-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଟ୍ରକ ଧକ୍କାରେ ବୃଦ୍ଧ ମୃତ,ପ୍ରତିଶ୍ରୁତି ପରେ ରାସ୍ତାରୋକ ଆନ୍ଦୋଳନ ପ୍ରତ୍ୟାହାର

19-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ସକାଳେ ନିକଟ ଏକ ନାଲକୁ ଗାଧୋଇବାକୁ ଯାଉଥିବା ଜଣେ ବୃଦ୍ଧଙ୍କୁ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ହିଁ ଜୀବନ ଚାଲିଯାଇଥିଲା ଫଳରେ ଏ ଦୁଃଖଭରା ଘଟଣା ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।ମିଳିଥିବା ସୂଚନା ଅନୁସାରେ ସବୁଦିନ ପରି ଆଜି ମଧ୍ୟ ସିଂହିଯୁବା ଗ୍ରାମର ବୃଦ୍ଧ ପୁରସ୍ତମ ନେପାଲ(୭୦)ନିକଟ ଏକ ନାଲକୁ ମୁଖ୍ୟ ରାସ୍ତା ଦେଇ ଗାଧୋଇବାକୁ ଯାଉଥିବା ବେଳେ ସମଲେଇ ମନ୍ଦିର ନିକଟରେ ବରପାଲି ରାମପୁର ପଟରୁ ଆସୁଥିବା ଏକ ଅମୂଲ ବୋଝେଇ ଟ୍ରକ ବୃଦ୍ଧଙ୍କୁ ଧକ୍କା ଦେବାରୁ ସେ ଛିଟିକି ହୋଇ ପଡ଼ି ସେଠାରେ ହିଁ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା।ଘଟଣା ପରେ ଉତ୍ୟକ୍ତ ଲୋକେ ଟ୍ରକକୁ ଅଟକାଇ ଥିଲେ ।ପରେ କ୍ଷତିପୂରଣ ଦାବୀରେ ଗ୍ରାମବାସୀ ରାସ୍ତାରୋକ ଆନ୍ଦୋଳନ କରିଥିଲେ ।ଦୀର୍ଘ ୪ଘଣ୍ଟା ଧରି ଆନ୍ଦୋଳନ ଚାଲିଥିଲା ।ଶେଷରେ ଘଟଣାସ୍ଥଳରେ ବିନିକା ତହସିଲଦାର,ଜିଲ୍ଲା ପରିବହନ ଅଧିକାରୀ ଏବଂ ବିନିକା ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ।ତହସିଲଦାର ରେଡକ୍ରସ ପାଣ୍ଠିରୁ ୨୦ହଜାର ଟଙ୍କା,ସ୍ଥାନୀୟ ସରପଞ୍ଚ ହରିଶ୍ଚନ୍ଦ୍ର ଯୋଜନାରୁ ୩ହଜାର ଟଙ୍କା ଏବଂ ଦୁର୍ଘଟଣା ସ୍ଥଳକୁ ଏକସିଡେଣ୍ଟ ପ୍ଲେସ ଅର୍ଥାତ୍ ବ୍ଲାକ ସ୍ପର୍ଟ ଓ ତାର ସୁବ୍ୟବସ୍ଥା ପାଇଁ ପୋଲିସ ପକ୍ଷରୁ ଘୋଷଣା ପରେ ରାସ୍ତାରୋକ ଆନ୍ଦୋଳନ ପ୍ରତ୍ୟାହାର ହୋଇଥିଲା ।ପରେ ବୃଦ୍ଧଙ୍କ ଶବକୁ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like