-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପବ୍ଲିକ୍ ସ୍କୁଲରେ ୪୧ତମ ବାର୍ଷିକ କ୍ରୀଡ଼ା

19-Nov-2025



ବଲାଙ୍ଗିର ପବ୍ଲିକ୍ ସ୍କୁଲର ୪୧ତମ ବାର୍ଷିକ କ୍ରୀଡା ଗତ ନଭେମ୍ବର ୧୮ ତାରିଖରୁ ୧୯ ତାରିଖ ଦୁଇଦିନ ଧରି ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।ପ୍ରଥମ ଦିନରେ ଛାତ୍ରଛାତ୍ରୀମାନେ ମାଁ ସମଲେଶ୍ଵରୀ ମନ୍ଦିରରୁ ମଶାଲ ଶୋଭାଯାତ୍ରାରେ ଆସିଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଠାରୁ ଅଭିବାଦନ ଗ୍ରହଣ କରି କ୍ରୀଡ଼ା ପତାକାକୁ ଉନ୍ମୋଚନ କରିଥିଲେ ।୨୪୦ଟି ପୁରସ୍କାର ପାଇଁ ବିଦ୍ୟାଳୟ ପରିସର ଓ ଟାଉନ୍ ବାଳକ ହାଇସ୍କୁଲ ଖେଳ ପଡିଆରରେ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଥିଲା । ଉଦଯାପନି ଉତ୍ସବରେ ଅବସରପ୍ରାପ୍ତ କ୍ରୀଡାଶିକ୍ଷକ ସୁନୀଲ ଚନ୍ଦ୍ର ବିଶ୍ବାଳ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କ୍ରୀଡ଼ା ଶାରୀରିକ ଓ ମାନସିକ ସ୍ତରରେ ଛାତ୍ରଛାତ୍ରୀମାନଙ୍କୁ ଉନ୍ନତି କରିଥାଏ ବୋଲି କହିଥିଲେ ଓ ପରେପରେ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା କମିଟିର ସମ୍ପାଦକ ଶ୍ରୀଯୁକ୍ତ ଗୋପାଳ କ୍ରିଷ୍ଣା ସିଂହଦେଓ କୋଷାଧ୍ୟକ୍ଷ

ଆଲୋକ ରଂଜନ ବେଦବାକ୍, ସଭ୍ୟ ଶିରିଶ ଚନ୍ଦ୍ର ହୋତା, ବାଦଲ୍ ମହାକୁର,  ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ସତିସ୍ ପ୍ରଧାନ ମଞ୍ଚାସୀନ ଥିଲେ । ବିଦ୍ୟାଳୟ କ୍ରୀଡ଼ା ଶିକ୍ଷକ ହରେକୃଷ୍ଣ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ତଥା କ୍ରୀଡା ଶିକ୍ଷକ ହୃଦୟ ଶବର ,ଅମିତ ମଛକନ୍ଦ,ଶ୍ରଦ୍ଧାଞ୍ଜଳୀ ବଗତ୍ତି ସମସ୍ତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ଉପାଧ୍ୟକ୍ଷ  ଦୀପକ ବରାଲ୍,ମମିତା ବେହେରା ତଥା ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମଚାରୀ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଉଦଯାପନି ଦିନ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଚିତ୍ତାକର୍ଷକ କୋୖତୁକ ବେଶ ପୋଷାକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like