-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||      ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

19-Nov-2025



ନୂଆପଡ଼ା ( ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ବୋଡ଼େନ ଠାରେ ଜାତୀୟ ସେବା ଯୋଜନା ଓ ସାଇବର ସୁରକ୍ଷା ଅଭିଯାନର କର୍ମକର୍ତ୍ତାଙ୍କ ଦ୍ଵାରା ସାଇବର ଠକାମୀ ପ୍ରତି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ଅବନୀ କୁମାର ଖମାରୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଓ ମୁଖ୍ୟ ବକ୍ତା ରୂପେ ବୋଡ଼େନ ଆଇ ଆଇ ସି ବି ରୁଦ୍ରିଆ , ଏ ଏସ ଆଇ ସରୋଜ କୁମାର ସ୍ବାଇଁ,କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ,ଅଧ୍ୟାପକ ଅତିକ ଅହମ୍ମଦ ଖାନ ପ୍ରମୁଖ ମଞ୍ଚାଷିନ ଥିଲେ ।ସାଇବର ଠକାମୀରୁ କିପରି ଦୂରେଇ ରହିବେ,ସାଇବର ଅପରାଧର କେମିତି ଶିକାର ନ ହେବେ ସେହି ବିଷୟରେ ମୁଖ୍ୟ ବକ୍ତା ପୁଙ୍ଖାନୁପୁଙ୍ଖ ଆଲୋଚନା କରି ସଚେତନ କରିଥିଲେ ।ସର୍ବ ସାଧାରଣ କିପରି ସାଇବର ଅପରାଧରୁ ସୁରକ୍ଷିତ ରହିବେ,ଆର୍ଥିକ କାରବାରରେ କିପରି ସତର୍କତା ଅବଲମ୍ବନ କରାଯାଇପାରିବ ସେଥି ପ୍ରତି ସତର୍କ କରାଯାଇଥିଲା ।ବର୍ତ୍ତମାନ ଦିନ ମାନଙ୍କରେ ବିଭିନ୍ନ ଦିଗରୁ ଲୋକେ କିପରି ସାଇବର ଅପରାଧର ଠକାମୀର ଶିକାର ହେଉଛନ୍ତି ତାହାକୁ ଦୃଷ୍ଟିରେ ରଖି ଏହି ସଚେତନତା ସଭାଟି କରାଯାଇଥିଲା ।ଆଜିର କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ସମେତ ଛାତ୍ର ଛାତ୍ରୀ ମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   21-Jun-2026
  ଜିଲ୍ଲା  
ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   21-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   21-Jun-2026
  ଜିଲ୍ଲା  
*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   21-Jun-2026
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026

You Might Also Like