-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ରାଜ୍ୟ

ଯାଜପୁର ଜିଲ୍ଲା ମା ହିଙ୍ଗୁଳାଙ୍କ ପୀଠରେ ଓଡିଶା ବ୍ରାହ୍ମଣ ସମିତି ଓ ରାଷ୍ଟ୍ରୀୟ ବ୍ରାହ୍ମଣ ମହାସଂସ୍ଥା ପକ୍ଷରୁ ବିଶ୍ଵ ଶାନ୍ତି ଚଣ୍ଡୀ ଯଜ୍ଞ ଓ ରାଜ୍ୟ ସ୍ତରୀୟ ବ୍ରାହ୍ମଣ ମହା ସମ୍ମିଳନୀ

31-Jan-2021



ଯାଜପୁର, (ଦୀପକ ଷଡଙ୍ଗୀ, ଅନିରୁଦ୍ଧ ପାଣି ): ଯାଜପୁର ଜିଲ୍ଲା ଅନ୍ତର୍ଗତ ଶଙ୍ଖଚିଲା ସ୍ଥିତ ମା ହିଙ୍ଗୁଳାଙ୍କ ପୀଠରେ ଓଡିଶା ବ୍ରାହ୍ମଣ ସମିତି ଓ ରାଷ୍ଟ୍ରୀୟ ବ୍ରାହ୍ମଣ ମହାସଂସ୍ଥା ପକ୍ଷରୁ ବିଶ୍ଵ ଶାନ୍ତି ଚଣ୍ଡୀ ଯଜ୍ଞ ଓ ରାଜ୍ୟସ୍ତରୀୟ ବ୍ରାହ୍ମଣ ମହା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ବ୍ରାହ୍ମଣ ସମିତିର ସଭାପତି ପ୍ରାଚାର୍ଯ୍ୟ ମନୋଜ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶରେ ଏହି ବିଶାଳ ବ୍ରାହ୍ମଣ ସଭାରେ  ପଣ୍ଡିତ ଅରୂପା ନନ୍ଦ କର   ସଭାପତିତ୍ବ କରିଥିଲେ l ମୁଖ୍ୟ ଅତିଥି , ସତ୍ୟାନନ୍ଦ ଦାଶ ମହାରାଜ,ପଣ୍ଡିତ ଜିତୁ ଦାଶ , ସମ୍ମାନିତ ଅତିଥି ରାଷ୍ଟ୍ରୀୟ ସଂଗଠନ ପ୍ରଭାରୀ ଅଶୋକ କୁମାର ମିଶ୍ର ଏବଂ ମୁକ୍ତି ମଣ୍ଡପ ପଣ୍ଡିତ ମହାସଭାର ବିଚିତ୍ରାନନ୍ଦ ମିଶ୍ର,ରାଷ୍ଟ୍ରୀୟ ସଚିବ ଅମିୟ ରଞ୍ଜନ ଶତପଥୀ, ପ୍ରଦେଶ ସଚିବ ପଣ୍ଡିତ ଦୀପକ କୁମାର ଷଡଙ୍ଗୀ , ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରାଜେନ୍ଦ୍ର ଦାଶ,  ଯାଜପୁର ଜିଲ୍ଲା ଅତିରିକ୍ତ ଜିଲ୍ଲା ପାଳ ସନ୍ତୋଷ ମିଶ୍ର ,ବରେନ୍ୟ ଅତିଥି, ଯାଯପୁର ଜିଲ୍ଲା ମିଡ଼ିଆ ପ୍ରଭାରୀ ଚିନ୍ତାମଣି ପାଢ଼ୀ,ଙ୍କୁ ଉତ୍ତରୀୟ, ପୁଷ୍ପମାଲ୍ୟ ‌ସହିତ ମାନପତ୍ର ପ୍ରଦାନ କରାଯାଇଥିଲା। ଏହାସହିତ ଯାଜପୁର ଜିଲ୍ଲାର ମୁଖ୍ୟ ପଣ୍ଡିତ ଅରୂପା ନନ୍ଦ କର ଙ୍କ ଦ୍ଵାରା ରଚିତ ଏକ ନୂତନ ଗୁରୁ ବନ୍ଦନାକୁ ଉନ୍ମୋଚନ କରିବା ସହିତ ଅରୂପା ନନ୍ଦ କର ମୋହଦୟଙ୍କୁ କର୍ମ କାଣ୍ଡ ରତ୍ନ ସମ୍ମାନ ରେ ସମ୍ମାନିତ କରିବା ସହିତ ବିଭିନ୍ନ ଜିଲ୍ଲାରୁ ଆସିଥିବା ବ୍ରାହ୍ମଣ ଦେବତା ଓ ଯାଜପୁର ଜିଲ୍ଲାର ସାମ୍ବାଦିକ ମାନଙ୍କୁ ମାନଙ୍କୁ ସମ୍ମାନିତ କରାଯାଇଥିଲା। ଓଡ଼ିଶା ର ବିଭିନ୍ନ ଜିଲ୍ଲାରେ  ଆଗାମୀ ଦିନରେ କିପରି  ସଙ୍ଗଠନ ସୁଦୃଢ ହୋଇ ପାରିବ ସେହି ବିଷୟରେ ପଦାଧିକାରୀ ମାନେ ଆଲୋଚନା କରିଥିଲେ। ଉପସ୍ଥିତ ପଦାଧିକାରୀ ଗଣ କୁନା ଚନ୍ଦ୍ର ପାଢ଼ୀ,  ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like