-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ବିଦ୍ୟା ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ଶାସନ ସମ୍ବଲପୁର ପକ୍ଷରୁ କୃତୀ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା*-

19-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ଆଇଡିଏଲ ପବ୍ଲିକ ସ୍କୁଲ ରେ ବିକାଶ  ଏପ୍ଟିଚିୟୁଟ (ଜ୍ଞାନ କୌଶଳ) ପରୀକ୍ଷାରେ କୃତିତ୍ବ ଅର୍ଜନ କରିଥିବା ୧୩ ଜଣ କୃତି ଛାତ୍ର ଛାତ୍ରୀ ଙ୍କୁ ମାନପତ୍ର ପ୍ରଦାନ ପୂର୍ବକ ସମ୍ୱର୍ଦ୍ଧିତ କରାଯାଇଥିଲା l ବିଦ୍ୟା ବିକାଶ ଅନୁଷ୍ଠାନ ଶାସନ ସମ୍ବଲପୁର ଦ୍ୱାରା ଆୟୋଜିତ ଏହି ସମ୍ବର୍ଦ୍ଧନା ଉତ୍ସବ ରେ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ତ୍ରୀପାଠୀ , ସ୍କୁଲ୍ ର ଚେୟାରମେନ୍ ଦେବେନ୍ଦ୍ର ପଧାନ, ପ୍ରିନ୍ସିପାଲ୍ ଅନୁଶୟା ପଧାନ, ବିଦ୍ୟା ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଟ ର ମାର୍କେଟିଂ ମ୍ୟାନେଜର ସୁବଳ ପଧାନ , ପୀୟୁଷ ସିଂହ,  ମିଷ୍ଟର ଜନସନ ଓ ଆଇଡିଏଲ ସ୍କୁଲ୍ ର ଇଂରାଜୀ ଶିକ୍ଷକ ଜସପାଲ୍ ଷଡ଼ଙ୍ଗୀ ଯୋଗ ଦେଇ  କୃତୀ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରି  ଉଜ୍ଜ୍ବଳ ଭବିଷ୍ୟତ କାମନା କରି ଉତ୍ସାହିତ କରିଥିଲେ  |

ଆଦ୍ୟାସା ବାରିକ୍, ଆଦ୍ୟାସା ଅମାତ୍, ସ୍ଵପ୍ନା ପାଣ୍ଡେ, ଇସିକା ଇପିସା ମେହେର, ଆୟୁଷ୍ମାନ ମେହେର, ରାହୁଲ ମେହେର, ବିଶ୍ୱଜିତ୍ ସ୍ବାଇଁ, ସ୍ଵସ୍ତିକ କୁମାର୍ ସାହୁ, ଜେନିତ ଆରୀୟନ୍ ଗୁରୁ, ମଧୁ ଚନ୍ଦା ବାଗ, କ୍ରିତିବାସ ପ୍ରଧାନ, ସୌମ୍ୟ ରଞ୍ଜନ ପ୍ରଧାନ, ସ୍ଲେଶା ସମର୍ପିକା ସାହୁ ପ୍ରମୁଖ ୧୩ ଜଣ ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି l ବିଦ୍ୟା ବିକାଶ ଅନୁଷ୍ଠାନ ଶାସନ ସମ୍ବଲପୁର ପକ୍ଷରୁ ପଶ୍ଚିମ ଓଡ଼ିଶାରେ ପ୍ରାୟ ସମସ୍ତ ସ୍କୁଲ୍ ମାନଙ୍କରେ ଛାତ୍ର ଛାତ୍ରୀ ଙ୍କ ଟ୍ୟାଲେଣ୍ଟ ବୃଦ୍ଧି ପାଇଁ ବିଭିନ୍ନ ପରୀକ୍ଷା ସବୁ ଆୟୋଜନ କରାଯାଉଥିବା ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like