-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||     

HOME   ଜିଲ୍ଲା

୧୮ ତମ ରାଜ୍ୟସ୍ତରୀୟ ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ପୁଲ ବି ର ସେମିଫାଇନାଲ ମ୍ୟାଚ ରେ ସମ୍ବଲପୁର ଦଳ ବିଜୟୀ

19-Nov-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ଷ୍ଟାଡିୟମର ସ୍ଵନକ୍ଷତ୍ର ଦିବସ ଅବସରରେ ଷ୍ଟାଡିୟମ ଟ୍ରଷ୍ଟବୋର୍ଡ ଏବଂ ଏଥଲେଟିକ ଆସୋସିଏସନର ମିଳିତ ଆନୁକୂଲ୍ୟରେ ୧୮ ତମ ରାଜ୍ୟସ୍ତରୀୟ “ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ ଷ୍ଟାଡିଅମ ଟ୍ରଷ୍ଠବୋର୍ଡ ଏବଂ ଏଥଲେଟିକ ଏସୋସିଏସନ ଲୋଇସିଂହା ଦ୍ୱାରା ଆୟୋଜିତ ଟୁର୍ନାମେଣ୍ଟ ର ପୁଲ ବି ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ଟି  ଝାରସୁଗୁଡା ଓଏସଏପି ଆଦର୍ଶ କ୍ଲବ ଓ ସମ୍ବଲପୁର ତିହୁରା ଏଫସି ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା l ସମ୍ବଲପୁର ତିହୁରା ଏଫସି ଝାରସୁଗୁଡା ଦଳକୁ ଏକତରଫା  4-1 ଗୋଲ ଦେଇ ବିଜୟୀ ହୋଇଥିଲା l ପ୍ଲେୟର ଅଫ ଦି ମ୍ୟାଚ ହୋଇଥିଲେ ସମ୍ବଲପୁର ଦଳ ର ଖେଳାଳି ପିଣ୍ଟୁ ଓରାମ l ଆଜିର ମ୍ୟାଚ ର ରେଫରୀ ଭାବେ ସଂଜୀବ ସାହୁ, କରୁଣାକର ପଧାନ, ସୁରେଶ ନାଏକ l ମ୍ୟାଚ କମିଶନର ଭାବେ ସୁଦୟ ବାରିକ, ମୁଖ୍ୟଅତିଥି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଳିଙ୍ଗ, ଅତିଥି ନରସିଂହ ମିଶ୍ର ପୂର୍ବତନ ଆଇନମନ୍ତ୍ରୀ ତଥା ସଭାପତି ଟ୍ରଷ୍ଟ ବୋର୍ଡ, ଲକ୍ଷ୍ମୀ ପଧାନ ସରପଞ୍ଚ ବୁଢ଼ୀପଦର, ସ୍ମିତା ମିଶ୍ର ସମ୍ପାଦକ ଟ୍ରଷ୍ଟ ବୋର୍ଡ, ବିଭୁତିଭୂଷଣ ସାହାଣୀ, ଦିଲୀପ ବେହେରା, ବିଶ୍ୱନାଥ ଭୂୟାଁ ଟ୍ରଷ୍ଟବୋର୍ଡ ମେମ୍ବର l ଖେଳରେ ସହଯୋଗ କରିଥିଲେ ବୁଲୁ ବହିଦାର, ଆନନ୍ଦ ପୁଟେଲ, ଚତୁର ଦଳେଇ, ରଞ୍ଜନ ବେହେରା, ବିଷ୍ଣୁ, ଶିବ ଅଗ୍ରୱାଲ, ସିଲୁ ସେବକ, ମନୋଜ ମହାନା, ଟିକୁ ପାଣ୍ଡିଆ, ଦେବ ବିଶ୍ୱାଳ, ରିତେଶ, ରମେଶ, ଭାଗବତୀଆ ଭୋଇ, ସୁମିତ ଓ ପ୍ରକାଶ ମହାରଣା, ମୋହିତ ମିଶ୍ର, ନଜୁ ଖାଁ, ବୁଦ୍ଧିଆ ନାୟକ, ସରୋଜ ବିଶ୍ୱାଳ ସରୋଜ ପୁଟେଲ ପ୍ରମୁଖ l ଆଜି ର ସେମିଫାଇନାଲ ମ୍ୟାଚ ରେ ବହୁ ସଂଖ୍ୟାକ ଦର୍ଶକ ଉପସ୍ଥିତ ରହି ଖେଳ କୁ ଉପଭୋଗ କରିଥିଲେ l ଆସନ୍ତା କାଲି ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ବୌଦ୍ଧ ଗେଲ୍ହା ମା ଓ ସମ୍ବଲପୁର ତିହୁରା ମଧ୍ୟରେ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026

You Might Also Like