଆଲ,ଶ୍ରୀଯୁକ୍ତ କେଶବ ପାଣ୍ଡେ,ସ୍ଥାନୀୟ ଶିବମନ୍ଦିର ପୂଜକ ଶ୍ରୀ ଶ୍ୟାମ ସୁନ୍ଦର ମାଝୀ,ସଭ୍ୟ ଜୟସିଂ ମାଝୀ,ଦିନ ମାଝୀ ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ଆତ୍ମାର ଶାନ୍ତି ଓ ସଦଗତି ପାଇଁ ଜଗତର ନାଥ ଶ୍ରୀଜଗନ୍ନାଥ ମହାପ୍ରଭୁ ଙ୍କ  ସମ୍ମୁଖରେ ପ୍ରାର୍ଥନା କରିଥିଲେ  l ସ୍ବର୍ଗତ ଜଗନ୍ନାଥ ନାଗ ଜଣେ ମିଷ୍ଠ ଭାଷି,ମେଳାପୀ,ନିରହ ଙ୍କାରୀ ଓ ଆଦର୍ଶ ଛାତ୍ର ବତ୍ସଳ ଶିକ୍ଷକ ଥିଲେ l ସେ ଦୀର୍ଘ ଦିନରୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସମ୍ପାଦକ ଦାୟିତ୍ୱ ସୁଚାରୁ ରୂପରେ  ତୁଲାଇବା ସହ ମହାପ୍ରଭୁ ଙ୍କ  ନୀତିକାନ୍ତି ଆୟୋଜନ କରିବାରେ ସବୁପ୍ରକାର ସହଯୋଗ କରୁଥିଲେ l ଦୀର୍ଘ ୩୬ ବର୍ଷ ଟିମନପୁର ଠାରେ ଥିବା ହାଇସ୍କୁଲ ରେ ସହକାରୀ ଶିକ୍ଷକ ଭାବରେ ନିଜର କର୍ମ ତୁଲାଇଥିଲେ  l ଗାୟତ୍ରୀ ପରିଜନ ଭାବରେ ଭାରତୀୟ ଧର୍ମ ଓ ସଂସ୍କୃତି ସୁରକ୍ଷା ପାଇଁ ମଧ୍ୟ କାମ କରୁଥିଲେ l ଗତ ତା ୧୭/୧୧ / ୨୦୨୫ ରିଖ ଦିନ ସେ ୬୩ ବର୍ଷ ବୟସ ରେ ସ୍ଵର୍ଗା ରୋହଣ କରିଛନ୍ତି  l ଏହି ଦୁଃଖଦ ମୁହୂର୍ତରେ ତାଙ୍କ ପରିବାର ବର୍ଗ ଧର୍ଯ୍ୟ ରକ୍ଷା କରନ୍ତୁ ବୋଲି ଭଗବାନ ଙ୍କ ଠାରେ ପ୍ରାର୍ଥନା କରାଯାଇଥିଲା  ଓ  ଉପସ୍ଥିତ ସଦସ୍ୟ ଗଣ ତାଙ୍କ ଗୁଣ ଗୁଡିକର ସ୍ମୃତି ଚାରଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   21-Jun-2026
  ଜିଲ୍ଲା  
ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    21-Jun-2026
  ଜିଲ୍ଲା  
ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   21-Jun-2026
  ଜିଲ୍ଲା  
ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   21-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   21-Jun-2026

You Might Also Like